-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ଆଦିବାସୀ ଅଞ୍ଚଳ ର ବିକାଶ ପାଇଁ, ଝାରସୁଗୁଡା ପାରାଦ୍ୱୀପ ରେଳପଥ ନିର୍ମାଣ ହେଉ ।

17-Jul-2021



କୁଚିଣ୍ଡା(ସଂଜୀବପାଣିଗ୍ରାହୀ) ଶିଳ୍ପ କରିଡ଼ର ଝାରସୁଗୁଡ଼ା ଠାରୁ କୋଲାବିରା, ଲଇଡ଼ା, କୁଚିଣ୍ଡା,ତିଲେଇବଣି, ଦେବଗଡ, ବାରକୋଟ ଦେଇ ପାରାଦ୍ୱୀପ କୁ ରେଳ ପଥ ବିଛାଇ ରେଳ ଯୋଗାଯୋଗ ର ବ୍ୟବସ୍ଥା କରିବା ପାଇଁ ଦେବଗଡ ପରି କୁଚିଣ୍ଡା ଠାରେ ମଧ୍ୟ ଦାବୀ ଉଠୁଛି ।ପ୍ରକାଶ ଥାଉ କି, ଗତ ୨୦୧୮ ମସିହାରେ ସମ୍ବଲପୁର ର ପୂର୍ବତନ ଲୋକସଭା ସଦସ୍ୟ ନଗେନ୍ଦ୍ର କୁମାର ପ୍ରଧାନ ଙ୍କ ନେତୃତ୍ୱରେ ଏ ଅଞ୍ଚଳ ର ବିଶିଷ୍ଟ ବ୍ୟକ୍ତିଙ୍କ ସ୍ବାକ୍ଷରିତ ଏକ ତଥ୍ୟ ମୂଳକ ଦାବୀ ପତ୍ର ଓଡିଶା ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ପ୍ରଦାନ କରାଯାଇଥିଲା । ଝାରସୁଗୁଡ଼ା ରୁ ଦେବଗଡ ପର୍ଯ୍ୟନ୍ତ ଥିବା ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ହୋଇଥିବା ବେଳେ, ଏଠିକାର କୃଷକ ବିଭିନ୍ନ ପ୍ରକାର ଚାଷ କରି ଉପଯୁକ୍ତ ମୂଲ୍ୟ ପାଇ ନ ଥାଏ । ଯୋଗାଯୋଗ ର ଉନ୍ନତି ହେଲେ ଏଠିକାର ଅଧିବାସୀ ଉପକୃତ ହେବା ଯୁକ୍ତି କୁ ରାଜ୍ୟ ସରକାର ଉପଲବ୍ଧି କରି ବାଣିଜ୍ୟ ଓ ପରିବହନ ବିଭାଗ ଚିଠି ନମ୍ବର ଟି ଆର ୦୭/୧୮ ତା. ୧୧/୦୯/୨୦୧୭ ରେ କେନ୍ଦ୍ର ରେଳବାଇ ବୋର୍ଡ କୁ ସୁପାରିଶ କରି ସାରିଛନ୍ତି । ସେଥି ପାଇଁ ଏହି ଦାବୀ କୁ ଦୋହରାଇବା ସହ ରେଳ ବିହୀନ ଦେବଗଡ଼ ଜିଲ୍ଲା ଏବଂ ଆଦିବାସୀ ଅଧ୍ୟୁଷିତ କୁଚିଣ୍ଡା ଉପଖଣ୍ଡ, କୋଲାବିରା, କିର୍ମିରା, ଲଇକେରା, ତିଲେଇବଣି ଅଞ୍ଚଳବାସୀ ଙ୍କ ହିତ ସହ ଦେଶ ଓ ରାଜ୍ୟ ର ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଗୁରୁତ୍ଵ ଦେଇ କାର୍ଯ୍ୟକାରୀ କରିବାକୁ ନୂତନ ରେଳ ମନ୍ତ୍ରୀ  ଅଶ୍ଵିନୀ ବୈଷ୍ଣବ ଙ୍କ ଠାରେ ଦାବୀ କରି କୁଚିଣ୍ଡା ସାମାଜିକ ଓ ସାଂସ୍କୃତିକ ପରିଷଦ ପକ୍ଷରୁ ଦାବିପତ୍ର ପ୍ରଦାନ କରଯାଇଛି । ପ୍ରକାଶ ଥାଉ କି, ପ୍ରସ୍ତାବିତ ରେଳପଥ ୩୯୯୦୨୩ କିଲୋମିଟର ହେବା ବୋଲି ଆଶା କରା ଯାଉଥିବା ବେଳେ ଏହି ରେଳପଥ କାର୍ଯ୍ୟକାରୀ ହେଲେ ଗୋଲବନ୍ଧ ଠାରେ ତାଳଚେର - ବିମଲାଗଡ ରେଳପଥ ଓ ଭୁବନ ଠାରେ ଅନୁଗୁଳ- ସୁକିନ୍ଦା ରେଳପଥ କୁ ଅତିକ୍ରମ କରିବ । ପରିଷଦ ପକ୍ଷରୁ ଦାବିପତ୍ର ର କପି ସମ୍ବଲପୁର ଲୋକସଭା ସଦସ୍ୟ ନୀତେଶ ଗଙ୍ଗଦେବ ଓ ବରଗଡ଼ ର ଲୋକସଭା ସଦସ୍ୟ ସୁରେଶ ପୂଜାରୀ ଙ୍କୁ ମଧ୍ୟ ପ୍ରଦାନ କରି ସେମାନଙ୍କ ସହଯୋଗ କାମନା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like