-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ଜୁଲାଇ ୧୯ଓ୨୦ ଦୁଇଦିନ ଧରି ଜିଲ୍ଲାର ୪୮ କେନ୍ଦ୍ରରେ ୧୮ରୁ ଉର୍ଦ୍ଧ୍ବ ନାଗରିକଙ୍କ ଟୀକାକରଣ

18-Jul-2021



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ  ତରଫରୁ ଜୁଲାଇ ୧୯ଓ୨୦ ତାରିଖ ଦୁଇଦିନ ଧରି  ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକ ଓ ସୋନପୁର ମ୍ୟୁନିସିପାଲିଟିରେ  ବ୍ୟବସ୍ଥିତ ୪୮ କେନ୍ଦ୍ରରେ ଯଥା-ସୋନପୁର ବ୍ଲକରେ ୦୯ଟି କେନ୍ଦ୍ର,ଡୁଙ୍ଗୁରିପାଲି ବ୍ଲକରେ ୧୦ଟି କେନ୍ଦ୍ର,ବିନିକା ବ୍ଲକରେ ୦୮ଟି କେନ୍ଦ୍ର, ବୀରମହାରାଜପୁର ବ୍ଲକରେ ୦୭ଟି କେନ୍ଦ୍ର,ତରଭା ବ୍ଲକରେ ୦୬ଟି କେନ୍ଦ୍ର, ଉଲୁଣ୍ଡା ବ୍ଲକରେ ୦୬ଟି କେନ୍ଦ୍ରରେ ଏବଂ  ସୋନପୁର ମ୍ୟୁନିସିପାଲିଟିର ୦୨ ଟି କେନ୍ଦ୍ରରେ ୧୮ ରୁ ଉର୍ଦ୍ଧ  ବର୍ଷ ହିତାଧିକାରୀଙ୍କୁ ଟୀକା ପ୍ରଦାନ କରାଯିବ ହିତାଧିକାରୀ ଟୀକାକରଣ ନିମନ୍ତେ  ପଂଜିକୃତ କରି ନିଯୁକ୍ତି ଚିଠାକୁ ଅନୁସୂଚିତ କରାଇପାରିବେ ଅଥବା ଉକ୍ତଦିନ ନିର୍ଧାରିତ ସମୟ ସକାଳ ଘଂ ୦୯-୦୦ରେ କେନ୍ଦ୍ରକୁ ଯାଇ ଟୀକାନିମନ୍ତେ ଅଗ୍ରିମଟୋକନ ସଂଗ୍ରହ କରିପାରିବେ l ସ୍ଲଟ ବୁକିଂ କରିଥିବା ହିତାଧିକାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ  ଟୀକା ପ୍ରଦାନ କରାଯିବ l ଉକ୍ତ ଦିନ ଗୁଡିକରେ ଟୀକାକରଣ ପାଇଁ ଯୋଗ୍ୟ ପଂଜିକୃତ ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡକପି ) ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର ସାଙ୍ଗରେ ଆଣି ସୂଚିତ  ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ l ବିନା କୌଣସି ସୂଚନାରେ ଟୀକାକେନ୍ଦ୍ରକୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ରରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି l ଏହି ଟୀକାକରଣ ଉକ୍ତ ଦିନଗୁଡ଼ିକରେ  ସକାଳ ୦୯ ରୁ ସନ୍ଧ୍ୟା ୦୬ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ l ହିତାଧିକାରୀ ଟୀକାକରଣ  ପାଇଁ  ଅନଲାଇନ https://selfregistration.cowin.gov.in ରେ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇପାରିବେ l
ତା ୧୭/୦୭/୨୧ ରାତ୍ର ୦୯-୦୦ ଘଂ ରୁ ପଞ୍ଜିକରଣ ନିମନ୍ତେ ସ୍ଲଟ ଖୋଲା ରହିଛି ବୋଲି ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like