-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ଅର୍ଥ ଅଭାବରୁ ଦେଢ଼ ବର୍ଷ ଧରି ଶଯ୍ୟାଶାୟୀ ଯୁବକ ଙ୍କ ପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

18-Jul-2021



ଟିଟିଲାଗଡ, (ପ୍ରେରଣା ଖବର) : :ଏକ ବାଇକ ଦୁର୍ଘଟଣା ଘଟି ହାତ,ଗୋଡ଼ ନୁହେଁ ବେକ ର ହାଡ଼ ଭାଙ୍ଗି ଯିବାରୁ ଅର୍ଥ ଅଭାବରୁ ଦେଢ଼ ବର୍ଷ ହେବ ଶଯ୍ୟାଶାୟୀ ହୋଇ ଖଟିଆ ରେ ପଡି ରହି ଅକଥନୀୟ ଦୁର୍ଦ୍ଦଶା ର ଶିକାର ହେବା ସହ ପରିବାର ଏବେ ଅସହାୟ ଅବସ୍ଥାରେ ସହାୟତା କୁ ଚାହିଁ ରହିଛନ୍ତି । ରବି ରତେଇ ନାମକ ଟିଟିଲାଗଡ ୧୪ ନମ୍ବର ୱାର୍ଡ ର ହାଟପଦା ପଡା ନିଵାସୀ ଜଣେ ୨୦ ବର୍ଷୀୟ ଯୁବକ ଦେଢ଼ ବର୍ଷ ତଳେ ଏକ ବିବାହ ଘର ନିଜ ସାଙ୍ଗ ସହ ମିଶି ବାଇକ ରେ ଯିବା ବେଳେ ଦୁର୍ଘଟଣା ଗ୍ରସ୍ଥ ହୋଇଥିଲେ । ଉକ୍ତ ଦୁର୍ଘଟଣା ରେ ଦୁର୍ଭାଗ୍ୟ ବଶତଃ ତାଙ୍କ ବେକ ର ହାଡ଼ ଭାଙ୍ଗି ଯାଇଥିଲା, ଫଳରେ ସେ ଚଲା, ବୁଲା ଅବା ନିଜ କାମ କରି ନ ପାରି ବର୍ତ୍ତମାନ ସୁଦ୍ଧା ଶଯ୍ୟାଶାୟୀ ହୋଇ ପଡିରହିଛନ୍ତି । ତାଙ୍କ ପିତା ଦିନ ମଜୁରିଆ କାମ କରି ପରିବାର ଚଳାଉଥିବା ବେଳେ ଆର୍ଥିକ ଅବସ୍ଥା ଶୋଚନୀୟ ରହିଛି ।  ଡ଼ାକ୍ତର ଙ୍କ କହିବା ଅନୁଯାୟୀ ସରକାରୀ ଭାବେ ତାଙ୍କ ଅସ୍ତ୍ରୋପଚାର ପାଇଁ କଟକ ରେ ସୁବିଧା ନ ଥିବାରୁ ତାଙ୍କୁ ଅନ୍ୟତ୍ର ନେଇ ଅବା ଘରୋଇ ଡାକ୍ତରଖାନାରେ ଅସ୍ତ୍ରୋପଚାର ଆବଶ୍ୟକ । ଭୁବନେଶ୍ୱର ଏମ୍ସ ରେ ଏହା ବିପଦଶଙ୍କୁଳ ହୋଇଥିବା ଯୋଗୁଁ ଦିଲ୍ଲୀ ଏମ୍ସ କୁ ଯିବାକୁ ପରାମର୍ଶ ଦେଇଛନ୍ତି । ହେଲେ ଏଥିପାଇଁ ଅର୍ଥ ର ଆବଶ୍ୟକତା ରହିଛି, ଯାହା ତାଙ୍କ ପକ୍ଷେ ସମ୍ଭବ ନୁହେଁ । ଏ ନେଇ ବଲାଙ୍ଗୀର ଜିଲ୍ଲାପାଳ ଙ୍କୁ ଆବେଦନ କରିଥିବା ବେଳେ ସେ ଚିକିତ୍ସା କରି ଫେରିଲେ ସମସ୍ତ ବିଲ,ଭାଉଚର ଦାଖଲ କଲେ ଟଙ୍କା ପ୍ରଦାନ କରିବେ ବୋଲି କହିଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି । ବର୍ତ୍ତମାନ ଶଯ୍ୟାଶାୟୀ ରବି ଙ୍କ ର ଯଦି ଅସ୍ତ୍ରୋପଚାର ନ ହୁଏ ଓ ଅଧିକ ବିଳମ୍ବ ହୁଏ ତେବେ ସାରା ଜୀବନ ଅକର୍ମନୀୟ ହୋଇଯିବେ । ଏ ନେଇ ସରକାରୀ ଭାବେ ଯଥାଶୀଘ୍ର ଚିକିତ୍ସା ସହାୟତା ଯୋଗାଇଦେବାକୁ ପରିବାର ପକ୍ଷରୁ ନିବେଦନ କରାଯାଇଥିବା ବେଳେ ପ୍ରଶାସନ ଉପଯୁକ୍ତ ପଦକ୍ଷେପ ନେବାକୁ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like