-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

କୋଦଳା ମେଡିକାଲ ଅଫିସରଙ୍କ ବିଚିତ୍ର ନୀତି! ହାତଗୁଞ୍ଜା ଦିଅ ଡିୟୁଟି ନକରି ଦରମା ନିଅ

18-Jul-2021



ଗଞ୍ଜାମ, କୋଦଳା(ଉମା ମହାରଣା) : ଗଞ୍ଜାମ ଜିଲ୍ଲା କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର  ଇନଚାର୍ଜ ଡ଼ଃ ସୁଜିତ କୁମାର ବେହେରାଙ୍କ ଅଜବ ନୀତି,ହାତଗୁଞ୍ଜା ଦେଇଦେଲେ ଡିୟୁଟି ନ କରି ଦରମା ନିଅ।ଏ ଉପରେ ଗୋଟିଏ ପରେ ଗୋଟିଏ ଅଭିଯୋଗ ଆସିବାରେ ଲାଗିଛି।ତଳଦିନେ ଏଭଳି ମନମୁଖୀ କାର୍ଯ୍ୟ ପାଇଁ ବିଭିନ୍ନ ଗଣମାଧ୍ୟମ ରେ ଖବର ପ୍ରସାରଣ ହୋଇଥିଲା।ଯାହାକି ରାହାଡା ସେକ୍ଟର ଏ.ଏନ.ଏମ କୁମୁଦିନୀ ଙ୍କ ବଦଳରେ ତାଙ୍କ ସ୍ବାମୀ ସେଠାରେ ଡିୟୁଟି କରୁଛନ୍ତି। ଏହାକୁ ନେଇ ରାତି ଅଧିଆ ରାୟଗଡାକୁ ବଦଳି କରି ଦିଆଗଲା। କିନ୍ତୁ ବର୍ତ୍ତମାନ କୋଦଳାରେ ଏସ.ଆଇ ଏସ ସିକ୍ୟୁରୀଟି ସଂସ୍ଥା ଏଠାରେ ୭ ଜଣଙ୍କୁ ନିଯୁକ୍ତି ଦେଇଥିବା

ବେଳେ ମାତ୍ର ୨ ରୁ ୩ ଜଣ ହିଁ ଡିୟୁଟି କରୁଥିବା ଦେଖିବାକୁ ମିଳୁଛି।ଅନ୍ୟମାନେ କାଳେ ହାତଗୁଞ୍ଜା ଦେଇ ନିଜ କାର୍ଯ୍ୟ କରିବା ଜୈନିକ ବ୍ୟକ୍ତି ରାଷ୍ଟ୍ରୀୟ ବାଲ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମର ଗାଡିର ଡ୍ରାଇଭର ଭାବେ କାର୍ଯ୍ୟ କରୁଛନ୍ତି। ଯାହାକି କିଛି ବିଶେଷ ମୁହୂର୍ତ୍ତ କ୍ୟାମେରା ରେ ମଧ କଏଦ ହୋଇ ରହିଛି। ଏପରିକି ମେଡିକାଲ ପରିସରରେ ଘଟୁଥିବା ବିଭିନ୍ନ ଦୁର୍ନୀତି ମୂଳକ କାର୍ଯ୍ୟ ରେ ଲିପ୍ତ ରହୁଛନ୍ତି ଓ ତାଙ୍କ ପଛରେ ମେଡିକାଲ ଅଫିସର ମଧ୍ୟ ତାଙ୍କୁ ପ୍ରୋତ୍ସାହନ କରୁଛନ୍ତି। ଯଦି ଆଗକୁ ମଧ୍ୟ ଏଭଳି ଏହି ମେଡିକାଲ ରେ ଚାଲି ଆସିବ ବ୍ୟବସ୍ଥା କଣ ହେବ ତାହା ଦ୍ୱନ୍ଦରେ ତାହା ସହ ଦିନକୁ ଦିନ ରୋଗୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏତତ ବ୍ୟତୀତ ସିକ୍ୟୁରିଟ ଗାର୍ଡମାନେ ରହିବା ନିମିତ୍ତ ଏକ କୋଠରୀ ମଧ୍ୟ ଦିଆଯାଇଛି,କିନ୍ତୁ ସେଠାରେ ସେମାନେ ଅସାମାଜିକ କାର୍ଯ୍ୟରେ ଲିପ୍ତ ରହୁଥିବା ବି ଦେଖିବାକୁ ମିଳିଛି। ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଲାଗିଥିବା ସିସିଟିଭି ଫୁଟେଜକୁ ଯଦି ଯାଞ୍ଚ କରାଯିବ ତାହେଲେ ସମ୍ପୂର୍ଣ୍ଣ ସତ୍ୟାସ

ତ୍ୟ ଧରା ପଡିବ। ଆଗକୁ ରୋଗୀମାନେ ଉକ୍ତ ମେଡିକାଲ କୁ ଆସିଲେ ସୁଫଳ ଚିକିତ୍ସା ପାଇବା ମଧ୍ୟ କଷ୍ଟକର ହୋଇପଡିବ ତେଣୁ ଏହା ଉପରେ ଜିଲ୍ଲା ପ୍ରସାସନ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଯଥାଶୀଘ୍ର କାର୍ଯାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣ ଲୋକଙ୍କ ସହ ବୁଦ୍ଧିଜୀବୀ ମାନେ ମଧ୍ୟ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like