-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||     

HOME   ଜିଲ୍ଲା

ନିମୁର୍ଲା ଗ୍ରାମରେ ଗୁଣିଗାରେଡ଼ିକୁ ନେଇ ପୁଲିସ୍‌ର ସଚେତନତା କାର୍ଯ୍ୟକ୍ରମ ବେଳେ ଗାଁରେ ଉତ୍ତେଜନା, ବାସନ୍ଦ ପରିବାରକୁ ପୂରାଇ ନଦେବା ଜିଦ୍‌ରେ ଅଟଳ ଗ୍ରାମବାସୀ

18-Jul-2021



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ଗୁଣିଗାରେଡ଼ି ସନ୍ଦେହରେ ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ନିମୁର୍ଲା ଗ୍ରାମରୁ ବ୍ରଜ ଭୋଇଙ୍କ ପରିବାର ତଡ଼ିଦେବା ଘଟଣାର ସମାଧାନ କରିବାକୁ  ପୁଲିସ ଉଦ୍ୟମ କରିଥିଲା ଗୁଡ଼ିଗାରେଡ଼ି ସଂପର୍କରେ ଗ୍ରାମବାସୀଙ୍କୁ ସଚେତନ କରିବାକୁ ଉଦ୍ୟମ କରିଥିଲା । ଏହାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମବାସୀ କୌଣସି ପରିସ୍ଥିତିରେ ବି ବାସନ୍ଦ ପରିବାରକୁ ଗାଁରେ ପୂରାଇ ଦେବେ ନାହିଁ ବୋଲି ଜିଦ୍ ଧରିଥିଲେ। ପ୍ରକାଶ ଯେ, ଗତ ୧ ତାରିଖ ରାତିରେ ବ୍ରଜଙ୍କୁ ମାଡ଼ ମରାଯିବା ସହ ତାଙ୍କ ପରିବାରକୁ ଗାଁରୁ ତଡ଼ି ଦିଆଯାଇଥିଲା। ଏନେଇ ବ୍ରଜ ସିନ୍ଧେକେଲା ଥାନାରେ ଅଭିଯୋଗ କରିଥିଲେ। ତାଙ୍କ ପରିବାରର ୧୩ ଜଣ ସଦସ୍ୟ ସେହି ଦିନଠାରୁ ମୁଣ୍ଡପଦର ଗାଁର କ୍ଳବଘରେ ଆଶ୍ରୟ ନେଇଥିଲେ। ତଥାପି ପୁଲିସ କୌଣସି ପଦକ୍ଷେପ ନହେବାରୁ ବୁଧବାର ବ୍ରଜଙ୍କ ପରିବାର ବଲାଙ୍ଗୀର ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଥିଲା । ଗୁରୁବାର ବଲାଙ୍ଗୀର ପୁଲିସ ତରଫରୁ ଏଏସ୍‌ପିଙ୍କ ନେତୃତ୍ବରେ ଟିଟିଲାଗଡ଼ ଏସ୍‌ପିଓ ସୁରେନ୍ଦ୍ରନାଥ ଶତପଥୀ, ଟିଟିଲାଗଡ଼ ଅତିରିକ୍ତ ତହସିଲଦାର କଣ୍ଠ ମଲ୍ଲିକ, ସିନ୍ଧେକେଲା ଆଇଆଇସି ପଞ୍ଚାନନ ନାଏକ ପ୍ରମୁଖ ନିମୁର୍ଲା ଗାଁକୁ ଯାଇଥିଲେ । ଗାଁରେ ଡାକବାଜି ଯନ୍ତ୍ର, ଲିଫଲେଟ, ପୋଷ୍ଟର ଜରିଆରେ ଲୋକଙ୍କୁ ଗୁଣିଗାରେଡ଼ି ସଂପର୍କରେ ସଚେତନ କରିଥିଲେ। ଏହା ସହିତ ଗାଁର ପ୍ରହରୀ ମଣ୍ଡପ ପାଖରେ ଗ୍ରାମବାସୀଙ୍କୁ ନେଇ ନେଇ ଏକ ସଚେତନତା ସଭା କରିଥିଲେ। କିନ୍ତୁ ଗ୍ରାମବାସୀ ପୁଲିସର କଥାକୁ ଗୁରୁତ୍ୱ ଦେଇ ନଥିଲେ । ଯଦି ବିଜ୍ଞାନ ଯୁଗରେ ଗୁଣିଗାରେଡ଼ି ନାହିଁ ତାହେଲେ ଆପଣମାନେ ମନ୍ଦିରକୁ କାହିଁକି ଯାଉଛନ୍ତି, ଭଗବାନଙ୍କୁ ଦେଖିଛନ୍ତି କି ବୋଲି ନାନା ପ୍ରଶ୍ନ କରିଥିଲେ ଉତ୍ୟକ୍ତ ଗ୍ରାମବାସୀ ବାସନ୍ଦ କରିବାରକୁ ଗାଁରେ ପୂରାଇ ଦେବେ ନାହିଁ ବୋଲି କହିଥିଲେ। ଏହାକୁ ନେଇ ଉତ୍ତେଜନା ଦେଖା ଦେଇଥିଲା। ଏନେଇ ଏସ୍‌ଡିପିଓ ଶ୍ରୀ ଶତପଥୀଙ୍କୁ ପଚରାଯିବାରୁ ଗ୍ରାମବାସୀଙ୍କୁ ସଚେତନ କରିବାକୁ ଉଦ୍ୟମ ଜାରି ରହିଛି, ପର୍ଯ୍ୟାୟକ୍ରମେ ସେମାନଙ୍କୁ ସଚେତନ କରାଯିବ ବୋଲି ସେ କହିଥିଲେ । ପ୍ରକାଶଥାଉ କି ଗତ ୧୫ ଦିନ ମଧ୍ୟରେ କେବଳ ସିନ୍ଧେକେଲା ପୁଲିସରେ ୪ଟି ଗୁଣିଗାରେଡ଼ି ମାମଲା ଆସିଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026

You Might Also Like