-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||     

HOME   ଜିଲ୍ଲା

କିସ ଏଣ୍ଡ କିଟସର ସେବା ମନୋବୃତ୍ତି ଜାରି ବିନିକା ଅଞ୍ଚଳର ୧୦୦ଜଣ ଛାତ୍ରଛାତ୍ରୀଙ୍କୁ ପାଠ୍ୟପୁସ୍ତକ ଓ ଶୁଖିଲା ଖାଦ୍ୟ ବଣ୍ଟନ

18-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : : ସାରା ବିଶ୍ବରେ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଯୋଗୁଁ ଗତ ଦେଢ଼ବର୍ଷ ହେଲା ସ୍କୁଲ କଲେଜ ବନ୍ଦ ଥିବାରୁ  ଛାତ୍ରଛାତ୍ରୀ ମାନଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି କରିଛି l ତାଙ୍କର ଭବିଷ୍ୟତ ଗଡ଼ିବା ସ୍ବପ୍ନ ମଉଳି ଯାଇଛି l କିଏ କିଏ ପାଠ୍ୟପୁସ୍ତକ ପାଇ ଶିକ୍ଷା ଉପରେ ଗୁରୁତ୍ୱ ଦେଉଥିବା ବେଳେ ବିଶେଷ କରି ମଧ୍ୟବିତ୍ତ ଓ ଗରିବ ପରିବାରର ଛାତ୍ରଛାତ୍ରୀ ମାନେ ମୋବାଇଲ କିମ୍ବା ପାଠ୍ୟପୁସ୍ତକ ଅଭାବରୁ ତାଙ୍କ ଶିକ୍ଷାର ଅଗ୍ରଗତିରେ ଅନ୍ତୁରାୟ ସୃଷ୍ଟି ହୋଇଥିବା କେତେକ ପ୍ରକାଶ କରିଛନ୍ତି l ଅନ୍ୟ ପକ୍ଷରେ କାମକରି ପରିବାର ପରିପୋଷଣ କରୁଥିବା ଗରିବ ଅଭିଭାବକଙ୍କର ଛାତ୍ରଛାତ୍ରୀଙ୍କ ପାଇଁ ଆର୍ଥିକ ସ୍ଥିତି ଦୟନୀୟ ଯୋଗୁଁ ବହିପତ୍ର,ଖାତା କିମ୍ବା ଅନଲାଇନ କ୍ଲାସ ପାଇଁ ଦାମିକିଆ ମୋବାଇଲ କିଣିବା ଅସମ୍ଭବ ଓ କଷ୍ଟସାଧ୍ୟ ହେଉଥିବାରୁ ସେମାନେ ପାଠପଢାରୁ ଏକ ପ୍ରକାର ବଞ୍ଚିତ ରହୁଥିବା ଦେଖାଯାଉଛି l ସ୍କୁଲ କେବେ ଖୋଲିବ ସେନେଇ ଏବେବି ସରକାରଙ୍କ ଠାରୁ କୌଣସି ନିର୍ଦ୍ଦେଶ ଆସିନାହିଁ l ତେବେ ଯାହା ବି ହେଉ ସେବା ମନୋବୃତ୍ତି ନେଇ କାମ କରୁଥିବା ରାଜ୍ୟର କୋଣ ଅନୁକୋଣର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ କିସ୍ ଏଣ୍ଡ କିଟସର ପ୍ରତିଷ୍ଠାତା ଡ଼କ୍ଟର ଅଚ୍ୟୁତ ସାମନ୍ତ ପ୍ରତିଷ୍ଠାନ ତରଫରୁ ସୁବର୍ଣ୍ଣପୁର ଜିଲ୍ଲାର ବିନିକା ବ୍ଲକ ଅଞ୍ଚଳ ଓ ବିଜ୍ଞାପିତ ପରିଷଦରେ ଥିବା ୧୦୦ଜଣ ଛାତ୍ରଛାତ୍ରୀଙ୍କୁ ପାଠ୍ୟପୁସ୍ତକ ଓ ଶୁଖିଲା ଖାଦ୍ୟ ମାଗଣାରେ ବଣ୍ଟନ କରାଯାଇଛି l ଏହି ଅବସରରେ ବିନିକା ସିଦ୍ଧାର୍ଥ କଲେଜ କୋଳପଡ଼ା ଠାରେ ଅନୁଷ୍ଠିତ ବଣ୍ଟନ ମେଳାରେ ବିନିକା ସ୍ପୋର୍ଟସ କ୍ଲବ ସଭାପତି

ତଥା ବିନିକା ବିଜୁ ଜନତା ଦଳର ନଗର ସଭାପତି ସୋମନାଥ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ପାଠ୍ୟପୁସ୍ତକ ଓ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ l ଯାହା ଫଳରେ କି ଦେଡ ବର୍ଷରୁ ଉର୍ଦ୍ଧ୍ବ ସମୟଧରି ପାଠ ପଡ଼ିବାରୁ ବଞ୍ଚିତ ମେଧାବୀ ଛାତ୍ରଛାତ୍ରୀ ମାନେ   ବହିରେ ଥିବା ବିଭିନ୍ନ ବିଷୟକୁ ପଡ଼ି ଜ୍ଞାନ ଅର୍ଜନ କରିବେ ବୋଲି ଆଶା କରାଯାଉଛି l ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା କିସ୍ ଅଭିଭାବକ ସଂଘର ସଭାପତି ଦଇତାରି ଭୁଏ,ପୁରାତନ ଛାତ୍ର ସୁଶାନ୍ତ ଭୋଇ,କୋରଗାଡିଏନର ସଭାପତି ବୈଦ୍ୟନାଥ ଭୋଇ ପ୍ରମୁଖଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026

You Might Also Like