-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଆବାସ ଯୋଜନାରେ ଆଞ୍ଚଳିକ ବୈଷମ୍ୟବାଦ ପ୍ରତିବାଦରେ କୋଶଲ ଯୁବ ସମନ୍ବୟ ସମିତି ଆସନ୍ତା ୨୩ରୁ କରିବ ପଦଯାତ୍ରା

18-Jul-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର): କୋଶଲ ରାଜ୍ୟ ସମନ୍ଵୟ ସମିତି ପକ୍ଷରୁ ସ୍ଥାନୀୟ ଯାଦବ ଭବନ ଠାରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କୋଶଳାଞ୍ଚଳ ପ୍ରତି ରାଜ୍ୟ ସରକାରଙ୍କ ଉପେକ୍ଷା ଓ ଆଞ୍ଚଳିକ ବୈଷମ୍ୟ ଆଚରଣ ବିରୁଦ୍ଧରେ କୋଶଲ ଯୁବ ସମନ୍ବୟ ସମିତି ପଦଯାତ୍ରା କରି ଦୃଢ ପ୍ରତିବାଦ କରିବ ବୋଲି ସମିତିର କାର୍ଯ୍ୟକାରୀ ସଭାପତି ରିଲୁ ରଥ ସୂଚନା ଦେଇଛନ୍ତି।

    ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ  ବାତ୍ୟା ପରବର୍ତ୍ତୀ ଅବସ୍ଥାରେ ରାଜ୍ୟ ସରକାର ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ପ୍ରାୟ ୮ ଲକ୍ଷ ୧୭ ହଜାର ୪୪୪ଟି ପ୍ରଧାନମନ୍ତ୍ରୀ ଆବାସ ଘୋଷଣା କରିଥିଲେ। ହେଲେ ବରଗଡ, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ ଜିଲ୍ଲାକୁ ସଂପୂର୍ଣ୍ଣ ବାଦ ଦେଇଥିବା ଯୋଗୁଁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଆଜି ସ୍ଥାନୀୟ ଯାଦବ ଭବନ ଠାରେ ସାମ୍ବାଦିକ ସମ୍ମିଳନୀରେ କୋଶଲ ସମନ୍ଵୟ ସମିତିର କୋଶଲ ସ୍ୱାଭିମାନ ପାଦ ଯାତ୍ରା ବିଷୟରେ ଆଲୋଚନା କରିଥିଲେ। ଏହି ପଦଯାତ୍ରା ୫ଟି ପର୍ଯ୍ୟାୟରେ ହେବ ବୋଲି ସୂଚନା ଦେଇଥିଲେ ।

  ପ୍ରଥମ ପର୍ଯ୍ୟାୟରେ ଆସନ୍ତା ୨୩ ତାରିଖରୁ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ସ୍ଥିତ ମା ମାଣିକେଶ୍ବରୀ ମନ୍ଦିରରୁ ପଦଯାତ୍ରା ଆରମ୍ଭ ହୋଇ ବରଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ସମାପ୍ତି ହେବ ବୋଲି କହିଥିଲେ । ଏହି ୬ ଦିଆନିଆ କାର୍ଯ୍ୟକ୍ରମରେ କଳାହାଣ୍ଡି,ବଲାଙ୍ଗୀର ଓ ବରଗଡ ଜିଲ୍ଲାପାଳଙ୍କ ଜରିଆରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ହକ୍ ମାଗାଯିବ ବୋଲି KYCC ସାଧାରଣ ସମ୍ପାଦକ ଅଚ୍ୟୁତ ସିପୁନ୍ ଖମାରୀ ସୂଚନା ଦେଇଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପଛୁଆ ପଶ୍ଚିମାଞ୍ଚଳର ଜିଲ୍ଲାମାନଙ୍କୁ ବାଦ ଦେବା। ରାଜ୍ୟ ସରକାରଙ୍କ ଏତାଦୃଶ ମନୋଭାବକୁ ଦୃଢ ନିନ୍ଦା କରିବା ସହ ଏହା ପଶ୍ଚିମାଞ୍ଚଳ ଲୋକଙ୍କ ସ୍ବାଭିମାନକୁ ଆହ୍ୱାନ ବୋଲି KYCC ଉପସଭାପତି ବିନୋଦ କାଲସାଏ, ଆବାହକ ରଞ୍ଜନ ଖୁଆସ, ବିଶିଷ୍ଟ ଯୁବ କୋଶଲବାଦୀ ଗିରିରାଜ ଭୋଇ ପ୍ରମୁଖ ସମାଲୋଚନା କରିଥିଲେ। ସେହିପରି ଏ ଅଞ୍ଚଳର ସାଂସଦ ଓ ବିଧାୟକ ଲୋକ ପ୍ରତିନିଧିଙ୍କ ଦୁର୍ବଳ ପ୍ରତିବାଦର ସ୍ବର ନିନ୍ଦନୀୟ । ପେସବୁକ୍ ପ୍ରତିବାଦ କାମର ନୁହେଁ ବୋଲି କହିଥିଲେ। କୋଭିଡକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ସମୟରେ ଅନ୍ୟାନ୍ୟ ଜିଲ୍ଲାରେ ଆଉ ୫ ଦଫାରେ ପଦଯାତ୍ରା ମାଧ୍ୟମରେ ଜନ ଜାଗରଣ କରି ବିଶାଳ ଜନ ଆନ୍ଦୋଳନ ଯୋଜନା କରାଯିବା ଯୋଜନା ରହିଛି। ଆଞ୍ଚଳିକ ବୈଷମ୍ୟ ଗ୍ରହଣୀୟ ନୁହେଁ ଏଣୁ ଜନ ସାଧାରଣ KYCCର ପ୍ରତିବାଦରେ ପରୋକ୍ଷ ଓ ପ୍ରତ୍ୟକ୍ଷ ସହଯୋଗ ସମର୍ଥନ କରିବା ପାଇଁ ଶ୍ରୀ ରଥ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like