-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ବ୍ଳକସ୍ତରୀୟ କୋଶଲିଆ ମାଲି ସମାଜର ଜରୁରୀକାଳୀନ ବୈଠକ

18-Jul-2021



ବୀରମହାରାଜପୁର,ମୁର୍ଷୁଣ୍ଢି(ଆର୍ତ୍ତତ୍ରାଣ ଖୁର୍ଡିଆ)ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଳକ ମୁର୍ଷୁଣ୍ଢି ହରିହର ଆଶ୍ରମ ଠାରେ ଆଜି ବୀରମହାରାଜପୁର ମଣ୍ତଳ ସ୍ତରୀୟ କୋଶଲିଆ ମାଳି ସମାଜର ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ଯକ୍ରମରେ ଜିଲ୍ଲା ସଭାପତି ଶିକ୍ଷାବିତ ତଥା ସଂସୃତି ଗବେଷକ ଡଃ.ଅନିରୁଦ୍ଧ କୁରୁକୁରିଆ ମୁଖ୍ଯ ଅତିଥି, ଜିଲ୍ଲା ସମ୍ପାଦକ ନିରଞ୍ଜନ ପୁଟେଲ, ହରିଶ୍ଚନ୍ଦ୍ର ପୁଟେଲ (ଘଣ୍ଟାପାଲି ଅଞ୍ଚଳ ସଭାପତି)  ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। କାର୍ଯ୍ଯକ୍ରମରେ ବୀରମହାରାଜପୁର ଅଞ୍ଚଳ ସଭାପତି ଗଣେଶ ବାଘ ସଭାପତିତ୍ୱ କରିଥିବା ବେଳେ ଜିଲ୍ଲା ଯୁବ ସଭାପତି ବିଦ୍ଯାଧର ଖୁର୍ଡିଆ ସଭା ପରିଚାଳନା କରିଥିଲେ। ସଭାରେ ପଞ୍ଚାୟତ ସ୍ତରୀୟ କମିଟି ଗଠନ କରାଯିବା ସହ ସମାଜର ବିଭିନ୍ନ ସମସ୍ଯାକୁ ନେଇ ଆଲୋଚନା ହୋଇଥିଲା।କାର୍ଯ୍ୟକ୍ରମରେ ବୀରମହାରାଜପୁର ଅଞ୍ଚଳ ସମ୍ପାଦକ ଜୟକୃଷ୍ଣ ଖୁର୍ଡିଆ, ସହ ସମ୍ପାଦକ ସପ୍ନେଶ୍ୱର ବାଘ, ବିଶ୍ୱାମିତ୍ର କୁରୁକୁରିଆ(କୋଷାଧ୍ଯକ୍ଷ), ମୁନୁ ଗୁଦୁରିଆ, ଚତୁର୍ଭୁଜ ପୁଟେଲ, ନବଘନ ଗୁଦୁରିଆ,କମଲ ଗୁଦୁରିଆ, ଘନଶ୍ଯାମ ବାରକୁଟିଆ,ପ୍ରତାପ ସମର୍ଥ,ଅଶୋକ ବାଘ,ଆର୍ତ୍ତତ୍ରାଣ ଖୁର୍ଡିଆ, ସଞ୍ଜିବ ଗୁଦୁରିଆ ପ୍ରମୁଖଙ୍କ ସହ ବହୁ ସଂଖ୍ଯାରେ କୋଶଲିଆ ମାଳି ସମାଜର ଭାଇ,ବନ୍ଧୁ ଉପସ୍ଥିତ ରହିଥିଲେ। ସଭା ଶେଷରେ ସପ୍ନେଶ୍ୱର ବାଘ ଧନ୍ଯବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like