-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ଜିଲ୍ଲା

ଜଗବନ୍ଧୁଙ୍କ ପ୍ରେମସିନ୍ଧୁ କାଳ୍ପନିକ କାବ୍ୟ ଉନ୍ମୋଚିତ

18-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ରାମଜୀ ହାଇସ୍କୁଲ କୁରୁଲ ଠାରେ ପ୍ରକୃତିବନ୍ଧୁ ଶିକ୍ଷକ ଦିଗାମ୍ବର ନାଏକଙ୍କ ସଭାପତିତ୍ୱରେ ଏକ ସାହିତ୍ୟ ସଭା ଅନୁଷ୍ଠିତ ହୋଇଥିଲା । ବିଷ୍ଣୁମୁଣ୍ଡା ନିବାସୀ ଜଗବନ୍ଧୁ ପଟେଲଙ୍କ ଏକ କାଳ୍ପନିକ କାବ୍ୟ ପ୍ରେମସିନ୍ଧୁ ଉନ୍ମୋଚିତ ହୋଇ ଲୋକାର୍ପିତ ହୋଇଥିଲା । ୨୦ ଅଧ୍ୟାୟ ବିଶିଷ୍ଟ ଏହି ପ୍ରେମ କାବ୍ୟକୁ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ମୁଖ୍ୟ ଅତିଥି, ଐତିହାସିକ ଡ. ସୁଧାଂଶୁ ଭୂଷଣ ପଟ୍ଟନାୟକ ମୁଖ୍ୟ ବକ୍ତା, ସମ୍ମାନିତ ଅତିଥି ଭାବେ  ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରା, କବି ରାମଚନ୍ଦ୍ର ପଟେଲ, କବି ସନ୍ଦିପ କୁଅଁର, କଣ୍ଠଶିଳ୍ପୀ ଦେବାଶିଷ  ନାଏକ, ଚିତ୍ରଶିଳ୍ପୀ ଦିଲିପ ସିଂଦେଓ, କଳାକାର ଭକ୍ତ ନାଏକ, କବୟତ୍ରୀ ଲିଲି ପଟେଲ, ସୁସ୍ମିତା ପଟେଲ, କବି ଜଗବନ୍ଧୁଙ୍କ କାବ୍ୟକୁ ଉନ୍ମୋଚିତ କରି ଲୋକାର୍ପିତ କରିଥିଲେ । ମୁଖ୍ୟ ଅତିଥି ଶ୍ରୀ ଛୁରିଆ ରୀତି ଯୁଗର ବ୍ୟାଖା କରି କବି ଜଗବନ୍ଧୁଙ୍କ ଲେଖନୀକୁ ଭୂୟସୀ ପ୍ରଶଂସା କରିଥିଲେ ।  ମୁଖ୍ୟବକ୍ତା ଡ. ପଟ୍ଟନାୟକ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ନାଁ ନେଇ ପଶ୍ଚିମ ଓଡିଶାରେ ମଧ୍ୟ ଭଞ୍ଜ ସାହିତ୍ୟ ଆଧାରରେ ଲେଖନୀ ଚାଳନା କରି କବି ଜଗବନ୍ଧୁ ବଲାଙ୍ଗିର ଜିଲ୍ଲାକୁ ଧନ୍ୟ କରିପାରିଛନ୍ତି । ଏହି ଉତ୍ସବରେ ଅଘରିଆ ସମାଜ ସଭାପତି ହରିଶଙ୍କର ସାଏ, ମଣ୍ଡଳ ସଭାପତି ଦ୍ୱାରିକାନାଥ ପଟେଲ, ଦୁଷ୍ମନ୍ତ ପଟେଲ, ବୃନ୍ଦାବନ ନାଏକ, ପ୍ରଭୁ ନାଏକ, ଧୋବେଇ ପଟେଲ, ଯୁଗେଶ୍ୱର ନାଏକ, ପୂର୍ଣ୍ଣ ପଟେଲ, ମନୋରଂଜନ ସାଏ, ଗୋବିନ୍ଦ ନାଏକ, ସୁରଥ ନାଏକ, ମକୁନ୍ଦ ବଗର୍ତ୍ତି, ସାରଙ୍ଗ ପଟେଲ, ଶଶାଙ୍କ ପଟେଲ, ଅସ୍ମିନି ନାଏକ, ରଶ୍ମି ପଟେଲ, ଚନ୍ଦ୍ର ଶେଖର ପଟେଲ, ସୁକ ପଟେଲ, ନକୁଳ ନାଏକ, ରଘୁନାଥ ପଟେଲ, ସମିର ପଟେଲ, ସୁଜାତା ପଟେଲ, ରଶ୍ମିରେଖା ପଟେଲ, ବିଧାନ ଚନ୍ଦ୍ର ନାଏକ, କବି ଉକାଲୁ ସା, ବ୍ରହ୍ମାନନ୍ଦ ବନଛୋର, ହୃଷିକେଶ ପୁରୋହିତ, ଡ. ଭବାନୀ ଶଙ୍କର ପଟେଲ ସହଯୋଗ କରିଥିଲେ । କବି ନବ ବେହେରା, ରାଜିବ ଲୋଚନ ଆଚାର୍ଯ୍ୟ, ସବିତା ମହରାଙ୍କ ସଂଯୋଜନାରେ ଏକ କବିତା ପାଠୋତ୍ସବ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଅବସରରେ ସୁସ୍ମିତା ପ୍ରଡକ୍ସନ ବିଷ୍ଣୁମୁଣ୍ଡା ନିବେଦିତ ଜଗବନ୍ଧୁ ପଟେଲଙ୍କ ରଚିତ, ଭକ୍ତ ନାଏକଙ୍କ ନିର୍ଦ୍ଦେଶିତ ଓ ନୃତ୍ୟ କ୍ୟାସେଟ ଅତିଥିଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ଶେଷରେ ଧନ୍ୟବାଦ ଦେଇଥିଲେ କବି ଜଗବନ୍ଧୁ ପଟେଲ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like