-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ଜିଲ୍ଲା

ରିଜର୍ଭ ପୋଲିସ ପରିସରରେ ଦୁର୍ଗା ମଣ୍ଡପର ଉଦ୍‌ଘାଟନ କଲେ ନରସିଂହ, ପୋଲିସ ବ୍ୟାଡମିଣ୍ଟନ କୋର୍ଟରେ ସିନ୍ଥେଟିକ୍ ମେଟ ବିଛାଯିବ-ନରସିଂହ

18-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ମଧ୍ୟାହ୍ନ ୧୨ ଟା ସମୟରେ ମନହୋରପୁର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ନୂତନ ଭାବରେ ନିର୍ମିତ ହେଇଥିବା ଦୁର୍ଗା ମଣ୍ଡପ ଶୁଭ ଉଦ୍‌ଘାଟନ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଙ୍କ ଦ୍ୱାରା ଜିଲ୍ଲାପାଳ ଚଞ୍ଚଳ ରଣା ଓ ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକରଙ୍କ ଉପସ୍ଥିତିରେ ହୋଇଯାଇଅଛି । ନିଜ ବିଧାୟକ ପାଣ୍ଠିରୁ ୫ ଲକ୍ଷ ଟଙ୍କାର ଅନୁଦାନରେ ନିର୍ମିତ ହୋଇଥିବା ଏହି ମଣ୍ଡପ ନିର୍ମାଣ ଶୈଳି ଏବଂ ପାଣ୍ଠିର ସଠିକ୍ ବିନିଯୋଗ କୁ ନେଇ  ବିଧାୟକ ଶ୍ରୀ ମିଶ୍ର  ଭୁୟାସି ପ୍ରଶଂସା କରିଥିଲେ । ଏହି ଅବସରରେ ଦୁର୍ଗା ମଣ୍ଡପ ପରିସରରେ ତିନୋଟି ବୃକ୍ଷର ଚାରାରୋପଣ ବିଧାୟକ ଶ୍ରୀ ମିଶ୍ର ଜିଲ୍ଲାପାଳ ଚଞ୍ଚଳ ରଣା ଓ ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକରଙ୍କ ଦ୍ୱାରା  କରାଯାଇଥିଲା । ତା ପୂର୍ବରୁ ବିଧାୟକ ଶ୍ରୀ ମିଶ୍ରଙ୍କୁ ଫୁଲତୋଡା ତଥା ଉପଢୈାକନ ଦେଇ ଆରକ୍ଷୀ ଅଧିକ୍ଷକ ସମ୍ମାନିତ କରିଥିଲେ । ଉପସ୍ଥିତ ଥିବା ପୋଲିସ କର୍ମଚାରୀମାନେ ମନୋହରପୁର ରିଜର୍ଭ ପଡିଆ ପରିସରରେ ଥିବା ବିଭିନ୍ନ ସମସ୍ୟା ଯଥା ରାସ୍ତାଘାଟ, ଆଲୋକିକରଣ ଏବଂ ତାର ସମାଧାନ ପାଇଁ ବିଧାୟକଙ୍କୁ ଜଣାଇଥିଲେ  । ଜିଲ୍ଲାପାଳ ଶ୍ରୀ ରାଣା ମଧ୍ୟ ସେଠାରେ ଥିବା ଇନ୍‌ଡୋର ବ୍ୟାଡମିଣ୍ଟନ ହଲ୍ ର କାଠ ନିର୍ମିତ ଚଟାଣ ଉପରେ ଏକ ସିନ୍ଥେଟିକ ମେଟ୍ ର ଆବଶ୍ୟକତା ଉପରେ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଯାହାକି ବିଧାୟକ ଶ୍ରୀ ମିଶ୍ର ତାଙ୍କ ବିଧାୟକ ପାଣ୍ଠିରୁ ସିନ୍ଥେଟିକ୍ ବ୍ୟାଡମିଣ୍ଟ ମେଟ ପାଇଁ ୫ଲକ୍ଷ ଟଙ୍କାର ଅନୁଦାନ ରାଶି ଦିଆଯିବାର ପ୍ରତିଶୃତି ଦେଇଥିଲେ । ତା ସହ ପୋଲିସ କର୍ମଚାରୀମାନଙ୍କ ତରଫରୁ ଅନୁରୋଧ କରାଯାଇଥିବା ଆଲୋକିକରଣ ପାଇଁ ଏକ ହାଇମଷ୍ଟ ଲାଇଟ ଅତିଶିଘ୍ର ସ୍ଥାପନ କରାଯିବାର ପ୍ରତିଶୃତି ଦେଇଥିଲେ । ଆଜିର ଉଦ୍‌ଘାଟନ ଅବସରରେ ଉପସ୍ଥିତ ଥିବା ସମସ୍ତଙ୍କୁ ପ୍ରସାଦ ବଣ୍ଟନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋରଂଜନ ପ୍ରଧାନ, କମାଣ୍ଡେଣ୍ଟ କୁମୁଦ ସେଠ, ସଦର ଏସ୍‌ଡିପିଓ ତୁଫାନ ବାଗ, ସଦର ଥାନାଧିକାରୀ ଶ୍ରୀକାନ୍ତ ସାହୁ, ରିଜର୍ଭ ସରଜେଣ୍ଟ ଅମିତ କିର୍ତ୍ତନିଆ  ସମେତ ଅନେକ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like