-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||     

HOME   ଜିଲ୍ଲା

ବିଜୁ ଯୁବ,ଛାତ୍ର ଜନତା ଦଳ ତରଫରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

19-Jul-2021




ବରଗଡ଼ (ମୁକୁନ୍ଦ ଦାସ) :କରୋନା ସମୟରେ ରକ୍ତାଭାବ କୁ ଦୁର କରିବା ପାଇଁ  ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଦେବେଶ ଆଚାର୍ଯ୍ଯ ଙ୍କ ତତ୍ବାବଧାନରେ ଗତକାଲି ସରସରା ଗାଁ ର ଉଚ୍ଚ ବିଦ୍ୟାଳୟ ଠାରେ ବିଜୁ ଯୁବ,ଛାତ୍ର ଜନତା ଦଳ ତରଫରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର ରେ ବୁର୍ଲା ରକ୍ତ ଭଣ୍ଡାର ଦ୍ବାରା 

ସର୍ବମୋଟ ୩୪ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଏହି ଶିବିର କୁ ମୁଖ୍ଯ ଅତିଥି ବିଧାୟକ ଶ୍ରୀଯୁକ୍ତ ଦେବେଶ ଆଚାର୍ଯ୍ଯ ଫିତା କାଟି 

ଉଦ୍ଘାଟନ କରିଥିଲେ ।ଏଥିରେ ଓଡିଶା ମୋପରିବାର ର ଜିଲ୍ଳାସଂଯୋଜକ ଗୌରହରୀ ମିଶ୍ର, ବିଜୁ ଯୁବ ଜନତାଦଳ ର ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ,ଜୀବନ ବିନ୍ଦୁର ଜିଳ୍ଲାସହ ସଂଯୋଜକ ଅଶ୍ବିନୀ ତ୍ରିପାଠୀ,ସରସରା ଗ୍ରାପ ର ସରପଞ୍ଚ ମିଳନ ନାଗ,ପୁର୍ବତନ ସରପଞ୍ଚ ସମିର ପଣ୍ଡା, ଶିକ୍ଷାବିତ ଗୋପାଲ କୃଷ୍ଣ ମିଶ୍ର, ରାଜେଶ ପ୍ରଧାନ ଓ ସୁବାଷ ନାୟକ, କ୍ଷିରେଶ୍ବର ଭୋଇ ପ୍ରମୁଖ ଶିବିର ପରିଚାଳନା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026

You Might Also Like