-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME    ଅନ୍ୟାନ୍ୟ

ଆଜି ଦିନସାରାର ଖବର ସଂକ୍ଷେପରେ

28-Oct-2020



୧.ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ । ୧୬ ଟି ଜିଲ୍ଲାର ୭୧ ଟି ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । 

 

 ୨.ଦେଶବ୍ୟାପି ପିଆଜ ଦରକୁ ନେଇ ବଡ଼ ଚର୍ଚା ଚାଲିଛି। ଦେଶର ଭିନ୍ନ ଭିନ୍ନ ଇଲାକାରେ ପିଆଜ ୭୦ରୁ ୧୧ ଟଙ୍କାରେ ବିକ୍ରି ହେଉଛି। 

 

 ୩.ରାଜ୍ୟରୁ  ଫେରୁଛି ମୌସୁମୀ । ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ୨ ତାରିଖରୁ ତିନି ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

 

୪.CBSE ଦଶମ ଓ ଦ୍ବାଦଶ ପରୀକ୍ଷା ୨୦୨୧ ରେ ଫେଲ୍‌ ହୋଇଥିବା ଏହି ପରୀକ୍ଷାର୍ଥୀଙ୍କୁ ପାସ୍ ହେବାର ଆଉ ଏକ ସୁଯୋଗ ମିଳିବ।

 

୫.ଦେଶରେ କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି,କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୭୨ଲକ୍ଷରେ ପହଞ୍ଚିସାରିଛି ।

 

୬.ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୪୮୨ରେ ପହଞ୍ଚିଛି । 

 

୭.ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି । 

 

 ୮.ହିମାଚଳ ପ୍ରଦେଶରେ ସିନେମାଘର୍, ଥିଏଟର୍, ମଲ୍ଟିପ୍ଲେକ୍ସ ଆଦି ଖୋଲିବାକୁ ମଞ୍ଜୁରୀ ମିଳିଛି। ଏ ସମ୍ବନ୍ଧରେ ଏସଓପି ମଧ୍ୟ ଜାରି କରାଯାଇଛି। 

 

 ୯.ଖୁବଶୀଘ୍ର ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୩୧ପୂର୍ବରୁ ବିଧାନସଭାର ଶୀତକାଳୀନ ଅଧିବେଶନ ବସିବ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି ।

 

୧୦.ସୀମା ବିବାଦକୁ ନେଇ ଆମେରିକା ଭାରତ ସହ ଠିଆ ହେବା ଦ୍ୱାରା ଚାଇନା ବ୍ୟଥିତ ହୋଇଛି।

 

 ୧୧.ଭାରତୀୟ ବାୟୁସେନା ଶକ୍ତି ବୃଦ୍ଧି ପାଇବ, ଏପ୍ରିଲ୍ ୨୦୨୧ ସୁଦ୍ଧା ୧୬ ଟି ରାଫାଲ୍ ଯୁଦ୍ଧ ବିମାନ ଅନ୍ତର୍ଭୁକ୍ତ କରାଯିବ।

 

 ୧୨.ଦେଶରେ ୧୨୮୦ନିୟୁତ କରୋନା, ୪୩୮୯୩ ଟି ନୂଆ କରୋନା ଏବଂ ଗତ ୨୪ ଘଣ୍ଟା ମଧ୍ୟରେ ୫୦୮ ମୃତ୍ୟୁ ଘଟିଛି।

 

 ୧୩.ଆଜିଠାରୁ ଚାଲୁଥିବା ଶତାବାଡି ଏକ୍ସପ୍ରେସ, ରେଳବାଇ ଉତ୍ସବର ସ୍ୱତନ୍ତ୍ର ଟ୍ରେନ୍ ଚଲାଇବାକୁ ନିଷ୍ପତ୍ତି ନେଇଛି।

 

 ୧୪.ରାଜ୍ୟସଭା ନିର୍ବାଚନ ପୂର୍ବରୁ ମାୟାବତୀ ଚକିତ ହୋଇଥିଲେ, ବିଏସପିର ପାଞ୍ଚ ବିଦ୍ରୋହୀ ବିଧାୟକ ଅଖିଳେଶଙ୍କୁ ଭେଟିଥିଲେ ।

 

୧୫.ୟେମେନର କିଛି ଇଲାକାରେ କୁପୋଷଣ ସଂଖ୍ୟା ତୀବ୍ର ଭାବେ ବଢ଼ୁଛି। ଦେଶ ଏକ ଗମ୍ଭୀର ଖାଦ୍ୟ ସୁରକ୍ଷା ସଙ୍କଟ ଦେଇ ଗତି କରୁଥିବା ଦେଖାଯାଇଛି। 

 

 ୧୬.ହାର୍ଲେ ଡେଭିଡସନ୍ ବଜାରରେ ଇଲେକ୍ଟ୍ରିକ୍ ସାଇକେଲ୍ ଭଳି ବାଇକ୍ ପେଶ୍ କରିଛି। ଏହାର ଡିଜାଇନ୍ ସାଇକେଲ୍ ଭଳି। 

 

 ୧୭.ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କ୍ୟାମ୍ପେନ ଓ୍ବେବସାଇଟ୍ ହୋଇଛି ହ୍ୟାକ୍। ମଙ୍ଗଳବାର କ୍ରିପଟୋକରେନ୍ସି ସ୍କାମର୍ସ ଏହାକୁ ହ୍ୟାକ୍ କରିଛି। 

 

 ୧୮.ଚୀନ୍ ସହ ବିବାଦ ମଧ୍ୟରେ ଭାରତ ଅଧିକ ଶକ୍ତିଶାଳୀ ହୋବାକୁ ଯାଉଛି । ୫ ରାଫେଲ ବିମାନ ଭାରତକୁ ଆସିବା ପରେ ଭାରତୀୟ ବାୟୁସେନା ପୂର୍ବାପେକ୍ଷା ଅଧିକ ଶକ୍ତିଶାଳୀ ହୋଇଛନ୍ତି । 

 

୧୯.ଦିଲ୍ଲୀ ସରକାରଙ୍କ ନିଷ୍ପତ୍ତି: ଆଗାମୀ ଆଦେଶ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ ।ଆଜି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ କହିଛନ୍ତି।

 

୨୦.୬ ମାସିଆ ଋଣ ସ୍ଥଗିତାଦେଶ ଅବଧି ପାଇଁ ସୁଧ ଉପରେ ସୁଧ (ଚକ୍ରବୃଦ୍ଧି ସୁଧ) ଛାଡ଼ ସ୍କିମ୍‌କୁ ଲାଗୁ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସମସ୍ତ ଋଣ ପ୍ରଦାନକାରୀଙ୍କୁ ନିର୍ଦ୍ଦେଶ ଦେଇଛି । 

 

୨୧.ଆଜି ଆଇପିଏଲର ୪୮ତମ ମ୍ୟାଚ୍‌ରେ ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ ରୟାଲ ଚ୍ୟାଲେଞର୍ସ ବେଙ୍ଗାଲୁରୁ ଅନୁଷ୍ଠିତ ହେବ। 

 

 ୨୨.ଗଣମାଧ୍ୟମ ଅନୁଷ୍ଠାନ ‘ବିଜ୍ଞାପନ’ ଦ୍ୱାରା ପ୍ରକାଶିତ ‘ବିଜ୍ଞାପନ କ୍ୟାରିୟର ଗାଇଡ଼-୨୦୨୦’ ଆଜି ଉନ୍ମୋଚିତ ହୋଇଯାଇଛି । 

 

୨୩. ନଭେମ୍ବର ୧ରୁ ଆରମ୍ଭ ହେବ ଖରିଫ ଧାନ ସଂଗ୍ରହ । ନଭେମ୍ବର ୧ରୁ ମାର୍ଚ୍ଚ ୩୧ ତାରିଖ ମଧ୍ୟରେ ଖରିଫ ଧାନ ସଂଗ୍ରହ ହେବ । ଚଳିତବର୍ଷ ୧୪.୯୭ ଲକ୍ଷ ଚାଷୀ ପଞ୍ଜିକରଣ କରିଛନ୍ତି । 

 

 ୨୪.ଆମେରିକୀୟ. ଅନ୍ତରୀକ୍ଷ ଏଜେନ୍ସି  ନାସାର ବୈଜ୍ଞାନିକମାନେ ଏକ ବିଶାଳକାୟ ଏଷ୍ଟ୍ରଏଡ ‘ଅପୋଫିସ୍’ ପୃଥିବୀ ଆଡକୁ ମୁହାଁଇଥିବାର ସୂଚନା ଦେଇଛନ୍ତି। 

 

୨୫.ଗୋଟିଏ ପଟେ ବ୍ରିଟେନ୍‌ ଓ ଆମେରିକାରେ ଆସନ୍ତା ଗୋଟିଏ କିମ୍ବା ଦୁଇ ମାସରେ କୋରନା ଭ୍ୟାକସିନ ପ୍ରସ୍ତୁତ ହେବାର ସଙ୍କେତ ଦେଇଛନ୍ତି। 

 

 ୨୬.ଫ୍ରାନ୍ସ ଦେଶରେ ଗତ ୨୪ ଘଣ୍ଟାରେ କୋଭିଡ ଆକ୍ରାନ୍ତ ୫୨୩ଜଣଙ୍କ ମୃତ୍ୟୁ ହୋଇଛି।

 

 ୨୭.୨୪ ଘଣ୍ଟାରେ ଭୁବନେଶ୍ଵରରୁ ୧୧୦ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୯ କୋଭିଡ୍-୧୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। 

 

 ୨୮.ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟକାରୀଙ୍କ ସଂଖ୍ୟା ୨, ୭୦, ୧୩୦କୁ ବୃଦ୍ଧି ଘଟିଛି। 

 

 ୨୯.କରୋନା କବଳରେ ଦୁନିଆ। ଛୋଟ ବଡ଼, ଧନୀ ଗରିବ ସମସ୍ତେ କରୋନା ସଂକ୍ରମିତ ହେଉଥିବା ଦେଖିବାକୁ ମିଳୁଛି।  କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like