-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||     

HOME   ଜିଲ୍ଲା

ଜୁଲାଇ ୨୧ ରୁ ରାଜଧାନୀ ଗର୍ଭବତୀଙ୍କୁ ଦିଆଯିବ ଟିକା

19-Jul-2021



ଭୁବନେଶ୍ୱର(ସୁଭାସିସ ନାୟକ): କରୋନା ସଂକ୍ରମଣ ରୋକିବାକୁ ଟିକାକରଣ ଉପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତିି । ପ୍ରାଥମିତକା ଭିତ୍ତିରେ ଟିକାକରଣ କରାଯାଉଥିବା ବେଳେ ଗର୍ଭବତୀ ମହିଳାଙ୍କୁ ଟିକା ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି କ୍ରମରେ ରାଜଧାନୀରେ ଜୁଲାଇ ୨୧ ତାରିଖରୁ ଗର୍ଭବତୀ ମହିଳାଙ୍କ ପାଇଁ ଟିକାକରଣ ଆରମ୍ଭ କରାଯିବ । ସପ୍ତାହକୁ ଦୁଇ ଦିନ ଟକା ଦେବାକୁ ଧାର୍ଯ୍ୟ ହୋଇଥିବା ବେଳେ ସେମାନଙ୍କୁ କୋଭାକ୍ସିନ୍ ଟିକା ଦିଆଯିବ ବୋଲି ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି ।

କ୍ୟାପିଟାଲ୍ ହସ୍ପିଟାଲ୍ ସମେତ ଭୁବନେଶ୍ୱରରେ ଥିବା ସମସ୍ତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର(ୟୁପିଏଚସି) ଏବଂ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର(ୟୁସିଏଚସି)ରେ ଗର୍ଭବତୀମାନଙ୍କୁ ଟିକା ଦିଆଯିବ । ପ୍ରତି ବୁଧବାର ଓ ଶନିବାର ଦିନ ୧୧ଟାରୁ ୧ଟା ମଧ୍ୟରେ ସେମାନଙ୍କୁ ଟିକା ଦିଆଯିବ । ସେଠାରେ ଗର୍ଭବତୀମାନେ ଆବଶ୍ୟକ ପ୍ରମାଣପତ୍ର ଦେଖାଇ ଟିକା ନେଇ ପାରିବେ ବୋଲି ବିଏମସି ପକ୍ଷରୁ କୁହାଯାଇଛି । 

 

 ରାଜ୍ୟରେ ଏବେ ଦୈନିକ କରୋନା ସଂକ୍ରମଣ ୨ ହଜାର ଉପରେ ରହିଛି । ଲଗାତାର ୫ ଦିନ ହେଲେ ସଂକ୍ରମଣ ସଂଖ୍ୟା ୨ ହଜାର ଉପରେ ରହୁଥିବା ବେଳେ ସେଥି ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାର ସଂଖ୍ୟା ସର୍ବାଧିକ ରହୁଛି । ଖୋର୍ଦ୍ଧା ଜିଲ୍ଲାରୁ ପ୍ରତିଦିନ ୫୦୦ ପାଖାପାଖି ସଂକ୍ରମିତ ବାହାରୁଛନ୍ତି । ଏହାକୁ ଦୃଷ୍ଟିରେ ସରକାର ରାଜଧାନୀରେ ଟିକାରକରଣ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି । ଗର୍ଭବତୀଙ୍କୁ ଟିକାକରଣ ଆବଶ୍ୟକ ଥିବାରୁୁ ପ୍ରାଥମିକତା ଦୃଷ୍ଟିରେ ସେମାନଙ୍କୁ ଟିକା ଦେବାକୁୂ ନିଷ୍ପତ୍ତି ନିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026

You Might Also Like