-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ନିର୍ମାଣଧିନ ସିଏନଆଇ ଚର୍ଚ୍ଚ ପରିଦର୍ଶନ କଲେ ଯୁବନେତା ଅର୍କେଶ

19-Jul-2021



ବଲାଙ୍ଗିର (ପ୍ରେରଣା ଖବର) : ବଲାଙ୍ଗିର ରେ ମାନ୍ଯବର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅବଦାନରେ ନିର୍ମାଣଧିନ ଥିବା ସିଏନଆଇ ଚର୍ଚ୍ଚ କୁ ପରିଦର୍ଶନ କଲେ ବଲାଙ୍ଗିର ଯୁବନେତା ଅର୍କେଶ ନାରାୟଣ ସିଂହଦେଓ । ସୂଚନାଯୋଗ୍ଯ ଯେ ଗତ ଫେବୃୟାରୀ ମାସ ୨୮ ତାରିଖରେ ମାନ୍ଯବର ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଧର୍ମାନୁଷ୍ଠାନ ମାନଙ୍କର ନିର୍ମାଣ ବିକାଶ ତଥା ସୈନ୍ଦର୍ଯ୍ଯକରଣ ପାଇଁ ୨୩ କୋଟି ଟଙ୍କାର ଅନୁଦାନ ଘୋଷଣା କରିଥିଲେ । ତନ୍ମଧ୍ଯରୁ ବଲାଙ୍ଗିର ମିଶନ ପଡିଆ ପାର୍ଶ୍ବର୍ଥ ସିଏନଆଇ ଚର୍ଚ୍ଚ ଏ ଅଞ୍ଚଳର ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଏକ ଐତିହସମ୍ପନ ପରିଚୟ ଥିବାବେଳେ ଏହି ଚର୍ଚ୍ଚର ବିକାଶ ଓ ସୌନ୍ଦର୍ଯ୍ଯକରଣ ପାଇଁ ଏହି ଚର୍ଚ୍ଚକୁ ସାମିଲ କରିଥିଲେ । ଏଣୁ ଏହି ଚର୍ଚ୍ଚର ଉନ୍ନତି ପଇଁ ୧ କୋଟି ର ବ୍ଯୟଅଟକଳ କରାଯାଇ ଏକ ନୂତନ ଚର୍ଚ୍ଚ ନିର୍ମାଣ ପାଇଁ ପୁର୍ତ୍ତ ବିଭାଗ ତରଫରୁ ଟେଣ୍ଡର ଡକାଯାଇ କାର୍ଯ୍ଯ ଆରମ୍ଭ ହୋଇଅଛି । ଆଜି ବଲାଙ୍ଗିର ର ଖ୍ରୀଷ୍ଟିଆନ ସମ୍ପ୍ରଦାୟର ବରିଷ୍ଠ ବ୍ଯକ୍ତିବିଶେଷ ମାନଙ୍କ ଅନୁରୋଧ ରକ୍ଷାକରି ଯୁବନେତା ଅର୍କେଶ ନାରାୟଣ ସିଂହଦେଓ ସିଏନଆଇ ଚର୍ଚ୍ଚ କୁ ପରିଦର୍ଶନ କରିଥିଲେ । ଏହି ସମୟରେ ସିଏନଆଇ ଚର୍ଚ୍ଚର ନିର୍ମାଣ କମିଟି ର ସଦସ୍ଯ ଙ୍କ ସହିତ ଆଲୋଚନା କରିଥିଲେ । କମିଟିର

ସଦସ୍ଯ ପ୍ରମୋଦ ବାରିକ , ନରେଶ ମେଥ୍ୟୁସ , ଆଦାମ ଇସମାଇଲ , ଅନୂ ଛତ୍ରୀଆ , ଜ୍ଯୋତିରାଜ ନାଗ , ସରୋଜ ଛତ୍ରିଆ , ଏନ ଗେବିରିଆଲ ଜେମ୍ସ ,ଗାମାଲିୟାଲ ନାଗ , ରାଜୁ ବାଗ , ସାରଦା ନାଗ , ଭଞ୍ଜ କିଶୋର ନାଗ , ପ୍ରମୋଦ ବାଗ ଉପସ୍ଥିତ ଥିବାବେଳେ ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ କୈଳାଶ ଚନ୍ଦ୍ର ମହାନ୍ତି , ଜିଲ୍ଲା ଯୁବ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା , ଜିଲ୍ଲା ଆଇଟି ସଂଯୋଜକ ବିଭୂତି ଭୂଷଣ ମିଶ୍ର ଏବଂ ଉମେଶ ପଣ୍ଡା ସାଥିରେ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026

You Might Also Like