-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା : ଅଘୋଷିତ ବିଦୁତ କାଟ ଓ ଦରବୃଦ୍ଧି କୁ ବିରୋଧ କରି ବିଜେପି ମୋର୍ଚ୍ଚା ପକ୍ଷରୁ ବିଦ୍ୟୁତ କାର୍ଯ୍ୟାଳୟରେ ଦାବୀପତ୍ର ପ୍ରଦାନ

19-Jul-2021



ଲୋଇସିଂହା, (ବିନୋଦ କୁମାର ଦୀପ ): ଅଘୋଷିତ ବିଦୁତ କାଟ ଓ ଦରବୃଦ୍ଧି ଯୋଗୁଁ ବିଜେପି ମୋର୍ଚ୍ଚା ପକ୍ଷରୁ ଲୋଇସିଂହା ବିଦୁତ କାର୍ଯ୍ୟାଳୟରେ ଏକ ସ୍ମାରକ ଦାବୀପତ୍ର ପ୍ରଦାନ କରାଯାଇଛି l ଦାବିରେ ମୁଖ୍ୟ ଉଦେଶ୍ୟ ହେଲା ବର୍ଦ୍ଧିତ ବିଦୁତ  ଶୁଳ୍କ ପ୍ରତ୍ୟହାର କରାଯାଉ l ବେଆଇନ ଭାବେ ୧୦୦ ୟୁନିଟ (୫୦+୫୦) ଦୁଇଟି ସଲାଵ କରି ଗରିବ ଲୋକ ମାନଙ୍କୁ ଆଶାତୀତ ଶୁଳ୍କ ଦେବାକୁ ବାଧ୍ୟ କରାଯାଇଛି l ପରିବର୍ତନ କରି ୧୦୦  ୟୁନିଟ ଲାଗୁ କରାଯାଉ l ବିଦୁତ ବଣ୍ଟନରେ ଗ୍ରାମାଞ୍ଚଳ ପ୍ରତି ସମ୍ପୂର୍ଣ ଅବିଚାର କରାଯାଉଛି l ରାଜ୍ୟର ଅଧିକାଂଶ ଅଂଚଳରେ ଲୋକ ଭୋଲ୍ଟେଜ ଆସୁଥିବାରୁ ପିଲାମାନେ ପାଠ ପଢି ପାରୁନାହାନ୍ତି l ଏଣୁ ବିଦୁତ ସରବରାହରେ ସଠିକ ଭୋଲ୍ଟେଜ ଯୋଗାଇବାର ବ୍ୟବସ୍ଥା କରାଯାଉ l ଅଘୋଷିତ ବିଜୁଳି କାଟକୁ ବନ୍ଦକରି ସମ୍ପୂର୍ଣ୍ଣ ରାଜ୍ୟକୁ 24 ଘଣ୍ଟିଆ ବିଜୁଳି ଯୋଗାଇ ଦିଆଯାଉ l କୃଷିକ୍ଷେତ୍ର ଓ ଶୀତଳ ଭଣ୍ଡାର ପାଇଁ ବିଦୁତ ଦେୟରେ ସବସିଡି ଦିଆଯାଉ l ପୁରୁଣା ବକେୟା ଦେୟ ଓ ବିଦୁତ ଉପଭୋକ୍ତା ମାନେ ଠିକ ସମୟରେ ଶୁଳ୍କ ପୈଠ କରି ନପାରିଲେ ତାଙ୍କ ଉପରେ ଯେପରି ଜୋର ଜୁଲମ କରାଯାଉଛି ଏବଂ ସମୟ ନ ଦେଇ ଅବିଳମ୍ବେ ବିଦୁତ ସଂଯୋଗ କାଟି ଦିଆଯାଉଛି ସେଥିରେ କୋହଳ କରାଯାଉ l ଏହି ଦାବୀପତ୍ରରେ ସରୋଜ ସାହୁ, ସୁନିଲ ଦାଶ, ଗୌରାଙ୍ଗ ନାଏକ, 

ଉତ୍ତମ କବାଟ, ସୁଦାମ ଚରଣ ମେର୍ଲି, ବିରଞ୍ଚି ସାହୁ, ବୁଲୁ ବାଦୀ, ସୁଦିପ ସା, ଗୌତମ କୁଅଁର, ଆନନ୍ଦ ହୋତା, ଶଙ୍କର ସାହୁ,  ପବିତ୍ର ସଳତର, ପ୍ରଶାନ୍ତ ପୁଟେଲ, ଲଳିତ ପଧାନ, ସରୋଜ ଦାଶ ମହିଳା ସଭାନେତ୍ରୀ ଭାରତୀ ବେହେରା, ସମ୍ପାଦକ କୁନି ମହଣl ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026

You Might Also Like