-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକରେ ସରକାରୀ ଯୋଜନା ଚାଲିଛି ଏମିତି : ଲାଞ୍ଚ ନାହିଁ ତ ମନରେଗା ପ୍ରାପ୍ୟ ନାହିଁ

19-Jul-2021



ଲୋଇସିଂହା/ଆଗଲପୁର(ବିନୋଦ କୁମାର ଦୀପ): କଥାରେ ଅଛି ଗରିବ ଖଟି ଖଟି ମରିବ l ଦୀର୍ଘ ଦୁଇ ବର୍ଷ ହେଲା କରୋନାରେ ହନ୍ତସନ୍ତ ଦେଶବାସୀ ଖଟି ଖାଉଥିବା ଗରିବ ପାଇଁ ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି l ରାଜ୍ୟ ଓ କେନ୍ଦ୍ର ସରକାର ଶ୍ରମିକଙ୍କ ପାଇଁ ମନରେଗା ଯୋଜନା କରିଛନ୍ତି, କିନ୍ତୁ  ପ୍ରଶାସନିକ ଅବହେଳା ଯୋଗୁଁ ଏମାନେ ପ୍ରାପ୍ୟ ପାଇବାରୁ ବଞ୍ଚିତ ରହୁଛନ୍ତି l  ଏମିତି ଏକ ଚାଞ୍ଚଲ୍ୟକର ଖବର ଆସିଛି ଦାଦନ ପ୍ରବଣ ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଳକ ଭରସୁଜା ପଂଚାୟତରୁ l ଏଠାରେ ମଣିଷ ବଦଳରେ ମେସିନ କାମ କରୁଥିବାର ଅଭିଯୋଗ କରୁଛନ୍ତି ଶ୍ରମିକ l ଶ୍ରମିକ ମାନେ ବିଭାଗକୁ ଅଭିଯୋଗ ଗଲେ ମଧ୍ୟ ନିଜ ସ୍ୱାର୍ଥ ରେ ବ୍ୟସ୍ତ ରହୁ ଥିବା ଅଭିଯୋଗ ହୋଇଛି l   ଅଞ୍ଚଳରେ ମନରେଗା ଦୁର୍ନୀତିର ଗନ୍ତାଘର ପାଲଟି ଥିବା  ଅଭିଯୋଗ ହୋଇଛି l ପୂର୍ବରୁ ଏହି ବ୍ଳକ ର ବିଭିନ୍ନ ପଞ୍ଚାୟତରେ ମନରେଗା ଦୁର୍ନୀତି ହୋଇସାରିଛି, କିନ୍ତୁ ବର୍ତମାନ ଭରସୁଜା ପଞ୍ଚାୟତ ରେ ମନରେଗା ଯୋଜନା କୃଷି ପୋଖରୀ ଖନନ କାମର ଦୁର୍ନୀତିର ବାସ୍ନା ଚହଟି ବାରେ ଲାଗିଛି l ଜେମାପାଲି ଗାଁ ର ଚାଷୀ ଯୁଧିଷ୍ଠିର ସାହୁ ଏକ ଲକ୍ଷ୍ୟ କୋଡିଏ ହଜାର ଟଙ୍କା ର ପୋଖରୀ ଖନନ କରି ପ୍ରାପ୍ୟ ରୁ ବଂଚିତ ରହିଛନ୍ତି, ଏହି ବୃଦ୍ଧ ଚାଷୀ

ଅଭିଯୋଗ କରିଛନ୍ତି ଏଠାରେ ଯିଏ ଲାଞ୍ଚ ଦେଉଛି ତାଙ୍କୁ ଟଙ୍କା ମିଳୁଛି ନ ହେଲେ ନାହିଁ, ଏହି ଅଭିଯୋଗ ସମ୍ପର୍କ ରେ ଆମେ ବିଭାଗୀୟ ଅଧିକାରୀ ସ୍ୱୟଂପ୍ରଭା ସିଂ କୁ ଫୋନ ଯୋଗେ ଯୋଗାଯୋଗ କରିବାରୁ ସେ ନିମ୍ନ ମାନର କାମ ହୋଈଥିବାର କହିଛନ୍ତି, ଉପରିସ୍ଥ ଆଧିକାରୀ ଏହାର ତଦନ୍ତ କରିବା ପାଇଁ ଲୋକମହଲରେ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026

You Might Also Like