-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||     

HOME   ଜିଲ୍ଲା

୩୦୦ଦିନର ଏମଡିଏମ ଚାଉଳ,ରାସନ ଖର୍ଚ୍ଚ,ପୋଷାକ ନ ମିଳିବା ଏବଂ ପ୍ରଧାନ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ଦାବିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଡିଇଓ ଙ୍କ ଠାରେ ଫେରାଦ

19-Jul-2021



 ବିନିକା (ହିମାଂଶୁ ଶେଖର ପୁଟେଲ) ୩୦୦ଦିନର ଏମଡିଏମ ଚାଉଳ,ରାସନ ଖର୍ଚ୍ଚ,ପୋଷାକ ନ ମିଳିବା  ଏବଂ ପ୍ରଧାନ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ଦାବିରେ ଆଜି ସ୍କୁଲର ଛାତ୍ରଛାତ୍ରୀ ଓ ତାଙ୍କ ଅଭିଭାବକ ମାନେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଅନୁପସ୍ଥିତରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ ପୂର୍ବକ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଛନ୍ତି l ସୂଚନା ଯୋଗ୍ୟ ଯେ ବିନିକା ବ୍ଲକ ଅନ୍ତର୍ଗତ ମହଦା ପଞ୍ଚାୟତ ମନୋରଂଜନପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପାଠ ପଡୁଥିବା ଛାତ୍ରଛାତ୍ରୀ ମାନଙ୍କୁ ସରକାର ଯୋଗାଇ ଦେଉଥିବା ମଧ୍ୟାହ୍ନ ଭୋଜନ ଚାଉଳ,ରାସନ ଖର୍ଚ୍ଚ ଗତ ୩୦୦ଦିନର ମିଳି ନ ଥିବାବେଳେ ପୋଷାକ(ୟୁନିଫର୍ମ) ମଧ୍ୟ ପାଇବାରୁ ବଞ୍ଚିତ

ହୋଇଛନ୍ତି l ଏହି ବାବଦ ନେଇ ଗତ ଜୁନମାସ ୨୯ତାରିଖରେ ଛାତ୍ରଛାତ୍ରୀ ଙ୍କ ଅଭିଭାବକ ମାନେ ସ୍କୁଲ କୁ ଆସି ଦାୟିତ୍ୱରେ ଥିବା ପ୍ରଧାନ ଶିକ୍ଷକ ଚତରୁ ଭୁଏଙ୍କୁ ପଚାରିବା ଓ ସମସ୍ତ ଦ୍ରବ୍ୟ ଦେବା ପାଇଁ କହିବାରୁ  ସେ କୌଣସି ଉତ୍ତର ଦେଇ ପାରି ନ ଥିଲେ l ଫଳରେ ସମସ୍ତ ଅଭିଭାବକ ମାନେ ଶିକ୍ଷକଙ୍କୁ ଅଟକ ରଖି ଛାତ୍ରଛାତ୍ରୀଙ୍କ ହକ ଦାବି ପୂରଣ ନେଇ ସ୍କୁଲ ପରିସରରେ ଧାରଣା ଦେଇଥିଲେ l ଧାରଣା ୮ଘଣ୍ଟା ବିତିଗଲାପରେ ବିନିକା ବିଇଓ ଘଟଣାସ୍ଥଳକୁ ନ ଯାଇ ତାଙ୍କ ପ୍ରତିନିଧି ଭାବେ ସିଆରସିସି ଭରତ ଝାଙ୍କର ପହଞ୍ଚି ଅଭିଭାବକଙ୍କ ସହିତ ଦୀର୍ଘ ସମୟଧରି ଆଲୋଚନା କରି ବିଇଓଙ୍କୁ ଫୋନ କରି ଅଭିଭାବକଙ୍କ ସମସ୍ତ ଦାବି ସିଆରସିସି ଜଣାଇବା ପରେ ୧୦ଦିନ ମଧ୍ୟରେ ସମସ୍ତ ଦାବି ଗୁଡ଼ିକ ପୂରଣ ହେବ ବୋଲି ଦୃଢ ପ୍ରତିଶ୍ରୁତି ଦେବାପରେ ଧାରଣା ହଟିଥିଲା। ହେଲେ ୧୦ଦିନ ଯାଇ ୨୦ଦିନ ବିତିଗଲା ପରେ ବି ଛାତ୍ରଛାତ୍ରୀଙ୍କ ଚାଉଳ,ଟଙ୍କା ଓ ପୋଷାକ ଆତ୍ମସାତ କରିଥିବା ସଂପୃକ୍ତ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ତ ଦୂରର କଥା ବର୍ତ୍ତମାନ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମିଳିନାହିଁ ତାଙ୍କର ହକ ଦାବି l ଏହି ସମସ୍ୟା ନେଇ ଅଭିଭାବକ ମାନେ ଅନେକଥର ଶିକ୍ଷା ବିଭାଗ ନିକଟରେ ଅଭିଯୋଗ କରି ଆସୁଥିଲେ ମଧ୍ୟ ସେମାନଙ୍କ ଦାବି ସମାଧାନ ପ୍ରତି ବିନିକା ଗୋଷ୍ଟି ଶିକ୍ଷା ଅଧିକାରୀ ଓ ସିଆରସିସି କୁମ୍ଭକର୍ଣ୍ଣ ପରି ଶୋଇ ରହିଥିବାରୁ ଶେଷରେ ବାଧ୍ୟ ହୋଇ ଆଜି ସ୍କୁଲର ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ  ସୁବର୍ଣ୍ଣପୁର ଜିଲ୍ଲାପାଲ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦ୍ୱାରସ୍ଥ ହୋଇ ଏକ ଦାବିପତ୍ର ପ୍ରଦାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଗୁହାରି କରିଛନ୍ତି l
 


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026

You Might Also Like