-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||     

HOME   ଜିଲ୍ଲା

ବିଜୁଳି କାଟ ଓ଼ ଦର ବୃଦ୍ଧି ପ୍ରତିବାଦ ରେ ବିଜେପି ଯୁବ ମୋର୍ଚ୍ଚା ର କ୍ୟାଣ୍ଡେଲ ରାଲି ଓ଼ ବିକ୍ଷୋପ ପ୍ରଦର୍ଶନ

19-Jul-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ଅଘୋଷିତ ବିଜୁଳି କାଟ, ଲୋ ଭୋଲ୍ଟଟେଜ  ଓ଼ ବିଜୁଳି ଦର ବୃଦ୍ଧି  ର ପ୍ରତିବାଦ ରେ ଆଜି ସନ୍ଧ୍ୟା ରେ ସୁବର୍ଣ୍ଣପୁର ଜ଼ିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ରୁ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ବାହାରି ସହର ସହର ପରିକ୍ରମା କରାଯାଇଥିଲା l ଏବଂ ଏହି ରାଲି  ବିଦ୍ୟୁତ ବିଭାଗ ରାସ୍ତା ଦେଇ  ଜ଼ିଲ୍ଲା  ୱେସ୍କୋ  ଅଫିସ କୁ ପହଞ୍ଚି  ଉଭୟ ଅଫିସ ଠାରେ ନେତା ଓ଼  କର୍ମୀ ମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ l ଏବଂ  ୱେସ୍କୋ ମୁଖ୍ୟ  କାର୍ଯ୍ୟ  ନିର୍ବାହୀ ଯନ୍ତ୍ରୀ ଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଥିଲେ l ଏହି ଶୋଭାଯାତ୍ରା ରେ ଜ଼ିଲ୍ଲା ବିଜେପି ସଭାପତି ପ୍ରମୋଦ ମହାପାତ୍ର ନେତୃତ୍ୱ ନେଇଥିବା ବେଳେ ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷl  ଶ୍ରୀମତୀ ଉଷା କୁମାରୀ, ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି

ସନ୍ତୋଷ ଭୋଇ, ନାରୀ ନେତ୍ରୀ ଗାୟତ୍ରୀ ପାଣିଗ୍ରାହୀ, ରୋହିଣୀ ଡାଙ୍ଗ, ସଂଯୁକ୍ତା ମିଶ୍ର, ବରିଷ୍ଠ ନେତା ସୁମନ୍ତ ଜଗଦଲା, ରଘୁବୀର ପାଣିଗ୍ରାହୀ,ସୁରେଶ ବିଶ୍ୱାଳ, ରାଜେନ୍ଦ୍ର ବିଶି,  ଯୁବନେତା ଜଗତ ଜ୍ୟୋତି ତ୍ରିପାଠୀ, ଯୁବ ନେତା ତଥା   ମିଡ଼ିଆ ପ୍ରଭାରୀ ରବି ନାରାୟଣ ପାଢୀ, ସଂଗ୍ରାମ କୁମାର,   ପ୍ରମୁଖ ଏହି ରାଲି ରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026

You Might Also Like