-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||     

HOME   ଜିଲ୍ଲା

ଶିବତଲା ପଂଚାୟତ ହାଇସ୍କୁଲ ପରିଦର୍ଶନ କଲେ ନରସିଂହ, ଛାତ୍ରୀଙ୍କ ୬ଗୋଟି ଟୟଲେଟ୍ ପାଇଁ ନିଜ ପାଣ୍ଠିରୁ ଦେଲେ ଅନୁଦାନ

19-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ପୂର୍ବାହ୍ନ ରେ ସ୍ଥାନୀୟ ମାନ୍ୟବର ବିଧାୟକ ନରସିଂହ ମିଶ୍ର ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ଶିବତଲା ପଂଚାୟତ ହାଇସ୍କୁଲର ପରିଦର୍ଶନ କରିଛନ୍ତି । ସ୍କୁଲରେ ପହଞ୍ôଚ ପ୍ରଥମେ ସେ ପୂର୍ବରୁ ସରକାରଙ୍କ ପାଖକୁ  ସ୍କୁଲର ଭିତ୍ତିଭୂମି ବିକାଶ ପାଇଁ ପଠାଯାଇଥିବା ବିଭିନ୍ନ ପ୍ରସ୍ତାବ ଉପରେ କଣ କଣ ସବୁ କାମ ହୋଇପାରିଛି ସେ ଉପରେ ସେ ପଚାରି ବୁଝିଥିଲେ । ଯାହା କିଛି ଭିତ୍ତିଭୂମି ନିର୍ମାଣ ଚାଲିଛି ଭବିଷ୍ୟତରେ ଆଖି ଆଗରେ ରଖି ସେ ସବୁ ଯୋଜନା ଭିତ୍ତିରେ ନିର୍ମାଣ କରିବା ପାଇଁ ଉପଦେଶ ଦେଇଥିଲେ । ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ସ୍କୁଲରେ ଥିବା ବିଭିନ୍ନ ସମସ୍ୟା ଯଥା ଶ୍ରେଣୀ ଗୃହର ଅଭାବ, ଶିକ୍ଷକ କର୍ମଚାରୀର ଅଭାବ, କ୍ରିଡା ଭିତ୍ତିଭୂମି ଏବଂ ଝିଅମାନଙ୍କ ପାଇଁ ଟୟଲେଟ ସମସ୍ୟା ଉପରେ ବିଧାୟକ ଶ୍ରୀ ମିଶ୍ରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।  ଯେହେତୁ ସ୍କୁଲର ହଷ୍ଟେଲରେ ଛାତ୍ରୀମାନଙ୍କ ସଂଖ୍ୟା ତୁଳନାରେ ଟୟଲେଟ ସଂଖ୍ୟା ବହୁତ କମ୍ ଅଛି, ତେଣୁ ବିଧାୟକ ଶ୍ରୀ ମିଶ୍ର ନିଜ ବିଧାୟକ ପାଣ୍ଠିରୁ ୬ଟି ଟୟଲେଟ ପାଇଁ ୩ଲକ୍ଷ ଟଙ୍କାର ଅନୁଦାନ ରାଶି ଦିଆଯିବାର ଘୋଷଣା କରିଥିଲେ । ଆଲୋଚନା ସମୟରେ ସ୍କୁଲ ପାଠ୍ୟକ୍ରମରେ ସମୟକ୍ରମେ ହେଉଥିବା ବିଭିନ୍ନ ପ୍ରକାର ପରିବର୍ତ୍ତନ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ବର୍ତ୍ତମାନ ପରିପ୍ରେକ୍ଷିରେ ହାଇସ୍କୁଲରେ ତୃତୀୟ ଭାଷା ହିସାବରେ କିଛି କର୍ମଭିତ୍ତିକ ଶିକ୍ଷାକୁ ମଧ୍ୟ ପାଠ୍ୟକ୍ରମରେ ସାମିଲ କରିବା ସହ ଶିକ୍ଷକ ନିଯୁକ୍ତି ମଧ୍ୟ କରାଯାଇଛି ବୋଲି ଉପସ୍ଥିତ ଥିବା ବିଇଓ ରାଘବ ପାଣିଗ୍ରାହୀ ସୁଚନା ଦେଇଥିଲେ । ଆଗାମୀ ଦିନରେ ପରିବେଶ ସନ୍ତୁଳନ ଦିଗରେ ଶିକ୍ଷା ବିଭାଗ କିଛି ଠୋସ ପଦକ୍ଷେପ ନେବାର ସୂଚନା ଅଛି । ଯେପରି କି ୧୯୯୦ ରୁ ୯୫ ମସିହା ଭିତରେ ତତ୍କାଳିନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ସେ ସମୟର ଆଇନମନ୍ତ୍ରୀ ଓ ବର୍ତ୍ତମାନର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ସ୍କୁଲ ପାଠ୍ୟ ଖସଡାରେ ବୃକ୍ଷରୋପଣ ଓ ତାର ଯତ୍ନ ଦାୟିତ୍ୱ ଛାତ୍ର ଛାତ୍ରୀମାନଙ୍କୁ ଦିଆଯାଇ ସେ ଉପରେ ଏକ ନିର୍ଦ୍ଦିଷ୍ଟ ପରିମାଣର ମାର୍କ ତାଙ୍କ ବାର୍ଷିକ ପରିକ୍ଷାରେ ଯୋଡିବା ପାଇଁ ପ୍ରସ୍ତାବ ଦେଇଥିଲେ । ତତ୍‌କାଳିନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏହି ପ୍ରସ୍ତାବ ଉପରେ ସହମତି ଥିବା ସତ୍ତ୍ୱେ ସରକାର ବଦଳି ଯାଇଥିବାରୁ ଏହି ପ୍ରସ୍ତାବଟି ଫାଇଲ ଭିତରେ ଦବି ଯାଇଥିଲା । କିନ୍ତୁ ବର୍ତ୍ତମାନ ଏହି ପ୍ରସ୍ତାବ ଉପରେ ବର୍ତ୍ତମାନର ସରକାର କିଛି ସକରାତ୍ମକ ମନୋବୃତ୍ତି ଥିବା ସୂଚନା ଆସୁଛି । ତେଣୁ ଏହି ବିଷୟଟି ପାଠ୍ୟ ଖସଡାରେ ରହିଲେ ପରିବେଶ ସନ୍ତୁଳନ ତଥା ଜଙ୍ଗଲ ସୃଷ୍ଟି ଉପରେ ଏକ ବଡ ପଦକ୍ଷେପ ହେବ ବୋଲି ଶ୍ରୀ ମିଶ୍ର ଉପସ୍ଥିତ କର୍ମଚାରୀମାନଙ୍କୁ କହିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଶ୍ରୀ ମିଶ୍ରଙ୍କ ବ୍ୟତିତ ବ୍ଲକ ଶିକ୍ଷାଧିକାରୀ ରାଘବ ପାଣିଗ୍ରାହୀ, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ କେଶବ ଚନ୍ଦ୍ର ମେହେର, ପ୍ରଧାନ ଶିକ୍ଷୟତ୍ରୀ ସୁପ୍ରଭା ବାବୁ, ସରପଞ୍ଚ ବାଳକୃଷ୍ଣ ବେହେରା, ଗୋପ ମେହେର, ସରୋଜ ରଥ, କଲାକାହ୍ନୁ ବେହେରା, ରାମ ବେହେରା, ଜଗନ୍ନାଥ ସାହୁ, ଗୋପି ଦନ୍ତା, ରାଜକୁମାର ମେହେର ଏବଂ ମୋ ସ୍କୁଲ ଯୋଜନାର ପୁରାତନ ଛାତ୍ର ସଂଘ ସଭାପତି ସନ୍ତନୁ ରଣା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026

You Might Also Like