-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||     

HOME   ଜିଲ୍ଲା

ଓଡିଶା କ୍ରିକେଟ ସଂଘ ପକ୍ଷରୁ ଜିଲ୍ଲା କ୍ରିକେଟ ଏକାଡେମୀର ଭିତ୍ତି ପ୍ରସ୍ତର ସ୍ଥାପନ

19-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ଓଡିଶା କ୍ରିକେଟ ସଂଘ ପକ୍ଷରୁ ବଲାଙ୍ଗିର ଜିଲ୍ଲାର କ୍ରୀଡା ଭିତ୍ତି ଭୂମିର ବିକାଶ ପରିପ୍ରେକ୍ଷୀରେ  ଗାନ୍ଧୀଷ୍ଟାଡିୟମରେ ଜିଲ୍ଲା କ୍ରିକେଟ ଏକାଡେମୀର ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଯାଇଛି । ବଲାଙ୍ଗିର କ୍ରୀଡା ସଂସଦ ପକ୍ଷରୁ ସ୍ଥାନୀୟ ଗାନ୍ଧୀଷ୍ଟାଡିୟମ ଠାରେ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ରୁପେ ଯୋଗଦେଇ ବିଧିବଦ୍ଧ ଭାବେ  କ୍ରିକେଟ ଏକାଡେମୀର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣା,  ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକର ସହ ଆର୍ନ୍ତଜାତୀୟ ମହିଳା କ୍ରିକେଟ ଖେଳାଳି ମାଧୁରୀ ମେହେଟା ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ । ଜିଲ୍ଲା କ୍ରୀଡା ସଂସଦର କାର୍ଯ୍ରକାରୀ ସଭାପତି ଡ. ଶ୍ରୀକର ମିଶ୍ରଙ୍କ ସଭାପତିତ୍ୱ ତଥା ସାଧାରଣ ସମ୍ପାଦକ ହରିନାରାୟଣ ପୁଜାରୀଙ୍କ ଆବାହକତ୍ୱରେ  ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ବାରବାଟି ଷ୍ଟାଡିୟମରୁ ଭଚ୍ୟୁଆଲ ମାଧ୍ୟମରେ ସାରା ରାଜ୍ୟରେ ୧୫ଗୋଟି ଜିଳ୍ଲାରେ କ୍ରିକେଟ ଏକାଡେମୀର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ପ୍ରସାରିତ ହୋଇଥିଲା । ରାଜ୍ୟ କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାର କାନ୍ତି ବେହେରା ଓ ବିଭାଗୀୟ ସଚିବ ବିଶାଳ ଦେବ ଯୋଗଦେଇ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ସହ ଓଡିଶାବାସୀ ଓ କ୍ରିକେଟ ପ୍ରେମୀଙ୍କ ଉଦ୍ଦେଶ୍ୟରେ ବାତ୍ତା ପ୍ରଦାନ କରିଥିଲେ । ସେହିପରି ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଂଜୟ ବେହେରା, ପୁର୍ବତନ ସମ୍ପାଦକ ଆଶିର୍ବାଦ ବେହେରା, ଓଡିଶା କ୍ରିକେଟ ମୁଖ୍ୟ କୋଚ୍ ୱାସିମ ଜାଫର ଓ ପୁର୍ବତନ କ୍ରିକେଟ ଖେଳାଳୀ ପ୍ରଜ୍ଞାନ ଓଝା ମଧ୍ୟ ଭଚ୍ୟୁଆଲ ମାଧ୍ୟମରେ ଯୋଗଦେଇ ଶୁଭ ମନାସୀ ଥିଲେ । ପରେ ପରେ ବଲାଙ୍ଗିର ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ବିଧାୟକ ଶ୍ରୀ ମିଶ୍ରଙ୍କ ଦ୍ୱାରା ଜିଲ୍ଲା କ୍ରିକେଟ ଏକାଡେମୀ ଭିତ୍ତି ପ୍ରସ୍ତର ଦିଆଯାଇଥିଲା । ଏହି ଅବସରରେ ବିଧାୟକ ଶ୍ରୀ ମିଶ୍ର ଓଡିଶା କ୍ରୀଡାସଂଘ ତଥା ସରକାର ଙ୍କ କ୍ରୀଡା ଭିତ୍ତି ଭୁମିର ବିକାଶ ପାଇଁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଭୂୟସି ପ୍ରସଂଶା କରିବା ସହ ଏଭଳି କାର୍ଯ୍ୟକ୍ରମ ଦ୍ୱାରା ଅଂଚଳରେ କ୍ରୀଡା ଓ କ୍ରୀଡାବିତଙ୍କ ଉନ୍ନତି ହେବବୋଲି ମତବ୍ୟକ୍ତ କରିଥିଲେ । ଶେଷରେ ସଂସଦର ଯୁଗ୍ମ ସମ୍ପାଦକ ପଦ୍ମଚରଣ ଆଚାର୍ଯ୍ୟ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡାସଂସଦର ଉପସଭାପତି କୃଷ୍ଣ ଚନ୍ଦ୍ର ମିଶ୍ର, ଡ. ପ୍ରହଲ୍ଲାଦ ଶତପଥି, ଅନ୍ୟତମ ଯୁଗ୍ମ ସମ୍ପାଦକ ଶତୃଘ୍ନ ସିଂ, ଜିଲ୍ଲା କ୍ରୀଡାଧିକାରୀ ରାଜେନ୍ଦ୍ର ବଢ଼େଇ, ଶାରିରୀକ ଶିକ୍ଷାନିରିକ୍ଷକ ଜ୍ୟୋତିପ୍ରସାଦ ପରିଡା, କୋଷାଧ୍ୟକ୍ଷ ପ୍ରଭାତ କୁମାର ମିଶ୍ର, କ୍ରିକେଟ ସମ୍ପାଦକ ଓମ୍ ପ୍ରକାଶ ଚାନ୍ଦ, କ୍ରୀଡାସମ୍ପାଦକ ବିଭୁତି ପଣ୍ଡା, ଭଲିବଲ ସମ୍ପାଦକ ପ୍ରଦ୍ୟୁମ୍ନ ମିଶ୍ର, ଫୁଟ୍‌ବଲ ସମ୍ପାଦକ ହେମନ୍ତ ବେହେରା, ଗ୍ରାମ୍ୟ କ୍ରୀଡାସମ୍ପାଦକ ସଂଗ୍ରାମ ବହିଦାର, ବରିଷ୍ଠ ସଭ୍ୟ ସାନ୍ତନୁ ସାହୁ, ରମେଶ ପୁରୋହିତ, ଜୟରାମ ମିଶ୍ର, ଦ୍ୱାରିକା ପଣ୍ଡା, ରାଜେନ୍ଦ୍ର ପୁରୋହିତ, ବିଜୟ ବଂସଲ, ସୁଧିର ଚନ୍ଦ୍ର ପଣ୍ଡା, ଡ. ସିଦ୍ଧେଶ୍ୱର ମିଶ୍ର, ରମାକାନ୍ତ ସେଠ୍‌, କସ୍ତୁରୀ ରଥ, ସୂର୍ଯ୍ୟ ମିଶ୍ର, ଅରୁଣ ନାଏକ, ଅନୁପ ସାହୁ, ଗୌର ପ୍ରଧାନ, ରବିନ୍ଦ୍ର ମିଶ୍ର ପ୍ରମୁଖ ଉପସ୍ଥିତଥିଲେ । 


News Comment




Photo in News

Advertisment
Lastest News
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026

You Might Also Like