-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

29-Oct-2020




୧-ଚମକିଲେ ସୂର୍ଯ୍ୟକୁମାର, ବେଙ୍ଗାଲୁରୁକୁ ୫ ଓ୍ଵିକେଟ୍‌ରେ ମାତ୍ ଦେଲା ମୁମ୍ଵାଇ ଇଣ୍ଡିଆନ୍ସ, IPLରେ ପ୍ରଥମ ଦଳ ଭାବେ ପ୍ଲେଅଫ୍‌ରେ ପ୍ରବେଶ କଲା ଡିଫେଣ୍ଡିଂ ଚାମ୍ପିଅନ ।

୨-କରୋନା ସଂକ୍ରମଣର ସଙ୍କଟ ଭିତରେ ଭୋଟ ଦେଲା ବିହାର । ପ୍ରଥମ ପର୍ଯ୍ୟାୟରେ ୭୧ଟି ଆସନ ପାଇଁ ମତଦାନ । କଟକଣା ଭିତରେ ୧୬ଜିଲ୍ଲାର ୧ ହଜାର ୬୬ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ।

୩-ଡ଼ାକ୍ତରୀ ପ୍ରବେଶିକାରେ ଟପ୍ପର ପ୍ରସଙ୍ଗ: ଆକାଂକ୍ଷାଙ୍କୁ ଯୁଗ୍ମ ଟପ୍ପର ଘୋଷଣା ଲାଗି ଏନ୍ଇଇଟି ନିକଟରେ ଫେରାଦ ହେବେ ଉତ୍ତରପ୍ରଦେଶ ସରକାର।।

୪-ଡିଜିଟାଲ ରାଲିରେ ବିକାଶର କଥା କହିଲେ ବିଜେଡି ସୁପ୍ରିମୋ । ନବୀନ ପଟ୍ଟନାୟକ କହିଲେ, ତିର୍ତୋଲର ବିକାଶ ପାଇଁ ରାଜ୍ୟ ସରକାର ସବୁବେଳେ ଉତ୍ସର୍ଗୀକୃତ, ଆଜି ବାଲେଶ୍ୱର ପାଇଁ କରିବେ ପ୍ରଚାର ।

୫-ପୁଣି ଫେରିବ କି କରୋନାର ଦ୍ୱିତୀୟ ସଂକ୍ରମଣ । ଶୀତ ଦିନ ପାଇଁ ସତର୍କ ରହିବାକୁ ବିଶେଷଜ୍ଞ ଦେଲେ ପରାମର୍ଶ । ଡାକ୍ତର ନିରୋଜ ମିଶ୍ର କହିଲେ, ସତର୍କ ନରହିଲେ, ୟୁରୋପ ଭଳି ବଢ଼ିପାରେ ଅଡୁଆ । ସେପଟେ ବିଏମ୍ସି କମିଶନର କହିଲେ, ୧୦ ଦିନ ଧରି କମୁଛି ଭୁବନେଶ୍ୱରରେ ସଂକ୍ରମିତଙ୍କ ସଂଖ୍ୟା ।

୬-ପୁଣି ସେନାର ଶକ୍ତି ବଢାଇବ ଆକାଶର ବାହୁବଳୀ । ଆସନ୍ତା ମାସ ଭାରତକୁ ଆସିବ ୩ଟି ରାଫେଲ ବିମାନ । ଏପ୍ରିଲ ସୁଦ୍ଧା ବାୟୁସେନାରେ ସାମିଲ ହେବ ଆଉ ୧୬ଟି ରାଫେଲ ବିମାନ ।

୭-ବାରିପଦା ରିଜର୍ଭ ପୁଲିସରେ କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କ ଲାଠିମାଡ଼ରେ ଜଣେ ଯୁବକର ଜୀବନ ଅଳ୍ପକରେ ବର୍ତ୍ତିିଯାଇଥିବା ବେଳେ ତାର ଡ଼ାହାଣ ଆଖି ଫାଟି ରକ୍ତସ୍ରାବ ହେବା ସହ ଆଖିକୁ ଦେଖାଯାଉ ନ ଥିବାର ଅଭିଯୋଗ ହୋଇଛି ।

୮-୪ ବର୍ଷ ହେବ ବୁର୍ଲା ଭିମସାର ନେଫ୍ରୋଲୋଜି ବିଭାଗ ବିଶେଷଜ୍ଞ ଶୂନ୍ୟ: ଘରୋଇ ଡ଼ାକ୍ତରଖାନାରେ ରୋଗୀ ଶୋଷଣର ଶିକାର ।

୯-ଭାରତ-ଆମେରିକା ଡାକ ସେବା ଚୁକ୍ତିନାମା ସ୍ଵାକ୍ଷରିତ, ସହଜ ହେବ ବୈଦୁତିକ ତଥ୍ୟ ବିନିମୟ।

୧୦-ଡିସେମ୍ବର ସୁଦ୍ଧା ପ୍ରସ୍ତୁତ ହୋଇଯିବ ଅକ୍ସଫୋର୍ଡ କରୋନାଭାଇରସ୍ ଟିକା: ଅଦର ପୁନାୱାଲା ।

୧୧-ଦିଲ୍ଲୀରେ କରୋନାର ତୃତୀୟ ଲହର ? ପ୍ରଥମ ଥର ଗୋଟିଏ ଦିନରେ ୫ ହଜାରରୁ ଅଧିକ ନୂତନ ସଂକ୍ରମିତ ଚିହ୍ନଟ ।

୧୨-ଶତ୍ରୁ କବଳରୁ ଦେଶକୁ ବଞ୍ଚାଇବା ଲାଗି ବନ୍ଧୁକ ଧରି ଯୁଦ୍ଧଭୂଇଁରେ ଆର୍ମେନିଆ ପ୍ରଧାନମନ୍ତ୍ରୀଙ୍କ ପତ୍ନୀ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like