-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||     

HOME   ରାଜ୍ୟ

ବାଲିଗୁଡା : ସିମନବାଡ଼ିରେ ଜବର ଦଖଲ ଉଛେଦ ଆରମ୍ଭ

19-Jul-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାର ନିକଟ ବନବିଭାଗ କାର୍ଯ୍ୟାଳୟ, ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟ, ପ୍ରାଣୀଧନ ସହାୟକ କେନ୍ଦ୍ର ସାମ୍ନା ରାସ୍ତାକଡ଼ରେ ଥିବା ସମସ୍ତ ଦୋକାନ ଗୁଡିକ ସରକାରୀ ଜମିରେ ଥିବାରୁ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ ଜବର ଦଖଲ ଉଛେଦ କରିଥିବା ଦେଖିବାକୁ ମିଳିଛି। ଏହି ରାସ୍ତା କଡ଼ରେ କିଛି ବ୍ୟବସାୟୀ ନିଜର ବ୍ୟବସାୟ ନିମନ୍ତେ ଟିଣ ଘର କରି ବ୍ୟବସାୟ କରୁଥିଲେ। ହେଲେ ଉକ୍ତ ଜମିଟି ସରକାରୀ ଜମି ହୋଇଥିବା ଯୋଗୁଁ ଦୁଇ ଦିନ ପୂର୍ବରୁ ଉକ୍ତ ସ୍ଥାନରୁ ଦୋକାନ ଗୁଡିକୁ ହଟାଇବା ନିମନ୍ତେ ଦୋକାନୀ ମାନଙ୍କୁ ସୂଚନା ଦିଆଯାଇଥିଲା। ହେଲେ ଦୋକାନ ଗୁଡିକ ଉଠାଯାଇନଥିବା ଯୋଗୁଁ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ ସିମନବାଡ଼ି ବଜାରରେ  ପହଂଚି ପୋଲିସ ଉପସ୍ଥିତରେ ଜେସିବି ମାଧ୍ୟମରେ କିଛି ଦୋକାନ ଭାଙ୍ଗିଥିବା ବେଳେ ଆଉ କିଛି ଦୋକାନ, ବ୍ୟବସାୟୀ ମାନେ ନିଜେ ନିଜର ଭାଙ୍ଗିଦେଇଥିଲେ

। ଅନ୍ୟ ପକ୍ଷରେ ଜମିରୁ ଉଛେଦ ହୋଇଥିବା ବ୍ୟବସାୟୀ ମାନଙ୍କୁ ସିମନବାଡ଼ି ହାଟପଦାରେ ନିଜ ନିଜର ବ୍ୟବସାୟ କରିବା ପାଇଁ ତହସିଲଦାର କହିଥିଲେ। ଏହି ଉଛେଦ ସମୟରେ ଏସଆଇ ସୌମ୍ୟରଞ୍ଜନ ଜେନା, ସିମନବାଡ଼ି ରାଜସ୍ୱ ନିରୀକ୍ଷକ ବିଜୟ ବେହେରା, ସହକାରୀ ରାଜସ୍ୱ ନିରୀକ୍ଷକ ଗଣେଶ୍ୱର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026
  ଜିଲ୍ଲା  
ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   05-Aug-2026
  ଜିଲ୍ଲା  
* *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   05-Aug-2026
  ଜିଲ୍ଲା  
*ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   05-Aug-2026
  ଜିଲ୍ଲା  
ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   05-Aug-2026
  ଜିଲ୍ଲା  
ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   04-Aug-2026
  ଜିଲ୍ଲା  
କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   04-Aug-2026
  ଜିଲ୍ଲା  
*ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   04-Aug-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026

You Might Also Like