-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡିର ଗଣଧାରଣା

20-Jul-2021



କଣ୍ଟାବାଞ୍ଜି  ( ଆନନ୍ଦ କୁମାର ମୋଟେ )ଚାଷୀଙ୍କ ବେକେୟା ପଇସା ଓ ଏଫସିଆଇ ର ଚାଉଳ ଉଠାଣର ଅବହେଲା ବିରୁର୍ଦ୍ଧରେ କଂଟାବାଞ୍ଜି ବିଜେଡି ପକ୍ଷରୁ ଗଣ ଧାରଣା ଦିଆଯାଇଛି । ବିଜେଡି ସୁପ୍ରିମୋ ନବିନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ  କେନ୍ଦ୍ର ସରକାର ଚାଷି ମାରଣା ନିତି ଚଲାଉଥିବା ଅଭିଯୋଗରେ ରାଜ୍ୟସାରା ବିଜେଡି ଗଣ ଧାରଣା କାର୍ଯ୍ୟକ୍ରମ ଜାରି ରଖିଛି । ଏହି କ୍ରମରେ  କଂଟାବାଞ୍ଜି ବିଜେଡି ପକ୍ଷରୁ ସ୍ଥାନିୟ ଇନ୍ଦିରା ଛକ ଠାରେ ଗଣ ଧାରଣା କାର୍ଯ୍ୟକ୍ରମ କରାଯାଇଥିଲା । ପୁର୍ବତନ ବିଧାୟକ ଆୟୁବ ଖାଁ, ଜିଲ୍ଲା କୃଷକ ମୋର୍ଚା ସଭାପତି ଅଜୟ ଦାସ, ରାଜ୍ୟ ଯୁବ ବିଜେଡି ରାଜ୍ୟ ସଂପାଦକ ଅଜିତ ଯୋଷୀ, ରାଜ୍ୟ ବିଜୁ ମହିଳା ଜନତା ଦଳ ଉପସଭାନେତ୍ରି ଗୋପା ମହାନନ୍ଦ, ଜିଲ୍ଲା ଉପସଭାପତି ଉମାକାନ୍ତ ସାହୁ, ସାଧାରଣ ସଂପାଦକ ଫିରୋଜ ଖାଁ, ରାଜେନ୍ଦ୍ର ବେହେରା, ଜିଲ୍ଲା ଯୁବ ବିଜେଡି ସଂପାଦକ ସୁଧାଂସୁ ସିଂ ଦେଓ, ଶାନ୍ତନୁ ବିଭାର, ମୁରିବାହାଲ ବ୍ଲକ ଅଧ୍ୟକ୍ଷ ହଂସରାଜ ଜୈନ, ଉପାଧ୍ୟକ୍ଷ ସୁନ୍ଦରମତିି ବାଗ, ରୁପେଶ ବେହେରା, ତୁରେକେଲା ବ୍ଲକ ସଭାପତି ଆଶାଦୁଲ୍ଲା ଖାଁ, ଜିଲ୍ଲା କାର୍ଯ୍ୟକାରି ସଦସ୍ୟ ମୁନ୍ନା ମହାନ୍ତି, କଂଟାବାଞ୍ଜି ନଗର ସଭାପତି ବିଷ୍ଣୁ ଜୁଏଡ, କାର୍ଯ୍ୟକାରି ସଭାପତି ବିଶାଲ ବେହେରା, ତୁରେକେଲା ବ୍ଲକ ଯୁବ ବିଜେଡି ସଭାପତି ଶଷିଧ୍ୱଜ ନିଆଁଲ, କାର୍ଯ୍ୟକାରି ସଭାପତି ଗୁଡ୍ଡୁ ପନିକା, ବଙ୍ଗୋମୁଣ୍ଡା ବ୍ଲକ ସଭାପତି ଭକ୍ତବନ୍ଧୁ ବେହେରା, ମୁରିବାହାଲ ବ୍ଲକ ଛାତ୍ର ସଭାପତି ସୁବ୍ରତ ମହାକୁଡ, ନିତ୍ୟାନନ୍ଦ ବାରିକ ( ଖେଡୁ), ଦେବାର ବାରିକ , ସତ୍ୟନାରାୟଣ ରାଏ, ସୁରେଶ ଦାସ, ପୁର୍ବତନ ଏନଏସି ଅପାଧ୍ୟକ୍ଷ କିଶୋର ମଜଖଣ୍ଡ, ପୁର୍ବତନ ବଙ୍ଗୋମୁଣ୍ଡା ବ୍ଲକ ସଭାପତି ପ୍ରେମିସଚନ୍ଦ୍ର ବାଗଙ୍କ, ମନୋଜ ଚଣ୍ଡି, ଗୁଡ୍ଡା ଖାଁ, ନାରିନେତ୍ରି ପିଙ୍କି ଖର୍ସେଲ, ପ୍ରଦିପ ସାହୁଙ୍କ ସହ ଅନ୍ୟ ପଦାଧିକାରି , ପୁରୁଷ ମହିଲା କର୍ମୀ ଗଣ ଧାରଣାରେ ସାମିଲ ଥିଲେ । ସବୁ ସମୟରେ କେନ୍ଦ୍ର ସରକାର ଚାଷି ମାରଣା ନିତି ଚଲାଉଥିବା ଅଭିଯୋଗ କରି ବିଜେଡି ନେତା ମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପରେ ବିଜେଡିର ଏକ ପ୍ରତିନିଧି ଦଳ ତହସିଲଦାରଙ୍କ ଜରିଆରେ ଏବଂ ଅନ୍ୟ ଏକ ପ୍ରତିନିଧି ଦଳ ଏଫସିଆଇ ଦାୟିତ୍ୱରେ ଥିବା କର୍ମଚାରିଙ୍କ ଜରିଆରେ ରାଷ୍ଟ୍ରପତିଙ୍କୁ ଦାବି ପତ୍ର ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like