-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||     

HOME   ଜିଲ୍ଲା

ଦାଦନ ଖଟିବାକୁ ଯାଇ ୨୯ବର୍ଷୀୟା ନିରଞ୍ଜନ ତାମିଲନାଡୁରେ ନିଖୋଜ(ଉଦ୍ଧାର ପାଇଁ ସୋସିଆଲ ମିଡିଆରେ ସରକାରଙ୍କୁ ନିବେଦନ କଲେ ବଡ଼ଭାଇ

20-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) ବାପାମାଆ ଛେଉଣ୍ଡ ନିଞ୍ଜନ ପୁଟା (୨୯) ପେଟପାଟଣା ପାଇଁ ତାମିଲନାଡୁ ରାଜ୍ୟ ଵୈମାଟୁରା ଜିଲ୍ଲା କେନାପାଳୀମକୁ କାମ କରିବାକୁ ଯାଇଥିଲେ ହେଁ ଗତ ଜୁଲାଇ ୭ତାରିଖରୁ ଅଦ୍ୟାବଧି ୧୩ଦିନ ହେଲା ରୀତିମତ ଯୋଗାଯୋଗ କରା ଯାଉଥିଲେ ମଧ୍ୟ ତାଙ୍କର କୋୖଣସି ଖୋଜଖବର ମିଳୁନ ଥିବାରୁ ବଡ଼ଭାଇ ଦୁଃଖଭରା କଣ୍ଠରେ ସୋସିଆଲ ମିଡ଼ିଆ ମାଧ୍ୟମରେ ଭାଇ ନିରଞ୍ଜନଙ୍କୁ ଉଦ୍ଧାର ପାଇଁ ସରକାରଙ୍କୁ ନିବେଦନ କରିଛନ୍ତି l ଖବର ନେବାରୁ ଜଣାପଡିଛି ଯେ ସୁବର୍ଣ୍ଣପୁର ଜିଲ୍ଲା ରାମପୁର ତହସିଲ ଅଧିନ ଲିଙ୍ଗମାର୍ଣି ପଞ୍ଚାୟତ ଲୁଡୁକିବେଡା ଗ୍ରାମର ନିରଞ୍ଜନ ପୁଟା ଦୀର୍ଘ ୭ମାସ ହେଲା ପେଟ ପାଇଁ ତାମିଲନାଡୁ ରାଜ୍ୟର କେନପାଲିଁମ ଠାରେ ଏକ ମୋଟରସ ପାଟସ୍ ଦୋକାନରେ କାମ କରୁଥିଲେ l ଗତ ଜୁଲାଇ ୭ତାରିଖ ଦିନ ଗାଧୋଇବାକୁ ଯାଇ ଆଉ ସେ ଫେରି ନଥିବା ଜଣାପଡିଛି l ସେହିଦିନ ଠାରୁ ଆଜି ପର୍ଯ୍ୟନ୍ତ ୧୩ ଦିନ ହେଲା ରୀତିମତ ଯୋଗାଯୋଗ କରାଯାଉଥିଲେ ମଧ୍ୟ ମୋବାଇଲ ସୁଇଚ୍ ଅଫ ଥିବାରୁ ଭାଇକୁ ନେଇ ସନ୍ଦେହ ସୃଷ୍ଟି କରିଛି l ଅନ୍ୟ ପକ୍ଷରେ ଭାଇର ସୁରାକ ପାଇଁ ବିଭିନ୍ନ ଲୋକଙ୍କ ସହ ଚେଷ୍ଟା ଜାରି ରହିଥିଲେ ମଧ୍ୟ କୌଣସି ପତ୍ତା ମିଳୁ ନଥିବାରୁ ପରିବାର ଭାଙ୍ଗି ପଡିଛନ୍ତି l ଏହି ଘଟଣାକୁ ନେଇ ସାଙ୍ଗସାଥୀ ଓ ଗ୍ରାମବାସୀ ମହଲରେ ମଧ୍ୟ ଭାଳେଣି ପଡ଼ିଥିବା ବେଳେ ଭଗବାନ ତାର ସାହା ଭରସା ହୁଅନ୍ତୁ ଏବଂ ସେ ଠିକରେ ଘରକୁ ଫେରୁ ବୋଲି ଲୋକ ମହଲରୁ ଶୁଣିବାକୁ ମିଳୁଛି l ନିରଞ୍ଜନ ପାଇଁ ପରିବାର ସଦସ୍ୟଙ୍କ ଆଖିରୁ ଲୁହ ଝରୁଥିବା ବେଳେ ବଡ଼ଭାଇ ଦାମୋଦର ପୁଟା ସୋସିଆଲ ମିଡ଼ିଆ ମାଧ୍ୟମରେ ଭାଇକୁ ଉଦ୍ଧାର ପାଇଁ ସରକାରଙ୍କୁ ନିବେଦନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026
  ଜିଲ୍ଲା  
ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   05-Aug-2026
  ଜିଲ୍ଲା  
* *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   05-Aug-2026
  ଜିଲ୍ଲା  
*ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   05-Aug-2026
  ଜିଲ୍ଲା  
ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   05-Aug-2026
  ଜିଲ୍ଲା  
ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   04-Aug-2026
  ଜିଲ୍ଲା  
କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   04-Aug-2026
  ଜିଲ୍ଲା  
*ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   04-Aug-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026

You Might Also Like