-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||     

HOME   ଜିଲ୍ଲା

୧୪ ଶହ ଲିଟର ଡିଜେଲ ଜବତ , ଜଣେ ଗିରଫ

20-Jul-2021



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ଚାରମାଳ ଥାନା ବଂଶାଜାଳ ଗ୍ରାମ ନିକଟରୁ ଡିଜେଲ ଚୋରି ଘଟଣାରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ଚାରମାଳ ପୋଲିସ । ପୋଲିସ ସୂତ୍ରରୁ ପ୍ରକାଶ ଯେ ପାରାଦୀପ ସମ୍ବଲପୁର ଆଇଓସିଏଲ ପାଇପ ଲାଇନରୁ ଗତ ୧୩ ତାରିଖରେ ତେଲଚୋରି ହୋଇଥିବା ନେଇ ଆଇଓସିଏଲ ନିଗମର ସହାୟକ ପ୍ରବନ୍ଧକ ସୁଭ୍ରଜିତ ଜେନା ୧୪ ତାରିଖରେ ଚାରମାଳ ଥାନାରେ ଅଭିଯୋଗ କରିଥିଲେ । ଏ ସଂକ୍ରାନ୍ତରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରି ୧୫ ତାରିଖରେ ଜଣେ ଯୁବକଙ୍କୁ ଅଟକରଖି ତଦନ୍ତ ଚଲେଇଥିବା ବେଳେ ସୋମବାର ଦିନ ଜୁଜୁମୁରା ଥାନା ଫୁଲଝରଣ ଗ୍ରାମରେ ଚଢ଼ାଉ କରି ଏମଡି ଆତିକ ଖାନ (୩୬) କୁ ଗିରଫ କରି ତାଙ୍କ ପାଖରୁ ସାତ ବେରେଲ ଭର୍ତ୍ତି ୧୪ ଶହ ଲିଟର ଡିଜେଲ ଓ ୨୮ ଟି ଖାଲି ବେରେଲ ଜବତ କରି କୋର୍ଟ ଚାଲାଣ କରିଥିବା ବେଳେ ଫେରାର ଥିବା ଅନ୍ୟ ଅଭିଯୁକ୍ତ ମାନଙ୍କୁ ଗିରଫ କରିନଥିବା ଚାରମାଳ ଥାନା ଅଧିକାରୀ ବସନ୍ତ କୁମାର ଦଲେଇ ସୂଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026
  ଜିଲ୍ଲା  
ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   05-Aug-2026
  ଜିଲ୍ଲା  
* *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   05-Aug-2026
  ଜିଲ୍ଲା  
*ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   05-Aug-2026
  ଜିଲ୍ଲା  
ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   05-Aug-2026
  ଜିଲ୍ଲା  
ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   04-Aug-2026
  ଜିଲ୍ଲା  
କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   04-Aug-2026
  ଜିଲ୍ଲା  
*ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   04-Aug-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026

You Might Also Like