-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ହିନ୍ଦୀ ବିଦ୍ୟାଳୟ ପରିସରରେ ଥିବା ବୃକ୍ଷ କାଟି ଦେଲେ ଅସାମାଜିକ ବ୍ୟାପାରି ସଂସ୍ଥା

20-Jul-2021



କଣ୍ଟାବାଞ୍ଜି (ପ୍ରେରଣା ଖବର ବ୍ୟୁରୋ) ରାଜ୍ୟ ସାରା ବନ ମହୋତ୍ସବ ଚାଲିଥିବା ବେଳେ ଅସାମାଜିକ ବ୍ୟକ୍ତିଙ୍କ ବୃକ୍ଷ କଟା ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରେ ,

ସୂଚନା ଯୋଗ୍ୟ ଯେ କଣ୍ଟାବାଞ୍ଜିର ପୁରାତନ ଇତିହାସିକ ହିନ୍ଦୀ ବିଦ୍ୟାଳୟ 1946 ମସିହାରେ ନିର୍ମିତ ହୋଇଥିଲା, ଓ ପ୍ରତେକ କ୍ଷେତ୍ରରେ ଏମିତି ଶ୍ରୁତି କୁ ପ୍ରେମର ସହ ହୃଦୟ ରେ ସାଇତି ରଖିବାର ଅନେକ କ୍ଷେତ୍ରରେ ଦେଖିବାକୁ ମିଳିଥାଏ,
କିନ୍ତୁ କଣ୍ଟାବାଞ୍ଜି ରେ ଏହାର ବିପରୀତ ଦେଖିବାକୁ ମିଳିଛି ନିଜ ବ୍ୟବସାୟ ପାଇଁ ବ୍ୟାପାରି ସମାଜ ସ୍କୁଲ ବାଉଣ୍ଡ୍ରୀ ଭାଙ୍ଗି ଷ୍ଟଲ୍ ନିର୍ମାଣ କଲେ ଆଉ ମାଲିକ ସାଜିଛନ୍ତି,
ବର୍ତ୍ତମାନ ଡୁପ୍ଲିକେଟ ଚାବି ତିଆରିକରି ସ୍କୁଲ ପରିସରରେ ଥିବା କିଛି ଗଛ କାଟି ଫୋପାଡି ଦେଇଛନ୍ତି ବ୍ୟାପାରି ସମାଜର ଭଦ୍ର ବ୍ୟକ୍ତି ମାନେ, 
ସ୍କୁଲ ର ପ୍ରଧାନ ଶିକ୍ଷକ ଗୌର ମେହେର କହିଛନ୍ତି ଯେ ସେ ସ୍କୁଲ ଆସିଥିଲେ ଓ ସ୍କୁଲ ବନ୍ଦ କରି ଯିବା ପରେ ଏହି କୁ କାର୍ଯ୍ୟ ଆରମ୍ଭ ହୋଇଛି ବୋଲି ଦର୍ଶାଇ ଛନ୍ତି, ତଥା ଖବର ପାଇ ବନ ବିଭାଗ କର୍ମଚାରୀଙ୍କୁ ଖବର ଦେଲି ଫରେଷ୍ଟର ଓ ରେଞ୍ଜର ଆଜ୍ଞା ମଧ୍ଯ ଆସି ଦେଖି ଯାଇଛନ୍ତି ବୋଲି ଜଣାଇଛନ୍ତି,
 ଅନ୍ୟ ପକ୍ଷରେ ଫରେଷ୍ଟର ବିନୋଦ ବିହାରୀ ଧାରୁଆ ମଧ୍ଯ କହିଛନ୍ତି ଯେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କିନ୍ତୁ କୁ ଆଡ଼େ ଗଲା ସେ କାର୍ଯ୍ୟାନୁଷ୍ଠାନ ବର୍ତ୍ତମାନ ସୁଦ୍ଧା ଦେଖା ନାହିଁ,

ସେହିପରି ରେଞ୍ଜର ଆଜ୍ଞା ଶ୍ରଦ୍ଧାଦେବ ବଡ଼ମାଲି ମଧ୍ଯ ସମାନ କହିଛନ୍ତି, କି ସ୍ୱାର୍ଥ ରେ ଚୁପ ରହିବା ପାଇଁ ବାଧ୍ଯ ହେଉଛନ୍ତି, କାହା ଚାପରେ ପ୍ରଭାବିତ ହୋଇ ତାଙ୍କର ସରକାରୀ କର୍ତ୍ତବ୍ୟ କୁ ତୁଲାଉ ନାହାଁନ୍ତି,

ଏ ଭଳି କୁ କାର୍ଯ୍ୟ କରିବା ପାଇଁ ଏତେ ସାହସ କେଉଁଠାରୁ ଆସିଛି, ସୁପ୍ରିମକୋର୍ଟ କଡା ନିର୍ଦ୍ଦେଶ ଦେଇଥିଲେ ସୁଦ୍ଧା କାହାକୁ କିଛି ଫରକ ପଡ଼ୁ ନାହିଁ କାହିଁକି, ଏ ଗଛ ବୃକ୍ଷ ହାଣିବା ଲୋକ ମାନେ ନିଜକୁ ସମାଜ ସେବୀ ବୋଲି କେଉଁ ଉଦ୍ଦେଶ୍ଯରେ କୁହନ୍ତି, ସବୁବେଳେ ଅସାମାଜିକ କାର୍ଯ୍ୟ କରି ଆସୁଛନ୍ତି ଆଉ ନିଜକୁ ସମାଜ ସେବୀ ବୋଲି କହିବା କେତେ ଯୁକ୍ତିଯୁକ୍ତ ତାହା ସାଧାରଣ ଜନତା ବିଚାର କରନ୍ତୁ,

ତଥା ବିନା ଅନୁମତିରେ ଗଛ କଟାଯାଏ ଓ ସରକାରୀ ସ୍ତରରେ କୌଣସି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଯାଏ ନାହିଁ ତେବେ ସରକାରୀ ଭାଷାରେ ବନ ବିଭାଗର ପ୍ରମୁଖ ଅଧିକାରୀ ମାନଙ୍କୁ କଣ କୁହାଯିବା କଥା ତାହା ଆଗାମୀ ବୁଲେଟିନରେ କହିବୁ, ତଥା ଗଛ କାଟି ଥିବା ଭଦ୍ର ଲୋକଙ୍କୁ ମଧ୍ୟ ଦେଖାଇବୁ,


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like