-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||     

HOME   ଜିଲ୍ଲା

କବିତା ଝାଙ୍କାର ସାହିତ୍ୟ ସଂସଦର ଇ-ପତ୍ରିକା “ତ୍ରିବେଣୀ” ଶୁଭ ଉନ୍ନୋଚିତ

20-Jul-2021



ସମ୍ବଲପୁର,  ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବାହୁଡା ଦଶମୀ ଯାତ୍ରା ଶୁଭ ଅବସରରେ ସମ୍ବଲପୁରରେ ଅବସ୍ଥାପିତ  କବିତା ଝାଙ୍କାର ସାହିତ୍ୟ ସଂସଦର ଇ-ପତ୍ରିକା “ତ୍ରିବେଣୀ” ଶୁଭ ଉନ୍ନୋଚିତ ହୋଇଯାଇଛି । ସାହିତ୍ୟ ମଣିଷକୁ ସଂସ୍କୃତି ସଂପନ୍ନ କରେ । କବିତା ମଣିଷ ମନ ଓ ହୃଦୟର ଭାଷାକୁ ପ୍ରତିଫଳିତ କରିଥାଏ । କବିତା ଲେଖିବା ଯେତିକି ଉତ୍ସାହ ଜନକ ତା ଠାରୁ ସେତିକି ଗୁରୁତ୍ୱ ବହନ କରେ ଯେତେବେଳେ ସେ କବିତାର ଶଦ୍ଦ  ସମ୍ଭାର ମଣିଷର ମନ, ହୃଦୟ ଓ ଜୀବନର ଗତିକୁ ପ୍ରବାହମାନ କରିବାରେ ସକ୍ଷମ ରଖେ ବୋଲି “ତ୍ରିବେଣୀ”ର ଶୁଭ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଅତିଥିବୃନ୍ଦ ମତବ୍ୟକ୍ତ କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲାର ଶ୍ରୀରାମ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡା.ରାମେଶ୍ୱର ନାଏକ ମୁଖ୍ୟଅତିଥି ଭାବରେ ଯୋଗଦାନ କରିଥିଲେ । ମୁଖ୍ୟବକ୍ତା ଭାବରେ ବଲାଙ୍ଗିର କୋଶଲ ପ୍ରବାହ ପତ୍ରିକାର ସଂପାଦକ ତଥା କବି  ଆନନ୍ଦ ଚନ୍ଦ୍ର ସ।।ହୁ , ଏବଂ ସମ୍ମାନୀତ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲାର ତେଜସ୍ୱିନୀ ପତ୍ରିକାର ସଂପାଦିକା ଲିଲି ପଟେଲ ଓ ପୁରୀ  ଦିବ୍ୟଦର୍ଶନର ସଂପାଦିକା ପ୍ରବାସିନୀ ମିଶ୍ର ଯୋଗଦାନ ଦେଇଥିଲେ । କବିତା ଝଙ୍କାରର ସଭାପତି କୃଷ୍ଣ ଚନ୍ଦ୍ର ବାରିକ ଅନୁଷ୍ଠିତ ହୋଇଥିବା ସଭା କାର୍ଯ୍ୟରେ ଅଧ୍ୟକ୍ଷତା କରିଥିଲେ । ପ୍ରତିଷ୍ଠାତା ସଂପାଦକ ଶିବାତ୍ମକ ପଣ୍ଡା, ମୁଖ୍ୟ ଉପଦେଷ୍ଟା ରବିଚନ୍ଦ୍ର ପଶାୟତ, ରାଜ୍ୟ କମିଟି ସଦସ୍ୟ ରାମ ନାରାୟଣ ଦାଶ,  ସହ-ସଂପାଦକ ବିଶ୍ୱଜିତ ଦାଶ, ସ୍ରୋତସ୍ୱିନୀ ସଂପାଦକ ଚୁନିଲ କୁମାର ଗଙ୍ଗଦେବ କବିତା ଝଙ୍କାରର ଗୋଷ୍ଠିଭିତିକ କାର୍ଯ୍ୟକ୍ରମ ବିଷୟରେ ମତବ୍ୟକ୍ତ କରିଥିଲେ । ବଲାଙ୍ଗିର ମନ୍ଦାକିନୀର ସଂପାଦକ ଭକ୍ତବନ୍ଧୁ ମେହେର ବିବରଣୀ  ପାଠ କରିଥିଲେ । ଏହି ଅବସରରେ ଏକ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲ । ସୁମିତ୍ରା ସାହୁ, ସବିତା ନାୟକ, ସୌଦାମିନୀ ତ୍ରିପାଠି, ନମିତା ପାତ୍ର, ଜାନକୀ ମହନ୍ତ, ସବିତା ନାୟକ, ଲକ୍ଷ୍ମୀପ୍ରୀୟା ଦାଶ, ସ୍ନେହା ମିଶ୍ର, ଶୁଭେନ୍ଦୁ ମହେର, ଶ୍ରୀକାନ୍ତ ପଣ୍ଡା, ସିଦ୍ଧାର୍ଥ ପ୍ରଧାନ, ଅରୁଣ ମେହେର, ଚୁଡାମଣି ମାଝି, ହେମନ୍ତ କୁମାର ସାହୁ , ରମାକାନ୍ତ ମହାଲିଙ୍ଗ, ଦେବେନ୍ଦ୍ର ନାୟକ ପ୍ରମୁଖ ସ୍ୱରଚିତ  କବିତା ପାଠ କରିଥିଲେ । କବିତା ପାଠୋତ୍ସବକୁ ପୁଷ୍ପଲତା ମିଶ୍ର ଓ ଘନଶ୍ୟାମ ରାଉତ ସଂଚାଳନ କରିଥିଲେ । କଲ୍ଲୋଳିନୀ ସଂପାଦିକା ପ୍ରିୟଙ୍କା ପଣ୍ଡା ସ୍ୱାଗତ ଅଭିଭାଷଣ ପ୍ରଦାନ କରିବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । ଫାରୁକ ସାର,ଐଶ୍ୱର୍ଯ୍ୟା, ପ୍ରମୋଦିନୀ ଦେଇ ପ୍ରାରମ୍ଭିକ ସଂଗିତ ଗାନ କରିଥିଲେ ।  ସମସ୍ତ କାର୍ଯ୍ୟକ୍ରମକୁ ରାଜ୍ୟ ଆବାହକ ଅଭିନବ ପଟ୍ଟନାୟକ  ସଂଚାଳନ କରିଥିଲେ । ପରିଶେଷରେ ସୁବ୍ରତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026

You Might Also Like