-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ଶଙ୍କର ସଫଳ ଚାଷୀ ଭାବେ ପୁରସ୍କୃତ ହୋଇ ରାଜ୍ୟପାଳଙ୍କ ମନ ଜିଣିଲେ

21-Jul-2021



  ନୟାଗଡ଼(ପ୍ରଦୀପ କୁମାର ପଣ୍ଡା): ଉକୃଷ୍ଟମାନର ଆମ୍ବ ଚାଷ କରି ଆତ୍ମନିର୍ଭରଶୀଳ ହେବା ସହ ଜଣେ ସଫଳ ଆମ୍ବ ଚାଷୀ ଭାବେ ବଡ଼ଶିଲିଙ୍ଗା ପଞ୍ଚାୟତ ପୁରୁଣାପାଣି ଗ୍ରାମର ଦିବ୍ୟାଙ୍ଗ ଶଙ୍କର ଜାନୀ ଉକୃଷ୍ଟ ଅବଦାନ ପୁରସ୍କାର ପାଇଛନ୍ତି । ରାଷ୍ଟ୍ରୀୟ କୃଷି ଏବଂ ଗ୍ରାମ୍ୟ ବିକାଶ ବ୍ୟାଙ୍କ(ନାବାର୍ଡ଼)ର ୪୦ତମ ପ୍ରତିଷ୍ଠା ଦିବସରେ ମଙ୍ଗଳବାର ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହ ପରିସରରେ ଶଙ୍କରଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଭିଡିଓ କନଫରେନସିଂ ମାଧ୍ୟମରେ ରାଜ୍ୟପାଳ ପ୍ରଫେସର ଡଃ.ଗଣେଶୀ ଲାଲ ଶଙ୍କରଙ୍କୁ ଏହି ପୁରସ୍କାର ପ୍ରଦାନ କରିବା ସହ ଶଙ୍କର ଦିବ୍ୟାଙ୍ଗ ହୋଇ ବି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିôଥିବାରୁ ରାଜ୍ୟପାଳ ବେଶ୍ ପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ନାବାର୍ଡ଼ ଡିଜିଏମ୍ ଜୟନ୍ତ ସାହୁ ଓ ଜିୟୁସିର ସମ୍ପାଦକ ଆନନ୍ଦ ଚନ୍ଦ୍ର ବେହେରା ଉପସ୍ଥିତ ରହିଥିଲେ ।

ଘଞ୍ଚଜଙ୍ଗଲ ଘେରା ଆଦିବାସି ଅଧ୍ୟୁଷିତ ବଡ଼ଶିଲିଙ୍ଗା ପଞ୍ଚାୟତର ୩୩ ଟି ଗ୍ରାମର ୬ ଶହ ପରିବାରକୁ ଆର୍ଥିକ ସ୍ୱାବଲମ୍ବୀ କରିବା ପାଇଁ ନାବାର୍ଡ଼ ସହାୟତାରେ ଗଣିଆ ଉନ୍ନୟନ କମିଟି ତରଫରୁ ୱାଡ଼ି ଯୋଜନା ଆମ୍ବ, କାଜୁ ଓ ଶାଗୁଆନ ଗଛ ଲଗାଇବା ପାଇଁ ସହାୟତା ପ୍ରଦାନ କରାଯାଇଥିଲା । ତେବେ ଶଙ୍କର ନିଜର ୧ ଏକର ଜମିରେ ଉନ୍ନତ ମାନର ଆମ୍ବ୍ରପଲ୍ଲୀ ଆମ୍ବ ଓ କାଜୁ ଚାଷ କରି ତାର ରକ୍ଷଣାବେକ୍ଷଣ କରିବା ସହ ଗତ ୨୦୧୬ ମସିହା ପରଠାରୁ ଭଲ ଆମ୍ବ ଅମଳ କରିଛନ୍ତି । ଜଣେ ଦୃଷ୍ଟିହୀନ ଦିବ୍ୟାଙ୍ଗ ହେଲେ ମଧ୍ୟ ଶଙ୍କର ଉନ୍ନତମାନର ଚାଷ କାମ କରି ଜଣେ ସଫଳ ଚାଷୀ ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ଅନ୍ୟପରି ସେ ଚାଷ କାର୍ଯ୍ୟ କରି ନିଜର ପୁଅକୁ ଯୁକ୍ତ ୩ କଳା ବିଭାଗରେ ପାଠ ପଢାଇବାରେ ସକ୍ଷମ ହୋଇପାରିଛନ୍ତି । ଶଙ୍କର ଜାନୀଙ୍କ ଏଭଳି ସଫଳତା ବଡ଼ଶିଲିଙ୍ଗା ପଞ୍ଚାୟତ ତଥା ଗଣିଆ ବ୍ଳକ ବାସୀଙ୍କ  ପାଇଁ ସ୍ୱତନ୍ତ୍ର ଉଦାହରଣ ପାଲଟିବ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଚାଲିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026

You Might Also Like