-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||     

HOME   ଜିଲ୍ଲା

ମେକ୍ସିକେନ - ମୋରୋକ୍କୋ କଲଚରାଳ ଏଣ୍ଡ ହ୍ୟୁମେନିଟେରିଏନ ଏଲାଏନ୍ସ ତରଫରୁ କବି ଭବାନୀ ଶଙ୍କର ନିଆଲଙ୍କୁ ଡ଼କ୍ଟର ଓ ଅମ୍ବାସାଡ଼ର ପଦରେ ଭୂଷିତ

21-Jul-2021



କଳାହାଣ୍ଡି (ପ୍ରେରଣା ଖବର) : କବି ଭବାନୀ ଶଙ୍କର ନିଆଲଙ୍କୁ MMCHA ମେକ୍ସିକେନ-ମୋରୋକ୍କୋ ଦ୍ୱାରା, ଡକ୍ଟର ଏବଂ ଅମ୍ବାସାଡର ପଦରେ ଭୂଷିତ କରାଯାଇଛି l ସୂଚନା ଯୋଗ୍ୟ ଯେ, ବିଶ୍ୱର ଏକ ସାଂସ୍କୃତିକ ଏବଂ ସାହିତ୍ୟିକ ସଂଗଠନ ମେକ୍ସିକେନ ମରୋକ୍କୋ କଳଚରାଲ ହ୍ୟୁମେନିଟେରୀଏନ ଏଲାଏନ୍ସ ଯାହାର ନେତୃତ୍ୱ ଡ. ଜିନେଟେ ୟୁରେକା ଟିବୁରସିଓ, ମେକ୍ସିକେନ ଏବଂ ଡ଼. ଅଜିଜ୍ ମନ୍ତସିର ମୋରୋକ୍କୋ ନେତୃତ୍ୱ ନେଇଛନ୍ତି l ଏହି ସଂଗଠନ ସାଧାରଣତଃ ଡକ୍ଟର ଏବଂ ଅମ୍ବାସାଡ଼ର ପଦରେ ଭୂଷିତ ସେହି ବ୍ୟକ୍ତିଙ୍କୁ କରାଯାଏ ଯିଏ ବିଶ୍ୱରେ ଶାନ୍ତିର ସଂସ୍କୃତିକୁ ପ୍ରଚାର କରିଥାନ୍ତି, ଏହା ବ୍ୟତୀତ ଶାନ୍ତିପୂର୍ଣ୍ଣ ସହ ଅସ୍ତିତ୍ବ, ମାନବତା ଏବଂ ସହିଷ୍ଣୁତା ଏବଂ ସାହିତ୍ୟିକ କ୍ଷେତ୍ରରେ ଯୋଗଦାନ ପାଇଁ ସାଧାରତଃ ପ୍ରଦାନ କରାଯାଇଥାଏ l

                    ଦୀର୍ଘ ତିନି ଦଶନ୍ଧିରୁ ଉଭୟ ହିନ୍ଦୀ ଓ ଓଡ଼ିଆ କବିତାରେ ସକ୍ରିୟ ରହିବା ସହ ଏକାଧିକ ପୁସ୍ତକର ଲେଖକ ତଥା ମହୁରି ପତ୍ରିକାର ମୁଖ୍ୟ ସମ୍ପାଦକ କବି ଭବାନୀଶଙ୍କର ନିଆଲଙ୍କ କବିତା କ୍ରମାଗତ ଭାବେ ଇଂରାଜୀ, ଇଟାଲୀ, ସର୍ବିଆ, ରୁଷ, ଚୀନ,ଫ୍ରାନ୍ସ,ଆର୍ବିକ ପରେ ପୋଲିସ ଭାଷାରେ ଅନୂଦିତ ହେବା ଏକ ଗୌରବର ବିଷୟ। ଉକ୍ତ କବିତା ଗୁଡିକୁ ଇଂରାଜୀରେ ଅଧ୍ୟାପକ ବଙ୍କିମ ମୁଣ୍ଡ ଏବଂ ଗୋବିନ୍ଦ

ସାହୁ,ଇଟାଲୀରେ କବି ଇମାନୁଏଲା ରିଜୋ,ସର୍ବିଆରେ ପ୍ରଖ୍ୟାତ କବି ତଥା ଅଧ୍ୟାପିକା ସୋଭା ସୋଭକା ସୋଭିକ,ଚୀନ ଭାଷାରେ କବି ଲାଉ ଫୁ, ରୁଷ ଭାଷାରେ ପ୍ରଖ୍ୟାତ ରୁଷ ଲେଖିକା ଏଲିନା ଡାନିସିନା ଏବଂ ଫ୍ରାନ୍ସ ଭାଷାରେ ଫ୍ରାନ୍ସସିୟ କବି ତଥା ଚୀନ ଭାଷା ଓ ସଂସ୍କୃତିର ବିଦ୍ୱାନ ଏଲିଜା ବେଥ ପ୍ଲେନାଟୋ କରିଥିବା ବେଳେ ପୋଲିସ ଭାଷାରେ ପ୍ରସିଦ୍ଧ ପୋଲାଣ୍ଡ କବି ଜିଜନିଉ ମାଇରୋସ୍ଲୋୱସ୍କି ଅନୁବାଦ କରିଛନ୍ତି । କବିଙ୍କ ଏହି ସଫଳତାରେ ରାଜ୍ୟର ବିଭିନ୍ନ ମହଳରୁ ଖୁସିର ଲହରୀ ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026

You Might Also Like