-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||     

HOME   ଜିଲ୍ଲା

ଘଡଘଡି ମାରି ଜଣେ ମହିଳାଙ୍କ ମୃତ

21-Jul-2021



ଗଞ୍ଜାମ (ଉମା ମହାରଣା) : ଘଡଘଡିରେ ଗଲା ଜଣଙ୍କ ଜୀବନ।ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅଞ୍ଚଳରେ । ମଙ୍ଗଳବାର ଅପରାହ୍ନ ସମୟରେ ବଡ଼ ଖଇରିଖମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗୂଂଜ୍ବାଳା ଗ୍ରାମର ଜୈନିକ ମହିଳା ଚନ୍ଦ୍ରମା ପ୍ରଧାନ(38) ଙ୍କ ମୃତ୍ୟୁ ବରଣ ହୋଇଛି। ସୂଚନା ଅନୁଯାୟୀ ସେ ତାଙ୍କ ନିଜ ଚାଷଜମି କୁ କୌଣସି କାର୍ୟ୍ଯରେ ଯାଇଥିଲେ। ଏହି ସମୟରେ ହଟାତ କାଳବୈଶାଖୀରେ ବିଜୁଳି ସାଙ୍ଗକୁ ଘଡଘଡି ମାରିଥିଲା। ଏବଂ ସେଠାରେ ତାଙ୍କୁ ଘଡ଼ଘଡି ମାରିବା  ଫଳରେ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା।ଏ ନେଇ ତାଙ୍କ ଘରଲୋକେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଆଣିଥିଲେ। ସେଠାରେ ଡ଼ାକ୍ତର ତାଙ୍କୁ ମୃତ୍ୟ ଘୋଷଣା କେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026

You Might Also Like