-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||     

HOME   ଜିଲ୍ଲା

ସୁଖ ଦୁଃଖରେ ସାଥିହୋଇ ବାଟଚାଲି ପାରିଲେ ହିଁ ଦାମ୍ପତ୍ୟ ଜୀବନ ସୁଖମୟ ହୁଏ

21-Jul-2021



 ବଲାଙ୍ଗିର (ପ୍ରେରଣା ଖବର) : ପବିତ୍ର ବାହୁଡା଼ ଯାତ୍ରାର ପବିତ୍ର ଲଗ୍ନରେ ସ୍ଥାନୀୟ ଟିକ୍ରାପଡା ଜଗନ୍ନାଥ ମନ୍ଦିର ଠାରେ ପୂଜ୍ୟ ପୂଜା ସେବା ସଂଗଠନର ସମ୍ପାଦକ ମଦନ ମୋହନ ରଥଙ୍କ ୨୫ତମ ବିବାହ ବାର୍ଷିକୀ ଅବସରରେ ଉପସ୍ଥିତ ସଦସ୍ୟ ମାନେ ଏହି ମତ ରଖିଥିଲେ l ଅନୁଷ୍ଠାନର ସଭାପତି ଡାକ୍ତର ଅଶୋକ

କୁମାର ସେଠିଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ଅନୁଷ୍ଠାନର ଉପଦେଷ୍ଟା ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଓ ଆଦ୍ୟଶକ୍ତି ନାରୀ ସଂଗଠନ ର ସଦସ୍ୟା ମାଳତୀ ଉଦ୍ଗାତା, ଶ୍ରୀଯୁକ୍ତ ମଦନ ମୋହନ ରଥ ଓ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ସଞ୍ଜୁଲତା ମିଶ୍ର (ସୀମା )ଙ୍କୁ ଉତ୍ତରୀୟ ଓ ଫୁଲତୋଡ଼ା ଦେଇ ସମ୍ୱର୍ଦ୍ଧିତ କରିଥିଲେ l କବି ରତ୍ନମୟ ତ୍ରିପାଠୀଙ୍କ ମନୋଜ୍ଞ ସଂଯୋଜନାରେ ଉପସ୍ଥିତ ସଦସ୍ୟ ମାନେ ଶ୍ରୀଯୁକ୍ତ ରଥ ଓ ତାଙ୍କ ପରିବାର ର ମଙ୍ଗଳ ମନାସି ଶୁଭେଚ୍ଛା ବାର୍ତ୍ତା ଓ ସ୍ୱ ରଚିତ କବିତା ପାଠ କରିଥିଲେ l ସନ୍ଧ୍ୟାରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ଠାରେ ୨୫ ଶହ ସନ୍ଧ୍ୟା ଆଳତୀ ପ୍ରଦାନ  କରି ପରିବାରର ମଙ୍ଗଳ କାମନା କରାଯାଇଥିଲା l ସମସ୍ତ ଶୁଭେଚ୍ଛା ବାର୍ତ୍ତା ଓ କବିତା ଗୁଡିକୁନେଇ ଏକ ସଂକଳନ କରାଯାଇ ଏହି ଦମ୍ପତିଙ୍କୁ ଭେଟି ଦିଆଯିବ ବୋଲି ଏହି ଅବସରରେ ନିଷ୍ପତ୍ତି ହୋଇଥିଲା l ଏହି କାର୍ଯ୍ୟକ୍ରମରେ 

ହୃଷିକେଶ ପୁରୋହିତ, ଚୂଡେଦ୍ର ବେହେରା, ଅଚ୍ୟୁତାନନ୍ଦ ଉଦ୍ଗାତା, ମଧୁ ସାହୁ, ବଳିଷ୍ଠ ପ୍ରଧାନ, ଧର୍ମବ୍ରତ ରଥ, ତପସ୍ୱିନୀ ପଶାୟତ, କସ୍ତୁରୀ ରଥ, ଜ୍ୟୋତିରାଣୀ ମିଶ୍ର, ଜୟରାମ ମିଶ୍ର, ମଧୁସୂଦନ ନେଗୀ, ଅନନ୍ତ ବିଶ୍ୱାଳ, ଜ୍ୟୋତିରଞ୍ଜନ ମିଶ୍ର ପ୍ରମୁଖ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଥିଲେ l କାର୍ଯ୍ୟକ୍ରମ କୁ ସଫଳ କରିବାରେ ଅରୁଣ ଖୁଆସ, ଦୁର୍ଗା ଚରଣ ସାହୁ, ପ୍ରଶାନ୍ତ ଷଡ଼ଙ୍ଗୀ ଓ କୋଶଳ ରଥ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026

You Might Also Like