-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||     

HOME   ଜିଲ୍ଲା

ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ଵର୍ଣ୍ଣକ୍ଷେତ୍ର ଉପଲକ୍ଷେ ବୌଦ୍ଧ ଜିଲ୍ଲାସ୍ତରୀୟ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଆସନ୍ତାକାଲି ମିଳିବ ପୁରସ୍କାର

21-Jul-2021



ବିନିକା - ହିମାଂଶୁ ଶେଖର ପୁଟେଲ) : ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ୱର୍ଣକ୍ଷେତ୍ର ଉପଲକ୍ଷେ ବୌଦ୍ଧ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଅନୁଷ୍ଟିତ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାର ବକୃତା ବରିଷ୍ଠ ବିଭାଗରେ ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟର ଉପହାର ସ୍ବପ୍ନlଶିସ ପ୍ରଥମ,କନିଷ୍ଠ ବିଭାଗରେ କେନ୍ଦ୍ରୀୟ ବିଦ୍ୟାଳୟର ସିଦ୍ଧି ସ୍ଵୟଂଗିତା ସେଠୀ ପ୍ରଥମ,ଖଳିଆବଗିଚା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନାସରିନ ବେଗମ୍ ଦ୍ଵିତୀୟ,କବିତା ଆବୃତ୍ତି ବରିଷ୍ଠ ବିଭାଗରେ ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସ୍ମୁତି ପଟ୍ଟନାୟକ ପ୍ରଥମ,ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଂଶୁମାନ ମିଶ୍ର ଦ୍ଵିତୀୟ,କନିଷ୍ଠ ବିଭାଗରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶ୍ରୀୟାନସି ମେହେର ପ୍ରଥମ,ଖଳିଆବଗିଚା ପ୍ରାଥମିକ ବିଦ୍ୟାଳୟର ଆଦ୍ୟାସା ମହାନ୍ତି ଦ୍ଵିତୀୟ,କେନ୍ଦ୍ରୀୟ ବିଦ୍ୟାଳୟର ସ୍ଵେତା ଇପଶିତା ସ୍ୱାଇଁ,ଖଳିଆବଗିଚା ପ୍ରାଥମିକ ବିଦ୍ୟାଳୟର ପ୍ରିତିମୟୀ ପରିଡ଼ା ତୃତୀୟ,ସାଧାରଣ ଜ୍ଞାନ ପ୍ରତିଯୋଗୀତା ବରିଷ୍ଠ ବିଭାଗରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶ୍ୱାଶତ କୁମାର କରଡିଆ ପ୍ରଥମ,କେନ୍ଦ୍ରୀୟ ବିଦ୍ୟାଳୟର ସୂର୍ଯ୍ୟ ପ୍ରତାପ ବେହେରା ଦ୍ଵିତୀୟ,ଯୋଗେନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟର ଗଣେଶ୍ୱର ସାହୁ ତୃତୀୟ,କନିଷ୍ଠ ବିଭାଗରେ ଖଳିଆବଗିଚା ପ୍ରାଥମିକ ବିଦ୍ୟାଳୟର ଅର୍ପିତା ମେହେର ପ୍ରଥମ,ମଳିସାହି ପ୍ରାଥମିକ ବିଦ୍ୟାଳୟର ସୁଭରି ପାଢ଼ୀ ଦ୍ଵିତୀୟ,ସରସ୍ଵତୀ ଶିଶୁ ମନ୍ଦିରର ତଥାଗତ ମହାପାତ୍ର ତୃତୀୟ ଆଦି ପ୍ରତିଯୋଗୀଙ୍କୁ ୨୩ତାରିଖ ବୌଦ୍ଧ ଜିଲ୍ଲାପାଳଙ୍କ ସମ୍ଭିଲନି କଷରେ ସମ୍ମାନିତ କରାଯିବ ବୋଲି ଜିଲ୍ଲା ସଂସ୍କୃତି ଅଧିକାରୀ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026

You Might Also Like