-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||     

HOME   ଅପରାଧ

ସରକାରୀ ପଲିଟେକନିକ୍ ର କୋଟିପତି ଲେକଚର ଭିଜିଲାନ୍ସ ଦ୍ଵାରା ଗିରଫ। ଗିରଫ

21-Jul-2021



ରାଉରକେଲା (ପ୍ରେରଣା ଖବର ବ୍ୟୁରୋ) : ସରକାରୀ ପଲିଟେକନିକ୍ ର କୋଟିପତି  ଲେକଚର ସୁର୍ଯ୍ୟ ନାରାୟଣ ରାୟ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି । ଶ୍ରୀ ରାୟ ଭବାନୀପାଟଣା ସରକାରୀ ପଲିଟେକନିକ୍ ର ଲେକଚର ତଥା ଭାରପ୍ରାପ୍ତ ଅଧ୍ୟଷ ଭାବେ କାର୍ଯ୍ୟ କରୁଥିଲେ।  ଭିଜିଲାନ୍ସ ଚଢ଼ାଉ ସମୟରେ ତାଙ୍କର ୨ କୋଟି ୪୫ ଲଷ ଟଙ୍କା ସମ୍ପତ୍ତି ଠାଵ କରାଯିବା ପରେ ଆଜି ଗିରଫ କରାଯାଇଛି। ଗତକାଲି ରାଉରକେଲା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ସମୟରେ ୫ ଟି ସ୍ଥାନରେ ଚଢାଉ କରାଯାଇଥିଲା।  ଗୋଟିଏ ଆରସିସି କୋଠା ଓ  ୪ଟି ଦୁଇ ମହଲା କୋଠା ଠାବ। ଝାରସୁଗୁଡ଼ା ଟାଉନରେ ୮ ଟି ପ୍ଲଟ ଠାଵ। ଗୋଟିଏ କାର ଓ ଗୋଟିଏ ବାଇକ ଠାବ। ବ୍ୟାଙ୍କ ଓ ପୋଷ୍ଟାଲ ଜମା ୩୦ ଲଷ ଠାବ। ଇନସୁରାନସ ଜମା ୪୧ ଲଷ ଠାବ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଲେକଚରଙ୍କୁ ଲଭିଜିଲାନ୍ସ କାର୍ଯ୍ୟାଳୟ ରେ ଅଟକ ରଖାଯାଇ ପଚରାଉଚରା କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   04-Aug-2026
  ଜିଲ୍ଲା  
କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   04-Aug-2026
  ଜିଲ୍ଲା  
*ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   04-Aug-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026

You Might Also Like