-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||     

HOME   ମହାନଗର

ବିଶିଷ୍ଟ କବୟିତ୍ରୀ ତଥା ଆଦର୍ଶ ଶିକ୍ଷୟିତ୍ରୀ ମଧୁସ୍ମିତା ମଲ୍ଲିକଙ୍କ ସ୍ମୃତି ଉଦ୍ଦେଶ୍ୟରେ ନିଶିଗନ୍ଧା ଭାଷା ପ୍ରତିଷ୍ଠାନ ଟ୍ରଷ୍ଟ,ଖୋର୍ଦ୍ଧା,ଭୁବନେଶ୍ୱର ତରଫରୁ ବୃକ୍ଷରୋପଣ ଓ ମାଗଣା ଚାରାବଣ୍ଟନ

21-Jul-2021



ଭୁବନେଶ୍ବର (ପ୍ରେରଣା ଖବର) : ନିଶିଗନ୍ଧା ଭାଷା ପ୍ରତିଷ୍ଠାନ ଟ୍ରଷ୍ଟ, ଖୋର୍ଦ୍ଧା ତରଫରୁ ଆଜି ସ୍ୱର୍ଗତା ଶିକ୍ଷୟିତ୍ରୀ ମଧୁସ୍ମିତା ମଲ୍ଲିକଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ସାହିତ୍ୟ ଆଲୋଚନା, ବୃକ୍ଷରୋପଣ ଓ ପ୍ରାୟ ୪୦୦ ମୁକ୍ତ ଚାରାବଣ୍ଟନ କରାଯାଇଛି। ଏଥିରେ ନିମନ୍ତ୍ରିତ ଅତିଥିମାନେ ଯୋଗଦେଇ ସ୍ୱର୍ଗତା ମଲ୍ଲିକଙ୍କ ଗୁଣଗାନ କରିବା ସହ ସାହିତ୍ୟ ଚର୍ଚ୍ଚା ଏବଂ ନୀଳକଣ୍ଠରୂପୀ ବୃକ୍ଷର ମାହାତ୍ମ୍ୟ ସମ୍ପର୍କରେ ଗଭୀର ରେଖାପାତ କରିଥିଲେ। 
ମୁଖ୍ୟ ଅତିଥିଭାବେ ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନଗୋ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ସ୍ବର୍ଗତା ଆତ୍ମାର ସଦ୍ଗତି କାମନାପୂର୍ବକ ବୃକ୍ଷ ସହ ପୁରାଣ ଯୁଗର ସମ୍ପର୍କ ଦର୍ଶାଇ ଆଜିର ବିଷାକ୍ତ ପରିବେଶକୁ ଏହିଭଳି କାର୍ଯ୍ୟର ଯଥେଷ୍ଟ ଆବଶ୍ୟକତା ଥିବା ଏବଂ ଅନୁଷ୍ଠାନକୁ ଭୂୟସୀ ପ୍ରଶଂସା କରିଥିଲେ।
ସମ୍ମାନିତ ଅତିଥିଭାବେ ସାଇସେବା ସଦନର ପ୍ରତିଷ୍ଠାତା ଜଗନ୍ନାଥ ସାହୁ, ନିଶିଗନ୍ଧା ମୁଖପାତ୍ର ଜ୍ୟୋତିରଞ୍ଜନ ଦାଶ 
ଯୁବ ସମାଜସେବୀ ତଥା ଛାତ୍ର ଦୁର୍ଗାପ୍ରସାଦ ନାୟକ, ସସ୍ମିତା ତରାଇ, ମୁଖ୍ୟବକ୍ତା ଭାବେ ଓଡ଼ିଶାର ବରିଷ୍ଠ ସାମ୍ବାଦିକ ଓ ସ୍ତମ୍ଭକାର  ଶ୍ରୀଯୁକ୍ତ ରବି ଦାଶ ଯୋଗ ଦେଇ  ସାହିତ୍ୟ ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଭଳି ଏକ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନିମନ୍ତେ ଅନୁଷ୍ଠାନର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ l ଶ୍ରୀ ଜଗନ୍ନାଥ ସେବା ପ୍ରତିଷ୍ଠାନର ସଭାପତି ଶିକ୍ଷକ ପଦ୍ମନାଭ ତ୍ରିପାଠୀ ସଭାପତିତ୍ୱ ସହ ଅତିଥି ପରିଚୟ ,ପ୍ରାରମ୍ଭରୁ ଜଗନ୍ନାଥ ଶ୍ଳୋକ ପାଠ କରି ସଭାକାର୍ଯ୍ୟ ଆରମ୍ଭ କରିଥିଲେ। 
ନିଶିଗନ୍ଧା ଭାଷା ପ୍ରତିଷ୍ଠାନର ପ୍ରତିଷ୍ଠାତା ବଳରାମ ତରାଇ କାର୍ଯ୍ୟକ୍ରମର ସୁପରିଚାଳନା ତଥା ଅନୁଷ୍ଠାନର ଆଭିମୁଖ୍ୟ ପ୍ରଦାନ କରିଥିଲେ । ସର୍ବଶେଷରେ ଗଇନଡ଼ା ଗ୍ରାମରେ ବୃକ୍ଷରୋପଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   04-Aug-2026
  ଜିଲ୍ଲା  
*ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   04-Aug-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026

You Might Also Like