-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : ଖବର ର ପ୍ରଭାବ ସିଜ୍ କଲେ କଟା ଗଛ

21-Jul-2021



କଣ୍ଟାବାଞ୍ଜି (ପ୍ରେରଣା ଖବର ବ୍ୟୁରୋ):  ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରେ ଅସାମାଜିକ ବ୍ୟକ୍ତିଙ୍କ ବେଆଇନ କାମ କୁ ନେଇ ଗତକାଲି ପ୍ରେରଣା ନିଉଜ୍ ପୋର୍ଟାଲରେ  ଖବର ପ୍ରସାରଣ ହୋଇଥିଲା l ଆଜି କଣ୍ଟାବାଞ୍ଜି ବନବିଭାଗକୁ ଚେତା ପଶିଛି ଓ କଟା ଗଛକୁ ଜବତ କରାଯାଇଛି l କିନ୍ତୁ ପ୍ରଶ୍ନ ଯୋଗ୍ୟ ଯେ ସ୍କୁଲର ଶିକ୍ଷକ ନଥାଇ ଚାବି କାହା ଠାରୁ ଆଣି କଟା ଗଛ ଜବତ କରାଯାଇଛି ତାହା ସଂପୂର୍ଣ୍ଣ ଭାବେ ଜଣା ପଡିନି, 
   ଅନ୍ୟ ପକ୍ଷରେ ସ୍ଥାନୀୟ ମହିଳା ମାନେ ଏହି  କାର୍ଯ୍ୟକୁ ବିରୋଧ କରି ସୂଚନା ଦେଇଛନ୍ତି ଯେ ବନବିଭାଗ ପକ୍ଷରୁ ଯଦି ଉଚିତ ପଦକ୍ଷେପ ନ ନିଆଯାଏ ତେବେ ବନବିଭାଗ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରାଯିବ ବୋଲି ଫୋନ ଯୋଗେ ଜଣାଇଛନ୍ତି l ଏ ଦିଗରେ ବିଧାୟକ ସନ୍ତୋଷ ସିଂ ସାଲୁଜା କାହା ସପକ୍ଷରେ ରହିବେ ତଥା ପୂର୍ବ ବିଧାୟକ ଆୟୁବ ଖାଁ ମଧ୍ଯ କାହା ସପକ୍ଷରେ ରହିବେ, ପୁରାତନ ସ୍କୁଲ କଣ୍ଟାବାଞ୍ଜିର ସ୍ମୃତିକୁ ବଞ୍ଚାଇବା ପାଇଁ ନା ସ୍ମୃତି କୁ ମେଣ୍ଟାଇବା  ତାହା ଦେଖିବାକୁ ବାକି ରହିଲା l ତେବେ ଗଛ କାଟିବା ବିରୋଧରେ କାର୍ଯ୍ୟାନୁଷ୍ଠାନ ବର୍ତ୍ତମାନ ସୁଦ୍ଧା ନେଇ ନଥିବା ବେଳେ ଅସାମାଜିକ ବ୍ୟକ୍ତି ମାନଙ୍କ ନେତା ମାନଙ୍କ ନିକଟରେ ଗୁହାରି କରା ଚାଲିଛି ବୋଲି ବିଶେଷ ସୂତ୍ରରୁ ଜଣାପଡିଛ l ତେବେ ଫରେଷ୍ଟର ବିନୋଦ ବିହାରୀ ଧରୁଆ ମଧ୍ୟ ଚାବି ବିଷୟ ରେ ପଚାରିବାରୁ ସଠିକ ଉତ୍ତର ଦେଇନାହାନ୍ତି, ଶ୍ରମିକ ମାନେ ମଧ୍ଯ କ୍ୟାମେରା ସମ୍ମୁଖରେ ମୁହଁ ଖୋଲି ନ ଥିଲେ l

ଯଦି ବିନା ଅନୁମତିରେ ଗଛ କଟାଯାଏ ଓ ସରକାରୀ ସ୍ତରରେ କୌଣସି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାନଯାଏ ତେବେ ସରକାରୀ ଭାଷାରେ ବନ ବିଭାଗ କର୍ମଚାରୀ ମାନଙ୍କୁ କଣ କୁହାଯିବା ଯୁକ୍ତିଯୁକ୍ତ ବୋଲି ଆପଣ ମାନେ ଭାବୁଛନ୍ତି,
ଗଛ କାଟିବା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଁ ଯାଉଛି ନା ଘଣ୍ଟା ଗୁଡା ଯାଉଛି ତାହା ଦେଖିବାକୁ ବାକି ରହିଲାା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026

You Might Also Like