-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||     

HOME   ଜିଲ୍ଲା

ନୀତିକାନ୍ତିରେ ସଂପନ୍ନ ଲସ୍ତଲା ବାହୁଡା ଯାତ୍ରା

21-Jul-2021



ଉଲୁଣ୍ଡା, (ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଲସ୍ତଲା ଶ୍ରୀ ଜଗନ୍ନାଥଙ୍କ ନଅଦିନ ବ୍ୟାପି ଅନୁଷ୍ଠିତ ରଥଯାତ୍ରା  ଉତ୍ସବ ଏଥର କୋଭିଡ କଟକଣା ଯୋଗୁଁ କେବଳ ନିତୀକାନ୍ତିରେ ସମ୍ପନ୍ନ ହୋଇଛି । ରଥଯାତ୍ରା ଦିନ ଶ୍ରୀଜିଉ ପରମ୍ପରା କ୍ରମେ ନିରାଡମ୍ବର ଭାବରେ ଅତିଥି ହୋଇ ନିକଟ ସିନ୍ଦ୍ରିଆବାହାଲ ଗ୍ରାମ ମାଉସୀ ଘରକୁ ଯାଇଥିଲେ । ସେଠାରେ ଗ୍ରାମବାସୀ ଏଥର କୌଣସୀ ଉତ୍ସବର ଆୟୋଜନ ନକରି ସିମିତ ସେବକଙ୍କୁ ନେଇ ନଅଦିନ ଧରି ଅପରାହ୍ନ ସମୟରେ ବିଭିନ୍ନ ବେଷ କରିଥିଲେ । ବାହୁଡା ଦିନ ମଧ୍ୟ ଠାକୁରଙ୍କୁ ଶୋକାକୁଲ ପରିବେଷରେ ସିନ୍ଦ୍ରିଆବାହାଲ ଗ୍ରାମବାସୀ ବିଦାୟ ଦେଇଥିଲେ ।  ଆଜି ପ୍ରଭୁଙ୍କୁ ରତ୍ନ ସିଂହାସନରେ ବିଜେ କରାଯାଇଛି ।  ଏ ଉପଲକ୍ଷେ ଆଜି ତୁଲସୀ ରାମାୟଣ ଅନନ୍ତମୁଖି ପାରାୟଣ ସହ ବିଶ୍ୱସାନ୍ତି ହୋମ ସହ ପୁର୍ଣ୍ଣାହୁତୀ ହୋଇଥିଲା । ପଦ୍ମନାଭ ପୁଝାରୀ, ଦିଲ୍ଲିପ ପୁଝାରୀ, ଚିତରଂଜନ ପୁଝାରୀ, ପୁଜାର୍ଚନା କରିଥିବା ବେଳେ ଜନାର୍ଦନ ପୁଝାରୀଙ୍କ ସମେତ ସମସ୍ତ ଗ୍ରାମବାସୀ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   11-Mar-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   11-Mar-2026
  ଜିଲ୍ଲା  
ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   10-Mar-2026

You Might Also Like