-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ରାଜ୍ୟ

ତୃତୀୟ ଲହର ପାଇଁ ଓଡିଶା ସରକାର ସମ୍ପୂର୍ଣ ପ୍ରସ୍ତୁତି ଶେଷ କରି ସାରିଛନ୍ତି. : ସ୍ୱାସ୍ଥ୍ୟ ମନ୍ତ୍ରୀ

22-Jul-2021



ଭୁବନେଶ୍ବର (ପ୍ରେରଣା ଖବର) : ତୃତୀୟ ଲହର ପାଇଁ ଓଡିଶା ସରକାର ସମ୍ପୂର୍ଣ ପ୍ରସ୍ତୁତି ଶେଷ କରି ସାରିଛନ୍ତି l ଗତ ଜୁନ୍ 17 ତାରିଖରେ  ଏକ ସ୍ୱତନ୍ତ୍ର ଗାଇଡଲାଇନ ପ୍ରସ୍ତୁତ କରାଯାଇ ସମସ୍ତ ଜିଲ୍ଲାପାଳ ଏବଂ ମେଡିକାଲ କଲେଜ ଗୁଡିକୁ ନିର୍ଦେଶ ଦିଆଯାଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି lଶିଶୁ ମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଡିଏମଇଟିଙ୍କ ନେତୃତ୍ୱରେ ଏକ କମିଟି ଗଠନ କରାଯାଇଛି. ଶିଶୁଙ୍କ ପାଇଁ 1610 ଜେନେରାଲ ବେଡ଼, 610 ଆଇସିୟୁ ଏବଂ ଶିଶୁ ଭବନରେ ସ୍ୱତନ୍ତ୍ର କୋଭିଡ ବ୍ଲଗ ଖୋଲାଯାଇଛି. ଶିଶୁ ମାନଙ୍କ କ୍ଷେତ୍ରରେ ଅଧିକ ସଂକ୍ରମଣ ବଢିଲେ କୋଭିଡ କେୟାର ସେଣ୍ଟର ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି. ପ୍ରତି ସିଏଚସିରେ ଅତି କମରେ 2 ରୁ 4 ଟି ଶିଶୁ ମାନଙ୍କ ପାଇଁ ବେଡ଼ ବ୍ୟବସ୍ଥା କରାଯାଇଛି. ଏହା ସହ ସମସ୍ତ 7 ଟି ମେଡିକାଲ କଲେଜରେ 64 ଟି ଏନଆଇସିୟୁ ଏବଂ 155 ଆଇସୋଲେସନ ବେଡ଼ ପ୍ରସ୍ତୁତ କରାଯାଇଛି. ସବୁ ଜିଲ୍ଲା ସଦର ମହକୁମା ହସ୍ପିଟାଲରେ ଶିଶୁ ମାନଙ୍କ ପାଇଁ ଆଇସିୟୁର ବ୍ୟବସ୍ଥା କରିବାକୁ ନିର୍ଦେଶ ଦିଆଯାଇଛି. ସବୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦରେ ଷ୍ଟାଫ ନର୍ସ ଏବଂ ଡାକ୍ତରମାନଙ୍କୁ ପ୍ରଶିକ୍ଷଣ ପାଇଁ ବ୍ୟବସ୍ଥା କରାଯାଇଛି. ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିବାକୁ ଅଙ୍ଗନବାଡି ଏବଂ ଆଶା କର୍ମୀଙ୍କୁ ନିର୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି l

କେନ୍ଦ୍ର ସରକାର ତୃତୀୟ ଲହର ମୁକାବିଲା ପାଇଁ ରାଜ୍ୟକୁ 861 କୋଟି ଟଙ୍କା ଦେଇଛନ୍ତି. ଆକ୍ସିଜେନ, ଶିଶୁ ମାନଙ୍କ ବିଭାଗ, ଆଇସିୟୁ, ପିଏଚସି ଏବଂ ଆରଟି - ପିସିଆରରେ ଖର୍ଚ୍ଚ କରିବାକୁ କହିଛନ୍ତି. ଏହି ଟଙ୍କାକୁ କେନ୍ଦ୍ର ସରକାର ଆମକୁ 40/60 ରେସିଓରେ ଆମକୁ ଯୋଗାଇ ଦେଇଛନ୍ତି. ଯାହା ଟଙ୍କା ପ୍ରଯ୍ୟାୟ କ୍ରମେ କେନ୍ଦ୍ରରୁ ଆସିବ ସେଥିରେ ଆମେ ଯାହା କାର୍ଯ୍ୟକ୍ରମ ଆମର ରହିଛି ତାହାକୁ ତ୍ୱରାନ୍ୱିତ କରିବୁ. ଶିଶୁ ମାନଙ୍କ ପାଇଁ ଆଇସିୟୁ, ବେଡ଼,ବ୍ୟବସ୍ଥା ଅଧିକ କରାଯିବ.  ମେଡ଼ିସିନ ଠୁ ନେଇ ପ୍ରତ୍ୟେକ ବ୍ୟବସ୍ଥା ମହଜୁଦ ରଖିବା ନିମନ୍ତେ ସବୁ ସିଡ଼ିଓଙ୍କୁ ନିର୍ଦେଶ ଦିଆଯାଇଛି. ତୃତୀୟ ଲହରକୁ ସମ୍ପୂର୍ଣ ଭାବେ ନିୟନ୍ତ୍ରଣ କରିବାକୁ ଆମେ ଆଶା ରଖିଛୁ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, କହିଛନ୍ତି l


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like