-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ପଶ୍ଟିମ ଓଡ଼ିଶା ଯୁବା ମଞ୍ଚ, ବଲାଙ୍ଗୀର ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆବଣ୍ଟନରେ ପଶ୍ଚିମ ଓଡ଼ିଶାକୁ ଅବହେଳା ପ୍ରତିବାଦରେ ପଦଯାତ୍ରା

22-Jul-2021



ବଲାଙ୍ଗିର (ପ୍ରେରଣା ଖବର) : ଆଜି ପଶ୍ଟିମ ଓଡ଼ିଶା ଯୁବା ମଞ୍ଚ, ବଲାଙ୍ଗୀର ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆବଣ୍ଟନରେ ପଶ୍ଚିମ ଓଡ଼ିଶାକୁ ଅବହେଳା କରାଯାଇଥିବା ଅଭିଯୋଗ ନେଇ ଏକ ବିଶାଳ ପଦଯାତ୍ରା ସକାଳ ୧୦:୩୦ରେ ଟାଉନ ହଲ୍ ଠାରୁ ବାହାରି ଜିଲ୍ଲାପାଳ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲା।
ଦୀର୍ଘ ସମୟ ଧରି ଯୁବା ମଞ୍ଚର ସଦସ୍ୟମାନେ ଜିଲ୍ଲାପାଳ ଅଫିସ ଘେରାଉ ସହ ନାରାବାଜି କରିଥିଲେ। ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ୬ଦଫା ଦାବିପତ୍ର ପ୍ରଦାନ କରିଥିଲେ। ସରକାରଙ୍କ ସହ ରଖାଯାଇଥିବା ଦାବି ତଥା ଜିଲ୍ଲାରେ ଆବଶ୍ୟକ ଆବାସ ଯୋଜନା ଅନୁଦାନ ବିଷୟରେ ଆଲୋଚନା କରାଯାଇ ସମସ୍ୟା ସବୁର ସମାଧାନ ଦିଗରେ ପଦକ୍ଷେପ ନିଆଯିବ ବୋଲି ଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଥିଲେ।
ଆଗାମୀ ଦିନରେ ଯଦି ପଶ୍ଚିମ ଓଡ଼ିଶା ପ୍ରତି ଏମିତି ବୈମାତୃକ ମନୋଭାବ ପୋଷଣ କରାଗଲା ତେବେ ଶାନ୍ତିପୂର୍ଣ୍ଣ ପଦଯାତ୍ରା ଭୟାବହ ଆନ୍ଦୋଳନର ରୂପ ନେବ। ଆଉ ସେଥିପାଇଁ କେବଳ ସରକାର ହିଁ ଦାୟୀ ରହିବେ ବୋଲି ଆବାହକ ଅଭିଷେକ ଦାଶ କହିଛନ୍ତି।
ଏହି ପଦଯାତ୍ରା ରେ ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ର ଗୋପବନ୍ଧୁ ପଟେଲ, ରମ୍ୟ ସାହୁ, ଜୟନ୍ତ ସାହୁ, ରିକୁନ ମିଶ୍ର, ଥବିର କର୍ମୀ, ଖଗେଶ୍ବର ପଧାନ, ସୁରେଶ କମ୍ପ,  ଅଙ୍କିତ ବିଶି, ଗଣେଶ ପଧାନ, ସନ୍ତୋଷ ପଲିତା, କିଶୋର ଗୁରାଣ୍ଡି, ଲିଙ୍ଗରାଜ ସେଠ, ଦେବ ପଣ୍ଡା, ବିରେନ୍ଦ୍ର ପାଣ୍ଡେ, ସରୋଜ ପଧାନ, ଦେବେନ୍ଦ୍ର ପଟେଲ, ସୌମ୍ୟଜିତ ମିଶ୍ର ଙ୍କ ସହ କୋଶଲ ରାଜ୍ୟ ସମନ୍ୱୟ ସମିତି, କୋଶଲ ଯୁବ ସମନ୍ୱୟ ସମିତି, ବଲାଙ୍ଗୀର ସ୍ବେଚ୍ଛାସେବୀ ଓ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତି  ଉପସ୍ଥିତ ରହିଥିଲେ।

 


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like