-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା : ଅନଲାଇନ୍ ବଡ଼ ଦେଓ ପାଠାଗାର ଶୁଭ ଉଦ୍ଘାଟନ ସହିତ ବୃକ୍ଷରୋପଣ କଲେ ବିଧାୟକ

22-Jul-2021



ଲୋଇସିଂହା, (ବିନୋଦ କୁମାର ଦୀପ): ବଲାଙ୍ଗୀର ଜିଲ୍ଲାର ଲୋଇସିଂହାର ଆଦିବାସୀ କଲ୍ୟାଣ ଭବନ ଠାରେ ମୁଖ୍ୟ ଅତିଥି ମାନ୍ୟବର ବିଧାୟକ ଲୋଇସିଂହା ଶ୍ରୀଯୁକ୍ତ ମୁକେଶ ମହାଲିଙ୍ଗ କରକମାଳରେ  *ଅନଲାଇନ୍ ବଡ଼ ଦେଓ ପାଠାଗାର ଶୁଭ ଉଦ୍ଘାଟନ ସହିତ ବନ ମହୋତ୍ସବ ସପ୍ତାହ ଉପଲକ୍ଷେ ବୃକ୍ଷରୋପଣ ଓ ଗୋଣ୍ଡୀ ଭାଷା ଦିବସ ପାଳିତ ହୋଇଯାଇଛି ।ଏହା ସହିତ ଜିଲ୍ଲା ମହିଳା ଆୟୋଜନ ସମିତି ଗଠନ ମଧ୍ୟ କରାଗଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ବିଧାୟକ ମୁକେଶ ମହାଲିଙ୍ଗ, ଉପଜିଲ୍ଲପାଳ ଲମ୍ବୋଦର ଧରୁଆ, ମୁଖ୍ୟ ପୁରେଧା ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ମାଝୀ, ମୁଖ୍ୟ ବକ୍ତା ମହେନ୍ଦ୍ର ନାଏକ, ସମ୍ମିନୀତ ଅତିଥି ଶ୍ରୀଯୁକ୍ତ ଖାମ ସିଂ ମାଝୀ, ପ୍ୟାରୀ ମୋହନ ନାଏକ, ଗଣେଶ ମାଝୀ, ଡ ପ୍ରତିମା ସୋରେନ, ବିନୋଦ ବିହାରୀ ମଲ୍ଲିକ,ମିନକେତନ ମାଝୀ,ହୋମସିଂ ମାଝୀ,ଚୂଡ଼ାମଣି ଧରୁଆ ଶ୍ୟାମ ସୁନ୍ଦର ଭୋଇ,ରାମଚନ୍ଦ୍ର ଧରୁଆ,ଦମୟନ୍ତୀ ମହାପାତ୍ର,ସୁକାନ୍ତିବାଲା ନାଏକ,ପଙ୍କଜିନି ଭୋଇ,ଜିଲ୍ଲା ଜି.ଏସ.ୟୁ ର ସଭାପତି ଲଲିତ ମୋହନ ପୁଟା,ମହାସଚିବ ସୁବ୍ରତ କୁଅଁର,ଉପସଭାପତି ଚନ୍ଦ୍ରଶେଖର କୁଅଁର,ପ୍ରଚାର ସଚୀବ ମକୁନ୍ଦ ଧରୁଆ,କୋଷାଧ୍ୟକ୍ଷ ନରେନ୍ଦ୍ର ପୁଟା, ଗୁଣନିଧି ଧରୁଆ,ଟିକେଲାଲ୍ ଧରୁଆ,ପବିତ୍ର ସଲତର,ସୁବଳ ଧରୁଆ,ଲୋଇସିଂହା ବ୍ଲାକ ଜି.ଏସ.ୟୁ ସଭାପତି ସଞ୍ଜୟ କହିଣ୍ଡା,ନିତ୍ୟା ସଲତର,ନୀତ୍ୟା ଧରୁଆ,ଆଗଲପୁର ଜି.ଏସ.ୟୁ ସଭାପତି ଦେବେନ୍ଦ୍ର ପୁଟା,ଡୋଲାମଣି ଭୋଇ,କର୍ମଚାରୀ ଆୟୋଜନ ସମିତିର ସଭାପତି ରୁକ୍ମଣ ଧରୁଆ,ଗୋବିନ୍ଦ ଭୋଇ,ସୁରେଶ ସଲତର, ହୃଷୀକେଶ ମଲ୍ଲିକ,ସଦାନନ୍ଦ ଭୋଇ, ପୂର୍ଣ୍ଣଚନ୍ଦ୍ର ଭୋଇ,ଯୁବ ସଂଗନ ର ପ୍ରଶାନ୍ତ କାହିଣ୍ଡା,ଭୁବନେଶ୍ୱର ଧରୁଆ, ହରିହର ସିଂ ଛତ୍ରିଆ ଓ ଲୋଇସିଂହା ବ୍ଲକ୍ ର ସମସ୍ତ ସର୍କଲ ସଭାପତି ପ୍ରମୁଖ ବ୍ୟକ୍ତିମାନେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ ଲୋଇସିଂହା ବ୍ଲକ ଆୟାଜନ ସମିତି ସଭାପତି ଶ୍ରୀଯୁକ୍ତ ଦଶରଥ ଛତ୍ରିଆ ସଭାପତିତ୍ୱ ଓ ଶ୍ରୀଯୁକ୍ତ ବିନୋଦ ବିହାରୀ ମଲ୍ଲିକ ସଭା ପରିଚାଳନା କରିଥିଲେ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like