-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ନୟାଗଡ଼ : ଶ୍ରମ ବିଭାଗ ର କୁମ୍ଭକର୍ଣ ନିଦ୍ରା, ଜନଅସନ୍ତୋଷ ବୃଦ୍ଧି

22-Jul-2021



ନୟାଗଡ଼ (ପ୍ରଦୀପ କୁମାର ପଣ୍ଡା): ନୟାଗଡ଼ ଜିଲ୍ଲା ଶ୍ରମ ବିଭାଗ କାର୍ଯ୍ୟକୁ ନେଇ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇବା ସହ ଆଜି ବିଭିନ୍ନ ସଂଗଠନ ପକ୍ଷରୁ ଶ୍ରମ ଅଧିକାରୀ ଏବଂ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ୧୦ ଦିନ ମଧ୍ୟରେ ଦାବି ପୁରଣ ନହେଲେ ଆସନ୍ତା ୨ ତାରିଖରୁ ଗଣଧାରଣା ପାଇଁ ଚେତାବନୀ ଦିଆଯାଇଛି । ଗତ ୧୩ ତାରିଖରେ ଶ୍ରମ ବିଭାଗ ଏବଂ ସଂଗଠନ ମଧ୍ୟରେ ହୋଇଥିବା ଦ୍ୱିପାକ୍ଷିକ ଆଲୋଚନାକୁ କାର୍ଯ୍ୟକାରୀ କରାନଯିବାକୁ ନେଇ ଅସନ୍ତୋଷ ସୃଷ୍ଟି ହୋଇଛି । ୪ ବର୍ଷ ହେବ ପରିଚୟ ପତ୍ର ପାଇଁ ଦରଖାସ୍ତ କରିଥିବା ଶ୍ରମିକମାନଙ୍କୁ ତୁରନ୍ତ ଶ୍ରମିକ ପରିଚୟ ପତ୍ର ପ୍ରଦାନ କରିବା ପାଇଁ ଦାବି ହୋଇଥିଲା । ଏଥିସହିତ ୨0୧୭ ମସିହାରୁ ବିବାହ, ଶିକ୍ଷା, ମୃତ୍ୟୁ ସହାୟତା ପାଇଁ ପଡ଼ି ରହିଥିବା ଆବେଦନକୁ ତଦନ୍ତ କରି ସହୟତା ପ୍ରଦାନ ପାଇଁ ଆଲୋଚନାରେ ନିଷ୍ପତ୍ତି ହୋଇଥିଲା । ସଂଗଠନ ପ୍ରତି ଶ୍ରମ ଅଧିକାରୀ ହେୟଜ୍ଞାନ ମନେ କରୁଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ଆଜି ବିଜୁ ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସହ ସମ୍ପାଦକ ଶ୍ରୀକାନ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ ୧୨ଟି ସଂଗଠନର କର୍ମକର୍ତ୍ତା ବାସୁଦେବ ମହାନ୍ତି, ପ୍ରମୋଦ ମହାରଣା, ପ୍ରକାଶ ଚନ୍ଦ୍ର ମହାନ୍ତି, ରମେଶ ଚନ୍ଦ୍ର ପଣ୍ଡା, ମନୋଜ କୁମାର ନାୟକ, ବିନୋଦ କୁମାର ସ୍ୱାଇଁ, ହରିହର ଦଳବେହେରା ପ୍ରମୂକ ଆଜି ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like