-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ପୂର୍ବତନ ସାଂସଦ ନିତ୍ୟାନନ୍ଦ ମିଶ୍ରଙ୍କ ବିୟୋଗରେ  ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଶୋକ ପ୍ରକାଶ

22-Jul-2021



ବଲାଙ୍ଗିର,(ପ୍ରେରଣା ଖବର) : ପୂର୍ବତନ ସାଂସଦ ତଥା ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିତ୍ୟାନନ୍ଦ ମିଶ୍ରଙ୍କ ବିୟୋଗରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ୱର୍ଗତ ମିଶ୍ର ପ୍ରଦେଶ କଂଗ୍ରେସ କମିଟି ସଭାପତି, ୧୯୮୦-୧୯୮୯ ଦୁଇ ଥର ବଲାଙ୍ଗିରର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ସମୟରେ ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳିରେ ବହୁବିଧ ଉନ୍ନୟନମୂଳକ କାର୍ଯ୍ୟ ସମ୍ପନ୍ନ ହୋଇଥିଲା । ସେ ପ୍ରଦେଶ କଂଗ୍ରେସ କମିଟିରେ ଜଣେ ଟାଣୁଆ ନେତା ହିସାବରେ ଖ୍ୟାତି ଅର୍ଜନ କରିଥିଲେ । ତାଙ୍କ ବିୟୋଗରେ କଂଗ୍ରେସ ଦଳର ଅପୁରଣିୟ କ୍ଷତି ହେଲା ବୋଲି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ଜିଲ୍ଲା କଂଗ୍ରେସ କମିଟି ସଭାପତି ଦିଲିପ ବେହେରା, ପିସିସି ବରିଷ୍ଠ ପ୍ରବକ୍ତା ସମରେନ୍ଦ୍ର ମିଶ୍ର, ଉପ-ସଭାପତି ମନୀଷ ମିଶ୍ର, ଟାଉନ କଂଗ୍ରେସ ସଭାପତି ବୁଲୁ ଦାନି, ସେବାଦଳ ଅଧ୍ୟକ୍ଷ ଅସୀତ ମିଶ୍ର, କିଶାନ କଂଗ୍ରେସ ଅଧ୍ୟକ୍ଷ ସାନନ୍ଦ ମିଶ୍ର, ଉମାକାନ୍ତ ସାହୁ, ସନ୍ତକ ବହିଦାର, ମହିଳା କଂଗ୍ରେସ ସଭାପତି ମିଳନୀ ସାହୁ, ଉମାଶଙ୍କର ପଣ୍ଡା, ପଞ୍ଚାୟତ ରାଜ ସଂଗଠନ ସଭାପତି ଅଜୟ ବାଲି, ଯୁବ କଂଗ୍ରେସ ସଭାପତି ପ୍ରେମ ପ୍ରକାଶ ମିଶ୍ର, ଛାତ୍ର କଂଗ୍ରେସ ସଭାପତି ଅଙ୍କିତ ସାହୁ, ବରିଷ୍ଠ କଂଗ୍ରେସ ନେତା ସତ୍ୟାନନ୍ଦ ସୁନା, ଦଳିତ ନେତା ଜୈତିଷ ମୁଗ୍ରୀ, ଓମ୍ ପ୍ରକାଶ କୁମ୍ଭାର, ଲୋପନ ମିଶ୍ର, ଅଭିନାଶ ପ୍ରସାଦ ସାଏ, ପ୍ରକାଶ ସାହୁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ହୃଦାନନ୍ଦ ଭୋଇ, ଅଖଣ୍ଡ ସେଠ, ସଂଜୟ ମିଶ୍ର, କୈଳାସ ମିଶ୍ର, ଜୁଲୁ ପଟ୍ଟନାୟକ, ପବିତ୍ର ନେପାକ ଙ୍କ ସମେତ ସମସ୍ତ କଂଗ୍ରେସ କର୍ମୀ ଶୋକ ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like