-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସ୍ପେଶାଲ କ୍ଲାସ୍ କଣ୍ଟ୍ରାକ୍ଟର୍ ରାମକୁମାର ଅଗ୍ରୱାଲ ଇଂଜିନିୟର୍ସ ପ୍ରାଇଭେଟ ଲିମିଟେଡକୁ କଳା ତାଲିକାଭୁକ୍ତ କଲେ ରାଜ୍ୟ ଗ୍ରାମ୍ୟଉନ୍ନୟନ ବିଭାଗ

22-Jul-2021



ବଲାଙ୍ଗୀର(ପ୍ରେରଣା ଖବର ବ୍ୟୁରୋ) : ବଲାଙ୍ଗୀର ସ୍ପେଶାଲ କ୍ଲାସ୍ କଣ୍ଟ୍ରାକ୍ଟର୍ ରାମକୁମାର ଅଗ୍ରୱାଲ ଇଂଜିନିୟର୍ସ ପ୍ରାଇଭେଟ ଲିମିଟେଡକୁ କଳା ତାଲିକାଭୁକ୍ତ କଲେ ରାଜ୍ୟ ଗ୍ରାମ୍ୟଉନ୍ନୟନ ବିଭାଗ । ଏ ନେଇ ପତ୍ର ଜାରି କଲେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ କୋଠା ଓ ବ୍ରିଜ୍ ମୁଖ୍ୟଯନ୍ତ୍ରୀ । ସଂସ୍ଥାର ଲାଇସନ୍ସ ବାତିଲ ସହ ପ୍ରତ୍ୟେକ୍ଷ ବା ପରୋକ୍ଷ ଭାବେ ରାଜ୍ୟ ସରକାରଙ୍କ ସହ କୌଣସି ବ୍ୟବସାୟୀକ ସଂପର୍କ ନରଖିବାକୁ ପତ୍ରରେ ନିର୍ଦ୍ଦେଶ । ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ - ମୁଦଲସର୍ ବ୍ରିଜ୍ ଭଙ୍ଗା ଘଟଣାରେ ବିବାଦୀୟ ହୋଇଥିଲା ରାମକୁମାର ଅଗ୍ରୱାଲ ଇଂଜିନିୟର୍ସ ପ୍ରାଇଭେଟ ଲିମିଟେଡ୍ ଠିକା ସଂସ୍ଥା । ୨୦୨୦, ଏପ୍ରିଲ ୨୯ତାରିଖରେ ବ୍ରିଜ ଭୁଶୁଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026

You Might Also Like