-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟ ଓ ଅର୍ଥ ମନ୍ତ୍ରୀଙ୍କ ଅଞ୍ଚଳର ବଡ଼ ମେଡିକାଲରେ ଅସ୍ତ୍ରୋପଚାର ସାମଗ୍ରୀ ର ଅଭାବ: ରୋଗୀଙ୍କ ଦାବି ନେଇ ବିଜେପି ରଖିଲା ଜବାବ

22-Jul-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାର ହଜାର ହଜାର ବିପିଏଲ ଓ ଗରୀବ ଜନସାଧାରଣ ବିଭିନ୍ନ ସମୟରେ ଦୁର୍ଘଟଣା ମାନଙ୍କରେ ପଡି ହାତ ଗୋଡ଼ ଭାଙ୍ଗି ଭିମସାର ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି ହେଉଛନ୍ତି। ସେଠାରେ ଅପରେସନ ସମୟରେ ଲାଗୁଥିବା ଷ୍ଟିଲ ରଡ଼ ଓ ଲୁହାର ଅଭାବରୁ ସେମାନଙ୍କୁ ମାସାଧିକ କାଳ ଏଡ଼ମିଟ ହୋଇ ପ୍ରତୀକ୍ଷା କରିବାକୁ ପଡୁଛି।  ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ଠାରୁ ଆସୁଥିବା କୋଟି କୋଟି ଟଙ୍କା ଅନୁଦାନରୁ ଏହି ଅସ୍ତ୍ରୋପଚାର ସାମଗ୍ରୀ  ତୁରନ୍ତ କିଣା ଯାଇ    ଡାକ୍ତରଖାନାରେ ଷ୍ଟିଲ ଓ ଲୁହାକୁ ମହଜୁଦ ରଖିବା ଦାବି ଓ଼  ମୋଟା ଅଙ୍କ ର  ଅର୍ଥ  ଲୋଭରେ ଘରୋଇ ନର୍ସିଂ ହୋମ କୁ  ନେଇ ସେଠାରେ ଚିକିତ୍ସା କରିବା ପାଇଁ ପ୍ରବର୍ତ୍ତlଉଥିବା  ଡାକ୍ତର ଓ଼ ମେଡିକାଲ କର୍ମଚାରୀଙ୍କ  ଦଲାଲରାଜକୁ ବନ୍ଦ କରିବା, କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ଛୁଟି ଦିନ ମାନଙ୍କ ରେ ଵି ସକ୍ରିୟ ଭାବେ   ଓ. ଟି  ସେବାକୁ ଚାଲୁ ରଖିବା  ଏବଂ ଏହି  ଗରିବ ରୋଗୀଙ୍କୁ ଉତ୍ତମ

ଚିକିତ୍ସା ସେବା ଦେବାକୁ   ସୁବର୍ଣ୍ଣପୁର ଜିଲ୍ଳାପାଳଙ୍କ ଜରିଆରେ ଭିମସାର ଅଧିକ୍ଷକଙ୍କୁ  ଆଜି ବିଜେପି ନେତା ବଳଦେବ ବେଦବାକଙ୍କ ନେତୃତ୍ୱରେ  ଏକ  ଉଚ୍ଚସ୍ତରୀୟ ପ୍ରତିନିଧି ଦଳ  ଦାବିପତ୍ର ପ୍ରଦାନ କରିଛନ୍ତି ।  ଖୋଦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ  ସହର  ଓ଼  ପଶ୍ଚିମ ଓଡିଶାର ବଡ଼ ବଡ଼  ଟାଣୁଆ ମନ୍ତ୍ରୀ  ମାନଙ୍କ ଅଞ୍ଚଳରେ  ଥିବା ଏହି  ବଡ଼ ମେଡିକାଲ  ସବୁ ବିଭାଗ ର  ଅବ୍ୟବସ୍ଥା  କୁ ଘୋର ସମାଲୋଚନା କରି ଏହା ଏକ ଲଜ୍ଜା ର ବିଷୟ ବୋଲି ଶ୍ରୀ ବେଦବାକ ମତ ରଖିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026

You Might Also Like