-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲାର ତିନି ବିଧାୟକଙ୍କ ସହ ମନ୍ତ୍ରୀ ପ୍ରତାପ ଜେନାଙ୍କ ଆଲୋଚନା

23-Jul-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ଥିବା ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କଭୁବନେଶ୍ବରସ୍ଥିତ ବାସଭବନରେ ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀର ବିଧାୟକଙ୍କ ଏକ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଛି। କନ୍ଧମାଳ ଜିଲ୍ଲା ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଘୁ.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ଉପସ୍ଥିତିରେ ମନ୍ତ୍ରୀ ଶ୍ରୀ ଜେନା ଜିଲ୍ଲାର ସାଂଗଠନିକ ସ୍ଥିତିର ସମୀକ୍ଷା କରିଥିଲେ। କନ୍ଧମାଳ ଜିଲ୍ଲାର ୱାର୍ଡ଼ ଏବଂ ପଞ୍ଚାୟତରେ ବିଜୁ ଜନତା ଦଳର ସଂଗଠନକୁ ଅଧିକ ସୁଦୃଢ଼ କରିବା ନେଇ ବୈଠକରେ ଆଲୋଚନା ହୋଇଥିଲା। ଯୁବ, ଛାତ୍ର ଓ ମହିଳାମାନଙ୍କୁ କିଭଳି ଅଧିକ ସଂଖ୍ୟାରେ ଦଳରେ ସାମିଲ କରାଯିବ, ଗାଁର ପ୍ରତି ଲୋକଙ୍କ ନିକଟରେ ପହଞ୍ଚି ସେମାନଙ୍କ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନ କରାଇବାକୁ ମନ୍ତ୍ରୀ ଶ୍ରୀ ଜେନା ବିଧାୟକମାନଙ୍କୁ ପରାମର୍ଶ ଦେଇଥିଲେ। କନ୍ଧମାଳ ଜିଲ୍ଲାର ବିଜେଡି ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ପ୍ରଥମ ଆଲୋଚନା ହୋଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026

You Might Also Like