-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ରାଜ୍ୟ

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ

23-Jul-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬ ଜଣ, ବାଲେଶ୍ୱରରୁ ୧୦ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବରଗଡରୁ ୫ଜଣ, ସୁନ୍ଦରଗଡରୁ ୪ଜଣ, ବଲାଙ୍ଗୀର, ଝାରସୁଗୁଡା, ରାୟଗଡା ଓ କନ୍ଧମାଳରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।   

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୩୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୯୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like