-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

 କ୍ଲଷ୍ଟର ସ୍ତରୀୟ  ବୃକ୍ଷରୋପଣ କାର୍ଯ୍ୟକ୍ରମ

23-Jul-2021



ବୀରମହାରାଜପୁର(ବିନୋଦ କୁମାର ପାଣ୍ଡେ)- ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଉଚ୍ଚ ବିଦ୍ୟାଳୟଠାରେ କ୍ଲଷ୍ଟର ସ୍ତରୀୟ ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସି.ଆର.ସି.ସି. ଜମ୍ବଶ୍ୱର ଦୀପଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବୀରମହାରାଜପୁର ଉପ ଜିଲ୍ଲାପାଳ ଅଶୋକ ଭୋଇ ମୁଖ୍ୟଅତିଥି ଭାବରେ , ଗୋଷ୍ଠି ଶିକ୍ଷାଧିକାରୀ ଶାନ୍ତନୁ କୁମ୍ଭକାର, ସୁବଳୟା ଫରେଷ୍ଟ ରେଞ୍ଜର୍ ଅବିନାଶ ବରିହା, ସୁବଳୟା ସମିତିସଭ୍ୟ ରଞ୍ଜିତ କୁମାର ରଥ, ସରପଂଚ ଲିଲି ପାତ୍ର, ହାଇସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସ୍ୱର୍ଣ୍ଣଲତା ବେହେରା ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦାନ କରି ବୃକ୍ଷରୋପଣର ଉପାଦେୟତା ଓ ସବୁଜ ବନାନୀର ମାନବ ସମାଜ ପ୍ରତି ଅବଦାନ ସଂପର୍କରେ ଆଲୋକପାତ କରିଥିଲେ ।  ଗୋଷ୍ଠି ଶିକ୍ଷା ଅଧିକାରୀ ଶ୍ରୀକୁମ୍ଭକାରଙ୍କ ପ୍ରେରଣାରେ ଆୟୋଜିତ ସଭାକାର୍ଯ୍ୟକୁ  ଜିଲ୍ଲା ଜୁନିଅର ରେଡକ୍ରସ ସାଧନକର୍ମି ତଥା ସୁବଳୟା ହାଇସ୍କୁଲର ଜୁନିଅର ରେଡକ୍ରସ ପରାମର୍ଶଦାତା ଚନ୍ଦ୍ରମଣି ବାଘ ସଂଯୋଜନା କରିଥିଲେ । ଶିକ୍ଷୟିତ୍ରୀ ଶମ୍ପା ବିଶ୍ୱାଲ ସ୍ୱାଗତ ଅଭିଭାଷଣ ଦେବା ସହିତ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ  ଶିକ୍ଷକ ସନ୍ତୋଷ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ସଭା କାର୍ଯ୍ୟକ୍ରମର ପରେ ପରେ ସୁବଳୟା ହାଇସ୍କୁଲ ଖେଳ ପଡିଆରେ ସାମୁହିକ ଭାବରେ ସମସ୍ତ ଅତିଥି ଏବଂ ଶିକ୍ଷକ  ବୃନ୍ଦ ନିମ୍ବ, କରଂଜ,ଜାମୁ, ପଣସ, ଶାଗୁଆନ ପ୍ରଭୃତି ୨୦୦ ଗୋଟି ବୃକ୍ଷରୋପଣ  କରିଥିଲେ । କାର୍ଯ୍ୟକ୍ରମରେ ସୁବଳୟା କ୍ଲଷ୍ଟରର ସମସ୍ତ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like