-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ରାଜ୍ୟ

ସୁନାବେଡ଼ା ଅଭୟାରଣ୍ୟରେ ମାଓ କ୍ୟାମ୍ପ ଠାବ, ୫ ବନ୍ଧୁକ ସହ ବି‌ସ୍ଫୋରକ ସାମଗ୍ରୀ ଜବତ, ମାଓବାଦୀ ଛାତ୍ରଭଙ୍ଗ

23-Jul-2021



ନୂଆପଡ଼ା(ପ୍ରେରଣା ଖବର ବ୍ୟୁରୋ) -ଅନେକ ଦିନର ବ୍ୟବଧାନ ପରେ ନୂଆପଡ଼ା ଜିଲ୍ଲାରେ ପୁଣି ମାଓବାଦୀଙ୍କ ଉପସ୍ଥିତି ଦେଖିବାକୁ ମିଳିଛି। ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନା କୁନ୍ଦେନଝରନ ଗାଁ ପାଟଦରା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ମାଓକ୍ୟାମ୍ପ ଠାବ ହୋଇଛି। ନୂଆପଡ଼ା ୨୧୬ ବାଟାଲିୟନ୍‌ ସିଆରପିଏଫ ପକ୍ଷରୁ କ୍ୟାମ୍ପ ଠାବ କରାଯାଇଛି। ଯବାନଙ୍କୁ ଦେଖି ମାଓବାଦୀ ମାନେ ଛତ୍ରଭଙ୍ଗ ଦେଇଥିଲେ l ସଂରକ୍ଷିତ ଜଙ୍ଗଲରେ ମାଓକ୍ୟାମ୍ପ ଥିବାନେଇ ସିଆର୍‌ପିଏଫକୁ ସୂଚନା ମିଳିଥିଲା। ସିଆରପିଏଫ ୨୧୬ କମାଣ୍ଡାଣ୍ଟ୍‌ ରାଜେଶ ବତ୍ସଙ୍କ ନେତୃତ୍ବରେ ଯବାନ ମାନେ ବୁଧବାର କୁନ୍ଦେନଝରନ ଗାଁ ପାଟଦରl ସଂରକ୍ଷିତ ଜଙ୍ଗଲରେ କମ୍ବିଂ ଆରମ୍ଭ କରିଥିଲେ। ସୂଚନା ପାଇ କ୍ୟାମ୍ପରୁ ମାଓବାଦୀ ପଳାଇଥିଲେ। ଯବାନମାନେ କ୍ୟାମ୍ପରୁ ୫ଟି ବନ୍ଧୁକ, ୩୬ଟି ଡିଟୋନେଟର, ବମ୍ ଗନ୍‌ ଗୋଟିଏ, ୨୫ଟି ଜିଲେଟିନ୍, ବହୁ ବିସ୍ଫୋରକ ସାମଗ୍ରୀ ଜବତ କରିଥିଲେ। ମାଓବାଦୀ ବ୍ୟବହାର କରୁଥିବା ବହୁ ଜିନିଷ ଜବତ ହୋଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ଏହି ସାମଗ୍ରୀ ଗୁଡ଼ିକ ସିଆର୍‌ପିଏଫ କ୍ୟାମ୍ପରେ ପହଞ୍ଚିନଥିଲା।ସୂଚନାଥାଉ କି, ଗତ ୩ ଦିନ ତଳେ ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ଛତିଶଗଡ଼ର ଜଣେ ଲୋକଙ୍କୁ ଙ୍କୁ ମାଓବାଦୀମାନେ ହତ୍ୟା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like