-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||     

HOME   ଜିଲ୍ଲା

ତୁରେକେଲା ଜିପିଓ ଗୋବିନ୍ଦ ଭୋଇଙ୍କ ଘରେ ଭିଜିଲାନ୍ସ ଚଢାଉ ଆୟ ବହିର୍ଭୁତ ସମ୍ପତି ଠୁଲ ଅଭିଯୋଗ

23-Jul-2021




କଣ୍ଟାବାଞ୍ଜି ( ଆନନ୍ଦ କୁମାର  ମୋଟେ ) ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ଗ୍ରାମ ପଂଚାୟତ ଅଫିସର (ଜିପିଓ) ଘରେ ସମ୍ବଳପୁର-ସୋନପୁର-ବରଗଡ-ବଲାଙ୍ଗିର ଭିଜିଲାନ୍ସ ଟିମ ଚଢାଉ କରିଛି । ଜି.ପି.ଓ. ଗୋବିନ୍ଦ ଭୋଇଙ୍କ କଣ୍ଟାବାଞ୍ଜି  ପଟେଲ କଲୋନି ସହ ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ଗାଁ ସ୍ଥିତ ପୈତୃକ ଘର, ମୁରିବାହାଲ , ତୁରେକେଲା ବ୍ଲକ କାର୍ଯ୍ୟାଳୟ ସହ ତାଙ୍କ ପୁଅ ଖୋଲିଥିବା ଏକ ଫଟୋ ଷ୍ଟୁଡିଓରେ ଭିଜିଲ୍ଲାନ୍ସ ଚଢାଉ କରିଥିଲା । ଏକକାଳୀନ ୫ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ  ଆୟ ବହିର୍ଭୁତ ଠୁଲ କରିଥିବା ଅଭିଯୋଗରେ ଏହି ଚଢାଉ ହୋଇଥିବା ବଲାଙ୍ଗିର ଭିଜିଲାନ୍ସ ଡିଏସଡି ସଦାନନ୍ଦ ପାଣୀ ସୁଚନା ଦେଇଛନ୍ତି । ଖବର ଲେଖାଯିବ ପର୍ଯ୍ୟନ୍ତ ଭିଜିଲାନ୍ସ ଟିମ ଶ୍ରୀ ଭୋଇ ଏବଂ ଦୁଇ ପୁଅ, ସ୍ତ୍ରୀ ନାଁରେ ଥିବା ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟ, ଘରେ କେତେ ଦୁଇ ଓ ଚାରି ଚକିଆ ଅଛି, ଯେଉ ଘରେ ସେ ରହୁଛନ୍ତି ତାର ମୁଲ୍ୟ ଭଲି ଅନେକ ସମ୍ପତିର ନିକିନିଖୀ ଯାଂଚ କରାଯାଇଥିଲା । ଦିର୍ଘ ବର୍ଷ ପରେ କଣ୍ଟାବାଞ୍ଜି ସହରରେ ଏଭଲି ଏକ ବଡ ଧରଣର ଭିଜିଲାନ୍ସ ଚଢାଉ ହୋଇଥିବା ବେଳେ ଦୁର୍ନିତି କରୁଥିବା ଅଫିସର, ଅଧିକାରି ମାନଙ୍କ ମଧ୍ୟରେ କୋକୁଆ ଭୟ ଦେଖିବାକୁ ମିଲିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026

You Might Also Like