-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଆଂଚଳିକ ବୈଷମ୍ୟର ପ୍ରତିବାଦରେ କୋସଲ ଯୁବ ସମନ୍ୱୟ ସମିତିର କୋସଲ ସ୍ୱାଭିମାନ ଯାତ୍ରା ଭବାନିପାଟଣାରୁ ଆରମ୍ଭ

23-Jul-2021



ବଲାଙ୍ଗିର,(ପ୍ରେରଣା ଖବର): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କୋଶଳାଂଚଳକୁ ଉପେକ୍ଷା କରାଯାଇଥିବା ପ୍ରତିବାଦରେ ଆଜି ଠାରୁ କୋସଲ ଯୁବ ସମନ୍ୱୟ ସମିତି ତରଫରୁ ଭବାନୀପାଟଣାର ମାଁ ମାଣିକେଶ୍ୱରୀ ମନ୍ଦିର ତରଫରୁ ଆରମ୍ଭ ହୋଇଛି । ଆଗାମୀ ସପ୍ତାହବ୍ୟାପି ଏହି ପଦଯାତ୍ରା କୋଶଲାଂଚଳର ବିଭିନ୍ନ ଜିଲ୍ଲା ଦେଇ ଆଗାମୀ ୨୮ ତାରିଖରେ ବରଗଡ ଠାରେ ସମାହିତ ହେବାକୁ ସ୍ଥିର କରାଯାଇଛି । ବାସ୍ତବରେ ପାଂଚଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ପଦଯାତ୍ରାର ପ୍ରଥମ ପର୍ଯ୍ୟାୟରେ ଏହା କଳାହାଣ୍ଡି ରୁ ବରଗଡ ହେବ । ଆଜି ପଦଯାତ୍ରାର ଶୁଭାରମ୍ଭ ସମୟରେ ବରିଷ୍ଠ କୋସଲବାଦୀ ସଂଗଠକ ପ୍ରଫେସର ଯତୀନ୍ଦ୍ର ମୁଣ୍ଡ, ଶିଶିଳ ପତ୍ରୀ, କଂଗ୍ରେସ ନେତା ମହମ୍ମଦ ସାହେବ, ଶୁଶାନ୍ତ ପ୍ରଧାନ, ପିଣ୍ଟୁ ଅଗ୍ରୱାଲ, ବିନୟ ଦୀପ, କୋସଲ ଯୁବ ସମନ୍ୱୟ ସମିତିର ରାଜ୍ୟ ସଭାପତି ଡୋଳାମଣି ପ୍ରଧାନ, ବରିଷ୍ଠ ସଂଗଠକ ପ୍ରସନ୍ନ ନେଗୀ, ପ୍ରାଣଶଙ୍କର ରାଉତ ପ୍ରମୁଖ ଉପସ୍ଥିତ ରହି ପଦଯାତ୍ରାକାରୀମାନଙ୍କୁ ଉତ୍ସାହିତ କରିଥିଲେ । କୋସଲ ଯୁବ ସମନ୍ୱୟ ସମିତିର ସାଧାରଣ ସଂପାଦକ ଅଚ୍ୟୁତ ସିପୁନ ଖମାରୀ, ସଂପାଦକ ଗିରିରାଜ ଭୋଇ, କୋଷାଧ୍ୟକ୍ଷ ବନମାଳୀ ନାଏକ, ସଂଗଠକ ରଂଜନ ଖୁଆସ, ଯୁଗଳ କିଶୋର ମେହେର, ଧର୍ମରାଜ ବରିହା, ବିଶ୍ୱଜିତ ପ୍ରଧାନ, ଶୁଭମ୍ ପ୍ରଧାନ ପ୍ରମୁଖଙ୍କ ନେତୃତ୍ୱରେ ପ୍ରାୟ ୨୦ ଜଣ କୋସଲବାଦୀ ଯୁବ ସଂଗଠକ ଏହି ପଦଯାତ୍ରାରେ ଯୋଗଦେଇଛନ୍ତି । ପଦଯାତ୍ରାକାରୀମାନଙ୍କୁ ବାଟରେ ବିଭିନ୍ନ ସଂଗଠନ ତରଫରୁ ବହୁ ସଂଖ୍ୟକ ଲୋକେ ବ୍ୟାପକ ସ୍ୱାଗତ ସଂବର୍ଦ୍ଧନା ଜ୍ଞାପନ କରିଛନ୍ତି । ବିଭିନ୍ନ ଗ୍ରାମ ପରିଭ୍ରମଣ କରି ଏହି ପଦଯାତ୍ରାକାରୀମାନେ ଆଜି ରାତ୍ରୀରେ କେସିଙ୍ଗା ପହଞ୍ôଚ ରାତ୍ରି ଯାପନ କରିବେ । କେସିଙ୍ଗା ଠାରେ ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ତଥା ରାଜନୈତିକ ସଂଗଠନ ତରଫରୁ ପଦଯାତ୍ରାକାରୀମାନଙ୍କୁ ସ୍ୱାଗତ ସଂବର୍ଦ୍ଧନା କରିବାର ଯୋଜନା କରାଯାଇଛି । ଆଗାମୀ କାଲି ସକାଳୁ ପଦଯାତ୍ରାକାରୀମାନେ ସଇଁତଳା ଅଭିମୁଖେ ଯାତ୍ରା କରିବାର ଯୋଜନା ଥିବା ବେଳେ ଆଗାମୀ ୨୫ ତାରିଖ ରାତ୍ରିରେ ସେମାନେ ବଲାଙ୍ଗିର ଠାରେ ପହଞ୍ôଚବେ ବୋଲି କୋସଲ ଯୁବ ସମନ୍ୱୟ ସମିତିର ରାଜ୍ୟ କାର୍ଯ୍ୟକାରୀ ସଭାପତି ରିଲୁ ରଥ ଓ ଉପସଭାପତି ବିନୋଦ କାଲସାଏ ଏକ ପ୍ରେସ ବିବୃତିରେ ଜଣାଇଛନ୍ତି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like