-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ପୂର୍ବତନ ସାଂସଦ, ପିସିସି ସଭାପତି ତଥା ବରିଷ୍ଠ କଂଗ୍ରେସ ନେତା ସ୍ୱର୍ଗତ ନିତ୍ୟାନନ୍ଦ ମିଶ୍ରଙ୍କୁ କୋସଲ ରାଜ୍ୟ ସମନ୍ୱୟ ସମିତି ତରଫରୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ

23-Jul-2021



ବଲାଙ୍ଗିର,(ପ୍ରେରଣା ଖବର): ଓଡିଶାର ଅନ୍ୟତମ ବିଶିଷ୍ଟ ଜନନେତା, ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳିର ପୂର୍ବତନ ସାଂସଦ ତଥା ପ୍ରଥମ ନିର୍ବାଚିତ କଂଗ୍ରେସ ଦଳର ପ୍ରଦେଶ ଅଧ୍ୟକ୍ଷ ନିତ୍ୟାନନ୍ଦ ମିଶ୍ରଙ୍କ ଗତ କାଲି ପରିଣତ ବୟସରେ ଦେହାନ୍ତ ହୋଇଯାଇଛି । ଶ୍ରୀ ମିଶ୍ରଙ୍କ ବିୟୋଗରେ ଆଜି କୋସଲ ରାଜ୍ୟ ସମନ୍ୱୟ ସମିତି ତରଫରୁ ସ୍ଥାନୀୟ କୋସଲ ଫାଉଣ୍ଡେସନ କାର୍ଯ୍ୟାଳୟ ଠାରେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛି । କ୍ଷମତାର ଶିର୍ଷରେ ଥାଇ ମଧ୍ୟ ଶ୍ରୀ ମିଶ୍ର ଯେଭଳି ଭାବରେ ନିରଳସ ଓ ଆଦର୍ଶମୟ ଜୀବନଯାପନ କରୁଥିଲେ ତାହା ଶିକ୍ଷଣୀୟ ବୋଲି ସଂଗଠନ ତରଫରୁ ମତ ପ୍ରକାଶ କରାଯାଇଛି । ଶ୍ରୀ ମିଶ୍ର ଜୀବନର ଶେଷ ପର୍ଯ୍ୟନ୍ତ କୋସଲ ମୁକ୍ତି ଆନ୍ଦୋଳନକୁ ଉତ୍ସାହିତ କରିବା ସହ ସକ୍ରିୟ ସମର୍ଥନ ଦେଉଥିଲେ । ତାଙ୍କର ପୁଅ ବିଭୁଦତ୍ତ ମିଶ୍ର ମଧ୍ୟ କୋସଲ ଆନ୍ଦୋଳନର ଜଣେ ଆଗଧାଡିର ସଂଗଠକ ଅଟନ୍ତି । ତାଙ୍କର ବିୟୋଗରେ ଅଂଚଳ ଏକ ବିଶିଷ୍ଟ ରାଜନେତା / ଚିନ୍ତାନାୟକ ଙ୍କୁ ତଥା କୋସଲ ଆନ୍ଦୋଳନ ଜଣେ ପିତୃତୁଲ୍ୟ ମାର୍ଗ ଦର୍ଶକଙ୍କୁ ହରାଇଲା ବୋଲି କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ମତବ୍ୟକ୍ତ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଉପାଧ୍ୟକ୍ଷ ମନୋରଂଜନ ସାହୁ, ସଂଗଠନର ବଲାଙ୍ଗିର ଜିଲ୍ଲା ସଭାପତି ବିକ୍ରମାନନ୍ଦ ବହିଦାର, ବରିଷ୍ଠ ସଂଗଠକ ଅବଦୁଲ ଜମାଲ ଖାଁ, ଜୋନାଲ ସଂଯୋଜକ ଶରତ ହୋତା, ବରିଷ୍ଠ ସଂଗଠକ ରଣାରାଜ ସିଂଦେଓ, ଶ୍ରମିକ ନେତା ରବି ଶଙ୍କର ମିଶ୍ର, ଯୁବ ସଂଗଠକ ରିଲୁ ରଥ, ବିନୋଦ କାଲସାଏ, କର୍ମଚାରୀ ନେତା ବିଭୁତି ଶଙ୍କର ବିନ୍ଧାଣୀ, ଜ୍ୟୋତି ରଂଜନ ମହାନ୍ତି ପ୍ରମୁଖ ଶ୍ରୀ ମିଶ୍ରଙ୍କ ସ୍ମୃତିଚାରଣ କରିବା ସହ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like